Home Left

ଋଷିକୁଲ୍ୟାରେ ବିଦେଶୀ ପକ୍ଷୀଙ୍କ ସମାଗାମ

ଗଞ୍ଜାମ,୨୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀରେ ବିଦେଶୀ ପକ୍ଷୀଙ୍କ ସମାଗାମ ହୋଇଥିବା ଦେଖିବାକୁ ମିଳିଛି। ଖାଦ୍ୟ ଅନ୍ବେଷଣରେ ସେମାନେ ଶୀତରେ ହଜାର ହଜାର କିଲୋମିଟର ଅତିକ୍ରମ କରି ଓଡ଼ିଶାର ବିଭିନ୍ନ ଜଳାଶ୍ରୟକୁ ଆସିଥାନ୍ତି ବୋଲି ଗଞ୍ଜାମର ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବାଧାରକ ରବୀନ୍ଦ୍ର…

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି, ୨୬ା୧୨ (ଡି.ଏନ୍‌.ଏ): ପାରଳାଖେମୁଣ୍ଡି ଜିଲ ଦୋରାଜଜ୍‌ ପ୍ରଣବ କୁମାର ରାଉତରାୟ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ସାମୁଏଲ ପାଲକାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ୨୦୨୦ ମସିହାରେ କାଶୀନଗର ଥାନା ଅନ୍ତର୍ଗତ ହାଡ଼ୁଭଙ୍ଗୀ…

ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାରିପଦା ଅଫିସ,୨୬।୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ.ଦୀପକ ରଞ୍ଜନ ସାହୁ ଏହାର ବିଚାର କରି ଅଭିଯୁକ୍ତଙ୍କୁୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଣି…

ସହର ଉପକଣ୍ଠରେ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠରେ ସୋମବାର ସକାଳେ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ସୃଷ୍ଟି କରିଥିଲା। ବାରିପଦା ରେଞ୍ଜ ଅଧୀନ ଭୁଗୁଡ଼ାକଟା ଓ ଦାମୋଦରପୁର ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ଦନ୍ତା ବୁଲୁଥିଲା।…

 ୮ ବର୍ଷ ପରେ ହେଲା ବିଦ୍ୟୁତ୍‌ ସଂଯୋଗ

କୋଦଳା,୨୬।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୮ ବର୍ଷ ଧରି ଅନ୍ଧକାରରେ ରହୁଥିବା ସାହିବାସିନ୍ଦାଙ୍କ ମୁହଁରେ ହସ ଫୁଟିଛି। ସୋମବାର ବିଦ୍ୟୁତ୍‌ ସଂଯୋଗ ପରେ ସାହିବାସିନ୍ଦା ଖୁସି ପ୍ରକଟ କରିଛନ୍ତି। ଗଞ୍ଜାମ ଜିଲା କୋଦଳା କିଶୋରନଗରରେ ୪୦ରୁ ଊଦ୍ଧର୍‌ବ ଲୋକ…

ଅଖିଳେଶ, ମାୟାବତୀଙ୍କୁ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେବାକୁ କଂଗ୍ରେସର ନିମନ୍ତ୍ରଣ

ନୂଆଦିଲ୍ଲୀ,୨୬।୧୨: ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ, ବିଏସ୍‌ପି ସୁପ୍ରିମୋ ମାୟାବତୀ ଏବଂ ଆର୍‌ଏଲଡି ମୁଖ୍ୟ ଜୟନ୍ତ ଚୌଧରୀଙ୍କ ସମେତ ଅଣ-ଭାଜପା ଦଳର ନେତାଙ୍କୁ ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ କଂଗ୍ରେସ ପକ୍ଷରୁ ନିିମନ୍ତ୍ରଣ କରାଯାଇଛି। ଏଥିସହ ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ବାମଣ୍ଡା କପ୍‌: କେନ୍ଦୁଝରକୁ ହରାଇ ସମ୍ବଲପୁର ଫାଇନାଲରେ

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ସୋମବାର ମ୍ୟାଚରେ କେନ୍ଦୁଝର ଏକାଦଶକୁ ହରାଇ ସମ୍ବଲପୁର ଫାଇନାଲରେ ପ୍ରବେଶ କରିଛି। କେନ୍ଦୁଝର ଏକାଦଶ ବନାମ ସମ୍ବଲପୁର ଆଭାର ଟାଇଗର ଟିମ୍‌ ମଧ୍ୟରେ ଖେଳ ହୋଇଥିଲା।…

ଶଙ୍ଖ ଧରିଲେ ସରସଦା ସମିତି ସଭାପତି

ଭଣ୍ଡାରିପୋଖରୀ,୨୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସମବାୟ ସମିତି ସଭାପତି ଅବିନାଶ ରାଉତ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳୀୟ କାର୍ଯ୍ୟାଳୟଠାରେ ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ…

ଚାଷ ଉପରେ ଗୁରୁତ୍ୱ ଦିଅନ୍ତୁ ଆଦିବାସୀ: ମହାସଂଘ

ଝାରସୁଗୁଡ଼ା ଅଫିସ, ୨୬।୧୨: ଝାରସୁଗୁଡ଼ା ଜିଲା କିର୍ମିରା ବ୍ଲକ ଗଉଡ ପାନପାଲି ପଞ୍ଚାୟତ ତୁମ୍ବାଡିହି ଗ୍ରାମରେ ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଦିବାସୀଙ୍କ ପରିଚୟ ଉପରେ ଆଲୋଚନା ହୋଇଥିଲା। ଏପରିକି ଆଦିବାସୀଙ୍କ ଶିକ୍ଷା…

ରେଳଧାରଣାରୁ ମିଳିଲା କଲେଜ ଛାତ୍ରୀଙ୍କ ମୃତଦେହ

କୋରାପୁଟ,୨୬।୧୨(ସ୍ବ.ପ୍ର.): କୋରାପୁଟ-କିରଣ୍ଡଲ ରେଳଧାରଣାରୁ ସୋମବାର ଜଣେ କଲେଜ ଛାତ୍ରୀଙ୍କ ମୃତଦେହ କୋରାପୁଟ ସଦର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରୀ ଜଣକ ହେଲେ ଗୀତା ଜାନୀ(୧୮)। ତାଙ୍କ ଘର କୋରାପୁଟ ମ୍ୟୁନିସିପାଲଟି ଅଧୀନ ବଡ଼ଚିନ୍ଦ୍ରୀ ଗ୍ରାମରେ। ସେ ଜୟପୁର ବିକ୍ରମଦେବ…

ଜାତୀୟ ରାଜପଥରେ ଡିଭାଇଡର ଭଙ୍ଗାକୁ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ୨୦ ନଂ ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପକୁ ଗାଡି ଚଳାଚଳ କରିବା ପାଇଁ ୨୦ ନଂ ଜାତୀୟ ରାଜପଥର ଡିଭାଇଡରକୁ ଭାଙ୍ଗି ଦିଆଯାଇଛି। ଏହି ଘଟଣାକୁ ନେଇ…

ଟ୍ରକ ଧକ୍କାରେ ଚାଲିଗଲା ଜୀବନ: ସ୍ଥାନୀୟ ଲୋକଙ୍କ ଉତ୍ତେଜନା, ରସ୍ତାରୋକୋ

ଭବାନୀପାଟଣା,୨୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ନମ୍ବର ଜାତୀୟ ରାଜପଥ ଚାରବାହାଲ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସୋମବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପାଟଣା ବ୍ଲକ ଟେମେରି ଗ୍ରାମର ଜଗମୋହନ ବିହାରୀ। ଜଗମୋହନ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?