Home Left

ପେଟ ମାଡ଼ି ଶୋଉଥିଲେ

ପେଟମାଡ଼ି ଶୋଇବା ଅଭ୍ୟାସ ଅନେକଙ୍କଠାରେ ଦେଖିବାକୁ ମିଳେ। ହେଲେ ଆପଣ ଜାଣନ୍ତି କି ଏପରି ଶୋଇବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ। ଜାଣିରଖନ୍ତୁ ସେ ସମ୍ପର୍କରେ… ପେଟ ମାଡ଼ି ଶୋଇବା ଦ୍ୱାରା ମାଂସପେଶୀଗୁଡ଼ିକ ଚାପିହୋଇ ରହିବା ସହ ବଡି ପୋଜିଶନ…

ବର୍ଷାରେ ଗର୍ଭବତୀଙ୍କ ଯତ୍ନ

ବର୍ଷାଦିନେ ଗର୍ଭବତୀଙ୍କୁ ନିଜ ସହିତ ଗର୍ଭସ୍ଥ ଶିଶୁର ସ୍ବାସ୍ଥ୍ୟରକ୍ଷା ନିମନ୍ତେ କେତେକ ଦିଗ ପ୍ରତି ସଚେତନ ରହିବା ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ… ବର୍ଷାରେ ଅନେକେ ଥଣ୍ଡା ଲାଗୁଥିବାରୁ ଭଲ ଭାବେ ଗାଧାନ୍ତି ନାହିଁ। ହେଲେ ଏପରି ନ କରି…

ପିଲାଙ୍କ ଆୟା

ବର୍ତ୍ତମାନ ସମୟ ଅଭାବରୁ କେତେଜଣ କର୍ମଜୀବୀ ମା’ ସେମାନଙ୍କ ଅନୁପସ୍ଥିତିରେ ପିଲାଙ୍କ ଦାୟିତ୍ୱ ବୁଝିବା ଲାଗି ବେବି ସିଟର ବା ଆୟାଙ୍କ ଉପରେ ନିର୍ଭର କରୁଥିବା ଦେଖିବାକୁ ମିଳୁଛି। ହେଲେ ଏହାଦ୍ୱାରା ମଧ୍ୟ ବିଭିନ୍ନ ସମସ୍ୟା ଉପୁଜୁଥିବା ଦେଖାଯାଉଛି। ତେଣୁ ଆୟା…

ଭଦ୍ରକରେ ଉଚ୍ଛେଦ ବେଳେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ,୨୦।୯: ଭଦ୍ରକ ସହର ବନ୍ତ ଛକଠାରେ ମଙ୍ଗଳବାର ଉଠା ଦୋକାନ ଉଚ୍ଛେଦ ଚାଲିଛି। ତେବେ ଉଚ୍ଛେଦ ସମୟରେ ପୋଲିସ ବ୍ୟବସାୟୀଙ୍କ ମଧ୍ୟରେ ଠେଲାପେଲା ହୋଇଛି। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ସିପିଆଇ ନେତା ଓ କ୍ଷୁଦ୍ର…

ଧୋନୀ, କୋହଲିଙ୍କୁ ସୁପରଷ୍ଟାର କହିବା ବନ୍ଦ କରନ୍ତୁ: ଗମ୍ଭୀର

ନୂଆଦିଲ୍ଲୀ,୨୦।୯: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଭାରତର ‘ଷ୍ଟାର କଲ୍‌ଚର’କୁ କଡ଼ା ସମାଲୋଚନା କରିଛନ୍ତି। ଭାରତୀୟ କ୍ରିକେଟରେ ଖେଳାଳିଙ୍କୁ ସୁପରଷ୍ଟାର କରାଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ଏହା ବାକି ଖେଳାଳିଙ୍କୁ କଷ୍ଟ ଦେଇଥାଏ। ବଡ ଖେଳାଳିଙ୍କ ହେତୁ…

ଆସନ୍ତା ବର୍ଷ ଦିଲ୍ଲୀରେ ହେବନି ଆର୍ମି ଡେ’ ପରେଡ

ନୂଆଦିଲ୍ଲୀ,୨୦।୯: ସେନା ଦିବସ ଅବସରରେ ପ୍ରତିବର୍ଷ ଦିଲ୍ଲୀର କରିଅପ୍ପା ପରେଡ ଗ୍ରାଉଣ୍ଡରେ ଆୟୋଜିତ ହେଉଥିବା ସେନା ଦିବସ ପରେଡ ଆସନ୍ତା ବର୍ଷ ଦିଲ୍ଲୀ ବାହାରେ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଭାରତୀୟ ସେନାଙ୍କ ଆର୍ମି ଡେ’ ପରେଡକୁ ସାଉଥ କମାଣ୍ଡ…

ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌ ଲିକ୍‌ କଲେ ଯୁବକ

ପଦ୍ମପୁର,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ଗ୍ରାମର ଡାଙ୍ଗମାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ୟୁଶନ ଯାଇଥିବା ୨୨ ଛାତ୍ରୀଛାତ୍ରଙ୍କ ସାଇକେଲ୍‌କୁ ଉକ୍ତ ଗ୍ରାମର ଜଣେ ଯୁବକ ଲିକ୍‌ କରି ଦେଇଥିଲେ। ପିଲାମାନେ ଜାଣିପାରି ତାଙ୍କୁ ପଚାରିବାରୁ…

ଏହି କ୍ରିକେଟର୍‌ଙ୍କ ରୁମ୍‌ରେ ପଶିଲା ସାପ

ଲକ୍ଷ୍ନୌ,୨୦।୯:ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ମିଚେଲ ଜନସନ ବର୍ତ୍ତମାନ ଲିଜେଣ୍ଟସ ଲିଗ କ୍ରିକେଟ (ଏଲଏଲସି) ଖେଳୁଛନ୍ତି। ଅବସରପ୍ରାପ୍ତ ଖେଳାଳିଙ୍କ ଏହି ଟି-୨୦ ଲିଗରେ ସେ ଇଣ୍ଡିଆ କ୍ୟାପିଟାଲ୍ସ ଦଳର ଏକ ଅଂଶ। ବୁଧବାର ଲକ୍ଷ୍ନୌରେ ଇଣ୍ଡିଆ କ୍ୟାପିଟାଲ ଏବଂ ଭିଲୱାରା କିଙ୍ଗ୍ସ…

ଦୀର୍ଘ ବର୍ଷର ଦାବି ପରେ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁପଗାଁ ପଞ୍ଚାୟତ ଚିଲଡଙ୍ଗରି ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି କରି ଆସୁଥିଲେ। ତେବେ ରାଜ୍ୟ ସରକାର ଚିଲଡଙ୍ଗରି…

ସାଲିଆସାହିରେ କମିଶନରେଟ୍‌ ପୋଲିସର ଚଢାଉ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ।…

୩ରେ ଛତର୍‌ ଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଭବାନୀପାଟଣା,୨୦।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଆସନ୍ତା ୩ ତାରିଖରେ ହେବାକୁ ଥିବା ମା’ ମାଣିକେଶ୍ୱରୀଙ୍କ ଛତର୍‌ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଏଥିରେ ଅଧ୍ୟକ୍ଷତା କରିଥିଲେ।…

ରେଷ୍ଟୁରାଣ୍ଟରେ ମାତ୍ର ୧୦୦୦ ଟଙ୍କାର ଖାଦ୍ୟ ଖାଇ ଓ୍ବେଟରଙ୍କୁ ୨ ଲକ୍ଷ ଟଙ୍କାର ଦେଲେ ଟିପ୍ସ: ତା’ପରେ ଆସିଲା ଟ୍ବିଷ୍ଟ୍‌

ପ୍ରାୟତଃ ଲୋକମାନେ ରେଷ୍ଟୁରାଣ୍ଟ କିମ୍ବା ହୋଟେଲକୁ ଗଲେ ଭଲ ସେବା ପାଇଁ ୱେଟରଙ୍କୁ ଏକ ଟିପ୍ସ ମଧ୍ୟ ଦିଅନ୍ତି। କିଛି ଲୋକ ଟିପ୍ସରେ ଆଶାଠୁ ଅଧିକ ଟଙ୍କା ଦିଅନ୍ତି। ଟଙ୍କା ପାଇ ଓ୍ବେଟର ମଧ୍ୟ ଖୁସି ହୋଇଯାନ୍ତି। ଆଜିକାଲି ଆମେରିକାରେ ‘ଟିପ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri