Home Left

ବ୍ରିଟେନ୍‌ରେ ହିନ୍ଦୁ ବିରୋଧୀ ହିଂସା ନିନ୍ଦା କଲା ଭାରତ

ଲଣ୍ଡନ,୧୯।୯: ବ୍ରିଟେନର ଲିସେଷ୍ଟରରେ ହିନ୍ଦୁଙ୍କ ପ୍ରତି ହିଂସାତ୍ମକ ଅପରାଧ ଘଟଣାକୁ ଲଣ୍ଡନ ସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ସୋମବାର ଦୃଢ଼ ନିନ୍ଦା କରିଛି। ହିନ୍ଦୁ ଧର୍ମସ୍ଥଳୀରେ ହିଂସା ଓ ଭଙ୍ଗାରୁଜା ଘଟଣାର ଦୃଢ଼ ପ୍ରତିବାଦ କରାଯାଉଛି ବୋଲି ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଏ…

କୋଭିଡ୍‌ ମହାମାରୀ ଶେଷ ହୋଇଛି

ଓ୍ବାଶିଂଟନ,୧୯।୯: ଆମେରିକାରେ କୋଭିଡ୍‌ ମହାମାରୀ ଶେଷ ହୋଇଥିବା ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା କରିଛନ୍ତି। ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣକୁ ଆସିଛି। ଆଗାମୀ ଦିନରେ ଆମେରିକା ଅର୍ଥନୀତିରେ ଉନ୍ନତି ଆସିବାକୁ ଯାଉଛି ବୋଲି ଗୁରୁତ୍ୱପୂର୍ଣ୍ଣ ମଧ୍ୟବର୍ତ୍ତୀ ନିର୍ବାଚନର ୨ମାସ ପୂର୍ବରୁ ବାଇଡେନ୍‌ ଏକ…

ବରଗଡ଼ ଜିଲାବାସୀଙ୍କୁ ଟୋଲ୍‌ ଫ୍ରି

ବରଗଡ଼ ଅଫିସ୍‌,୧୯।୯: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲ ପ୍ଲାଜା ବରଗଡ଼ ଜିଲାବାସୀଙ୍କ ଗାଡ଼ି ପାଇଁ ଟୋଲ ଦେୟମୁକ୍ତ କରିଛି । ଜିଲା ଓକିଲ ସଂଘ ସମ୍ମିଳନୀ କକ୍ଷରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଦ୍ୱିପାକ୍ଷିକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି…

ମନ୍ତ୍ରୀ ଫେରିବା ପରେ ଭାଙ୍ଗିଦେଲେ ଉଦ୍‌ଘାଟନୀ ଫଳକ

ରାୟଗଡ଼ା ଅଫିସ,୧୯ା୯: ଉପାନ୍ତ ରାୟଗଡ଼ା ଜିଲାର ଅନେକ ଗାଁକୁ ଏବେ ବି ମୋବାଇଲ ଟାଓ୍ବାର ଅପହଞ୍ଚ ରହିଛି। ସଦର ବ୍ଲକ ଡାଙ୍ଗଲୋଡି ପଞ୍ଚାୟତର ପେନିକଣାଠାରେ ମୋବାଇଲ ଟାଓ୍ବାର ସ୍ଥାପନ ହୋଇଥିବାବେଳେ ସୋମବାର ଆଦିବାସୀ କଲ୍ୟାଣ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା…

ଭାଜପାରେ ସାମିଲ ହେବା ପରେ କ୍ୟାପଟେନ୍‌ଙ୍କୁ ମିଳିପାରେ ଏହି ପଦ

ନୂଆଦିଲ୍ଲୀ,୧୯।୯: ପଞ୍ଜାବ ଲୋକ କଂଗ୍ରେସ ମୁଖ୍ୟ ତଥା ପୂର୍ବତନ ମୁଖମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସୋମବାର ଭାଜପାରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ(ପିଏଲ୍‌ସି) ମଧ୍ୟ ଭାଜପା ସହ ବିଲୟ ହୋଇଛି। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ…

ପାର୍ଥ ଚାଟାର୍ଜୀଙ୍କ ୪୮କୋଟିର ସମ୍ପତ୍ତି ବାଜ୍ୟାପ୍ତ

କୋଲକାତା,୧୯।୯: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସହଯୋଗୀଙ୍କର ୪୮କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତ କରିଛି। ବାଜ୍ୟାପ୍ତ ସମ୍ପତ୍ତି ମଧ୍ୟରେ ଫାର୍ମହାଉସ୍‌, ଫ୍ଲାଟ୍‌, କୋଲକାତାର ପ୍ରମୁଖ…

ସରକାରୀ ଗାଡ଼ିରେ ମନ୍ଦିରବୁଲା

ଖଇରା, ୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀ ସରକାରୀ ଗାଡ଼ିର ଅପବ୍ୟବହାର କରି ମନ୍ଦିର ଭ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ସରକାରୀ କାର୍ଯ୍ୟର ବାହାନା କରି ପରିବାର ସଦସ୍ୟଙ୍କ ସହ ଖଇରା ବ୍ଲକର ପ୍ରସିଦ୍ଧ ବକ୍ରେଶ୍ୱର…

ଗୋଟିଏ ଜୁଇରେ ସ୍ତ୍ରୀ,ସ୍ବାମୀ

କୁଳିଅଣା,୧୯ା୯(ସ୍ବ.ପ୍ର.)- ସ୍ତ୍ରୀଙ୍କ ଶେଷକୃତ୍ୟ ଚାଲିଥିବା ବେଳେ ସ୍ବାମୀ ଆଖି ବୁଜିଦେଲେ। ଆତ୍ମୀୟ ସ୍ବଜନ ଉଭୟଙ୍କୁ ଗୋଟିଏ ଜୁଇରେ ଲଦି ସତ୍କାର କଲେ। ଏଭଳି ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମାରାଂତାଣ୍ଡି ପଞ୍ଚାୟତ ଅଧୀନ ଭୂୟଁାଗୋଡ଼ା ଗ୍ରାମରେ। ଏହି…

ବିମାନରୁ ଓହ୍ଲାଇଦେଲେ ମାନ୍‌ଙ୍କୁ: ଅକାଳୀର ଅଭିଯୋଗକୁ ଭିତ୍ତିହୀନ ବୋଲି କହିଲା ଏଏପି

ଚଣ୍ଡିଗଡ଼,୧୯।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଫେରିବାକୁ ଥିବା ବେଳେ ତାଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି। ସେ ଅତ୍ୟଧିକ ମଦ ପିଇଥିବାରୁ ତାଙ୍କୁ ଲୁଫଥାନ୍ସା ବିମାନରୁ ଓହ୍ଲାଇ ଦିଆଯାଇଥିବା ଏକ ଖବର ପ୍ରକାଶ ପାଇଛି। ଏନେଇ ଶିରୋମଣି ଅକାଳୀ…

ଷ୍ଟେଟ ବ୍ୟାଙ୍କରେ ଡକାୟତି: ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୧୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା।…

ଅପରେଶନ୍‌ ଲୋଟସ୍‌ ଦାବି ମଧ୍ୟରେ ଆସ୍ଥା ପ୍ରସ୍ତାବ ଆଣିବେ ମାନ ସରକାର

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ସରକାର ଭାଙ୍ଗିବା ପାଇଁ ଭାଜପା ପକ୍ଷରୁ ‘ଅପରେଶନ ଲୋଟସ୍‌’ ଅଭିଯାନ ଚାଲିଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଅଭିଯୋଗ କରିଛି। ଏଏପିର ୧୦ଜଣ ବିଧାୟକଙ୍କୁ ଭାଜପା କିଣିନେବା ପାଇଁ ୨୫ କୋଟି ଲେଖାଏ ଟଙ୍କା ଯାଚିଥିବା ଅଭିଯୋଗ ହୋଇଥିଲା।…

ପୁଣି ଏମ୍‌କେସିଜି ଛାତରୁ ଖସିଲା ସିଲିଂ

ବ୍ରହ୍ମପୁର ଅଫିସ,୧୯।୯: ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ଛାତରୁ ପୁଣି ସିଲିଂ ଖସିଥିବା ଅଭିଯୋଗ ହୋଇଛି। ତଳ ମହଲାରେ ଥିବା ଡାୟଲିସିସ ୱାର୍ଡର ଛାତରୁ ଏହି ସିଲିଂ ଖସିଥିଲା ବେଳେ ଡାକ୍ତରଖାନାର ନୂଆ କୋଠା କେତେ ସୁରକ୍ଷିତ ସେନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri