Home Left

ତିନି ବର୍ଷ ହେଲା ଅବ୍ୟବସ୍ଥାରେ ଗଞ୍ଜାମ ମାଛ ମାର୍କେଟ

ଗଞ୍ଜାମ,୨୦।୯(ଡି.ଏନ.ଏ.): ଅବ୍ୟବସ୍ଥାରେ ଗଞ୍ଜାମ ସହର ସାନ ବଜାରଠାରେ ଥିବା ମାଛ ମାର୍କେଟ। ପୂର୍ବରୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ମାଛ ବ୍ୟବସାୟୀଙ୍କ ଲାଗି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲାl ହେଲେ ସହରର ସୌନ୍ଦର୍ଯ୍ୟକରଣ ଓ ରାସ୍ତା ସମ୍ପ୍ରସାରଣର ଆଳ ଦେଖାଇ ଭାଙ୍ଗି ଦିଆଯାଇଥିଲା…

ସମସ୍ୟାରେ ଉବୁଟୁବୁ ଖଣ୍ଡବା ଗାଁ

ଆର୍‌.ଉଦୟଗିରି,୨୦ା୯(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ଜରିଆରେ ଭାରତ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଲାଭଖୋର ମନୋବୃତ୍ତି ଏବଂ ଦୁର୍ନୀତି ଯୋଗୁ ଏହି ଯୋଜନାରେ ନିର୍ମାଣ ହୋଇଥିବା ଅନେକ…

ସ୍କୁଲ ଉପରେ ଏୟାର ଷ୍ଟ୍ରାଇକ୍‌: ଚାଲିଗଲା ୧୩ ଜୀବନ

ନାଏପିଡାଉ,୨୦।୯: ଉତ୍ତର-ମଧ୍ୟ ମ୍ୟାନମାରର ସାଗିଙ୍ଗ ଅଞ୍ଚଳର ଏକ ସ୍କୁଲ ଉପରେ ଏୟାର ଷ୍ଟ୍ରାଇକ୍‌ ହୋଇଛି। ଏଥିରେ ୭ ଜଣ ଶିଶୁଙ୍କ ସମେତ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦେଶର ଦ୍ୱିତୀୟ ବୃହତ୍ତମ ସହର ମାଣ୍ଡେଲାଠାରୁ ପ୍ରାୟ ୧୧୦କିଲୋମିଟର ଦୂରରେ…

ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୨୦।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା।…

ପ୍ରବଳ ବର୍ଷା: ବାଲିଗୁଡା ଜଳମଗ୍ନ

କୋଟଗଡ,୨୦।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ବାଲିଗୁଡା ବସଷ୍ଟାଣ୍ଡ ଏବଂ ଆଖପାଖ ଅଞ୍ଚଳରେ ଲୋକଙ୍କ ଘରେ ବର୍ଷା ପାଣି ପଶିଯାଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏହା ସହିତ…

ରାହୁଲଙ୍କ ଫେସବୁକ୍‌ ପୋଷ୍ଟକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୯: କଂଗ୍ରେସ ଦଳର ଅଧ୍ୟକ୍ଷ ନିର୍ବାଚନ ଆଉ ମାତ୍ର କିଛି ଦିନ ମଧ୍ୟରେ ଅନୁଷ୍ଠିତ ହେବ। ଏନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି। ଗୋଟିଏ ପଟେ,ଏହି ପଦ ପାଇଁ ଗାନ୍ଧୀ ପରିବାରର ବିଶ୍ୱସ୍ତ ଅଶୋକ ଗେହଲୋଟ ନାମ ସାମ୍ନାକୁ ଆସୁଥିବାବେଳେ, ଶଶି ଥରୁର…

ଥାନା ପ୍ରତିଷ୍ଠା ନେଇ ତେଜୁଛି ଅସନ୍ତୋଷ

କୁଆମରା,୨୦।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଥାନା ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲେ ମଧ୍ୟ ସରକାର ଏହାକୁ ଅଣଦେଖା କରି ଆସୁଛନ୍ତି। ରାଜ୍ୟରେ ନୂତନ ଭାବେ ୩୬ଟି ଥାନା ଖୋଲିବାକୁ ଘୋଷଣା ହୋଇଥିବା ବେଳେ ଗୋପବନ୍ଧୁନଗର ବ୍ଲକ ଏଥିରୁ…

‘ସଶକ୍ତ ହେବ ମହିଳା, ଶିଶୁ ଡେସ୍କ’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ରେମୁଣା ବାମପଦାସ୍ଥିତ ନୋସି ବିଜିନେସ ପାର୍କ ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିଭାଗ ଏବଂ ୟୁନିସେଫ୍‌ ସହଯୋଗରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଭୁବନେଶ୍ୱର ପକ୍ଷରୁ ମହିଳା ଏବଂ…

ବାର୍‌କୁ ବିରୋଧ, ଥାନାରେ ମାମଲା

ବରଗଡ଼ ଅଫିସ୍‌,୨୦।୯: ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲିକ୍ୟାମ୍ପ ଛକରେ ଏକ ବାର୍‌ (ଅନ୍‌ ସପ୍‌ ମଦ ଦୋକାନ)କୁ ବିରୋଧ ସତ୍ତ୍ବେ ଖୋଲିବାକୁ ଉଦ୍ୟମ କରାଯିବା ଘଟଣାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି । ଅନ୍ୟପଟେ ବାର୍‌କୁ ବିରୋଧ କରି ଶନିବାର…

ଏସ୍‌ସି, ଏସ୍‌ଟି ଛାତ୍ରୀଙ୍କ ପାଇଁ ବୃହତ୍‌ ନିଯୁକ୍ତି ମେଳା

ଭବାନୀପାଟଣା,୨୦।୯(ସ୍ବ.ପ୍ର.): ଭବାନୀପାଟଣାସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ତାମିଲନାଡୁର ହୋସୁରଠାରେ ଥିବା ପ୍ଲାଣ୍ଟ ପାଇଁ ଏକ ବୃହୃତ ନିଯୁକ୍ତି ମେଳା ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର କଳାହାଣ୍ଡି ଜିଲା ପ୍ରଶାସନ…

ଯୁବକଙ୍କ ଅପହରଣ ନେଇ ଥାନାରେ ଅଭିଯୋଗ

ବଲାଙ୍ଗୀର ଅଫିସ/ ଲାଠୋର, ୧୯ା୯ (ଡି.ଏନ୍‌.ଏ.): ଜଣେ ଯୁବକଙ୍କୁ ଘରୁ ଅପହରଣ କରାଯାଇଥିବା ନେଇ ବଲାଙ୍ଗୀର ଜିଲା ଲାଠୋର ଥାନାରେ ଲିଖିତ ଅଭିଯୋଗ ହେବାପରେ ଜିଲାବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାରେ ଅଭିଯୋଗକାରିଣୀ ୩ଜଣଙ୍କ ନଁାରେ ଏବଂ ଜଣେ ଅଜଣା…

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୦।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୦୪୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri