Home Left

ପରମ୍ପରା ବ୍ୟବସ୍ଥା ପୂର୍ବଭଳି ଅକ୍ଷୁଣ୍ଣ ରହୁ

ପୁରୀ ଅଫିସ,୨୧ା୯: ହିନ୍ଦୁଧର୍ମର ଚାରି ଧାମ ମଧ୍ୟରେ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉଛି ଅନ୍ୟତମ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେଶର ବିଭିନ୍ନ ସ୍ଥାନରୁ ଭକ୍ତ ପୁରୀକୁ ଆସିଥାନ୍ତି। ସେହିପରି ମହାପ୍ରଭୁଙ୍କ କ୍ଷେତ୍ରରେ ଶ୍ରାଦ୍ଧ ଦେଲେ ପିତୃପୁରୁଷ ମୋକ୍ଷ ପ୍ରାପ୍ତି ହୋଇଥାଏ ବୋଲି…

କୋଭିଡ୍‌ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ବତନ୍ତ୍ର ନୀତି

ଖୋର୍ଦ୍ଧା ଅଫିସ,୨୧ା୯: ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ, ଫୁଡ୍‌ପାର୍କ,…

ବାଘ ନଦୀରେ ଫସି ରହିଥିବା ୫ ଉଦ୍ଧାର

ଫୁଲବାଣୀ ଅଫିସ/ କୋଟଗଡ଼(ଡି.ଏନ୍‌.ଏ.)୨୧ା୯: ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ହେଉଛି। ବର୍ଷା ଯୋଗୁ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ବାଘଡୁଙ୍ଗୁରି ଗ୍ରାମର ୫ଜଣ ଲୋକ ମଙ୍ଗଳବାର ସକାଳେ ବାଘ…

ସଡ଼କ ସୂଚନା ବ୍ୟବସ୍ଥାକୁ ଆର୍‌ଡିର ଅବହେଳା

ଯାଜପୁର ଅଫିସ,୨୧ା୯: ଜନଜୀବନର ସୁରକ୍ଷା ଏବଂ ନିରାପଦ ଯାତାୟାତ ପାଇଁ ସାରା ରାଜ୍ୟରେ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗ ଅଧୀନରେ ରାସ୍ତା ଓ ବ୍ରିଜ ନିର୍ମାଣ ହେଉଛି। ଏଥିପାଇଁ ରାଜ୍ୟ ସରକାର ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ରାସ୍ତା ନିର୍ମାଣ ସମୟରେ ଦୁର୍ଘଟଣାଜନିତ…

ନାଳରେ ଭାସିଗଲେ ୨ ଯୁବକ

ଦିଗପହଣ୍ଡି,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଶର୍‌ବ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ୨ ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସେଠୀଙ୍କୁ ଉଦ୍ଧାର କରାଯାଇଥିବା…

ପ୍ରଦୂଷଣ ମୁକ୍ତ ପୂଜା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆଗକୁ ଆସୁଛି ପାର୍ବଣ ଋତୁ। କରୋନା ସଂକ୍ରମଣ ହ୍ରାସ ପରେ ପ୍ରଥମ ଥର ଲାଗି ବିଭିନ୍ନ ମଣ୍ଡପରେ ପୂଜାର ଆୟୋଜନ କରାଯାଉଛି । ଦୁର୍ଗାପୂଜା, କାଳୀପୂଜା ଆଦି ଅନ୍ୟାନ୍ୟ ପୂଜାରେ ଯେପରି କୌଣସି ପ୍ରଦୂଷଣ ନ ହେବ ସେଥିପ୍ରତି ରାଜ୍ୟ…

ବଡ଼ଭାଇ ମାଡ଼ରେ ସାନ ମୃତ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ): ରାଜଧାନୀରେ ଏକ ଅଭାବନୀୟ ଘଟଣା ଘଟିଛି। ସାନଭାଇକୁ ଆକଟ କରି ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ରାଜମୋହନ ସେନାପତି (୨୧)। ନୟାପଲ୍ଲୀ ଥାନା ପୋଲିସ ଏହି ଘଟଣାରେ ଏକ ହତ୍ୟା ମାମଲା (ନଂ.୬୨୯/୨୦୨୨)…

୨୯ରୁ ଲାଗୁ ହେବ ଏଲ୍‌ଆର୍‌ପି

ଭୁବନେଶ୍ୱର, ୨୧।୯(ବ୍ୟୁରୋ):  କରୋନା ଯୋଗୁ ଗତ ଦୁଇବର୍ଷ ପାଠପଢ଼ା ବ୍ୟାପକ କ୍ଷତି ହୋଇଥିଲା। ଏହି କ୍ଷତିକୁ ଭରଣା କରିବା ପାଇଁ ଗଣଶିକ୍ଷା ବିଭାଗ ଚେଷ୍ଟା ଜାରି ରଖିଛି। ପିଲା କିପରି ପୂର୍ବପରି ପାଠପଢ଼ାରେ ଧ୍ୟାନ ଦେବେ, ଦୁଇବର୍ଷ ପଢ଼ି ନ ଥିବା…

ପ୍ରକାଶ ପାଇଲା ଓଜେଏସ୍‌ ମେନ୍‌ ପରୀକ୍ଷାଫଳ

କଟକ ଅଫିସ, ୨୦ା୯- ଓପିଏସ୍‌ସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ (ଓଜେଏସ୍‌)-୨୦୨୧ର ମେନ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୩୨୧ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ରୋଲ୍‌ ନମ୍ବର ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।…

୮ ଜିଲାରେ ଲଘୁଚାପ ବର୍ଷା ନେଇ ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଦୁର୍ବଳ ହୋଇଯାଇଛି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ…

ବଡ଼ ଇନିଂସ ନ ହେଲେ ବି ଗୋଟିଏ ଛକା ମାରି ରେକର୍ଡ କଲେ ଭାରତୀୟ ଅଧିନାୟକ

ମୋହାଲି,୨୦।୯: ଅଷ୍ଟ୍ରେଲିଆ ବିପକ୍ଷରେ ମଙ୍ଗଳବାର ପ୍ରଥମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଛି ଭାରତ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବଡ଼ ଇନିଂସ ଖେଳିପାରି ନ ଥିଲେ ହେଁ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରୋହିତ ଏକ…

ପୁଅର ନାମ ‘ବାୟୁ’ ରଖିଲେ ସୋନମ୍‌

ବମ୍ବେ: ପୁଅର ନାମକରଣ କରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ସୁନ୍ଦର ଫଟୋ ପୋଷ୍ଟ କରି ପୁଅର ପ୍ରଥମ ଝଲକ ଦେଖାଇଛନ୍ତି ସେ। ଏଥିସହ ତାଙ୍କ ପୁଅର ନାମ ସେ ‘ବାୟୁ କପୁର ଆହୁଜା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri