Home Left

ରୋମାଣ୍ଟିକ ଫଟୋ ଶେୟାର କଲେ ପ୍ରିୟଙ୍କା…

ମୁମ୍ବାଇ, ୧୯।୯ : ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସଙ୍କର ଏକ ଫଟୋକୁ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେପ୍ଟେମ୍ବର ୧୬ରେ ନିକଙ୍କର ୩୦ ତମ ଜନ୍ମଦିନ ଥିଲା। ଯାହାକୁ ସେ ପ୍ରିୟଙ୍କାଙ୍କ ସହ ଚମତ୍କାର ଭାବରେ ପାଳନ…

ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପୂର୍ବତନ ମନ୍ତ୍ରୀ ବିଜୟ…

ଇନ୍‌ସୁଲିନ୍‌ର ଆବିଷ୍କାର: ସ୍ବପ୍ନରୁ ସୂଚନା

”ଇନ୍‌ସୁଲିନ୍‌ ଆମ ଶରୀରର ଏକ ହରମୋନ୍‌। ଏହା ପ୍ରାଣୀମାନଙ୍କ ଶରୀରରେ ରହିଥିବା ଅଗ୍ନ୍ୟାଶୟ ନାମକ ଗ୍ରନ୍ଥିରୁ କ୍ଷରିତ ହୋଇ ରକ୍ତରେ ଗ୍ଲୁକୋଜର ମାତ୍ରାକୁ ଅନୁମୋଦିତ ସ୍ତରରେ ରଖେ। ରକ୍ତରେ ଗ୍ଲୁକୋଜର ମାତ୍ରା ବଢ଼ିଗଲେ ତାକୁ ଗାଇକ୍ଲୋଜେନ୍‌ ନାମକ ଉପାଦାନରେ ପରିଣତ କରିଦେଇ…

ପରମ୍ପରା ବଞ୍ଚାଇଛନ୍ତି ୨୫ ବ୍ୟବସାୟୀ

ଭୁବନ, ୧୯।୯(ଡି.ଏନ୍‌.ଏ.):ମଣିଷ-ଭାରବାହୀ ପ୍ରାଣୀଙ୍କ ମଧ୍ୟରେ ରହିଥିବା ମଧୁର ସମ୍ପର୍କର ପ୍ରତିଫଳନ ଐତିହାସିକ ବଳଦଯାତ୍ରା। ବାଣିଜ୍ୟ ପରମ୍ପରାକୁ ନେଇ ପିଢ଼ି ପରେ ପିଢ଼ି ଶାରଦୀୟ ଦୁର୍ଗାପୂଜାରେ ଆୟୋଜିତ ହୋଇଆସୁଛି ଏହି ପ୍ରସିଦ୍ଧ ପର୍ବ। କରୋନା ମହାମାରୀ ପ୍ରଭାବିତ ବିଶ୍ୱରେ ଦୀର୍ଘ ଦୁଇବର୍ଷ ହେଲା…

ଆଜି ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୪…

ବଜାରକୁ ଆସିଲା ଉଡ଼ନ୍ତା ବାଇକ୍‌, ଦାମ୍‌ ରହିଛି…

ଆପଣ ଉଡ଼ନ୍ତା ବାଇକ୍‌ ବିଷୟରେ ଅନେକ କଥା ଶୁଣିଥିବେ। ମାତ୍ର ଦୁନିଆକୁ ସତରେ ଏବେ ଉଡ଼ନ୍ତା ବାଇକ୍‌ ଆସିଛି। ଯଦି ଆପଣ ଟ୍ରାଫିକ୍‌ ଜାମ୍‌ ଦ୍ୱାରା ଅସୁବିଧାରେ ପଡ଼ନ୍ତି ତେବେ ଆକାଶରେ ଉଡ଼ି ଗୋଟିଏ ସହରରୁ ଅନ୍ୟ ସହରକୁ ଯାଇପାରିବେ। ଏହା…

ଉଲ୍‌କାପିଣ୍ଡରେ ଜଳ

ଲଣ୍ଡନ: ବିଶେଷଜ୍ଞମାନେ ଉଲ୍‌କାପିଣ୍ଡ ଖଣ୍ଡରୁ ଜଳର ସନ୍ଧାନ କରିଛନ୍ତି। ଗତବର୍ଷ ଫେବୃୟାରୀରେ ବ୍ରିଟେନ୍‌ର ଗ୍ଲୋସେଷ୍ଟରସିର ଟାଉନ୍‌ର ସଡ଼କରେ ଏହି ଉଲ୍‌କାପିଣ୍ଡର କିଛି ଅଂଶ ପଡ଼ିଥିଲା। ତେବେ ଏହି ଉଲ୍‌କାପିଣ୍ଡରୁ ଜଳ କେଉଁଠାରୁ ଆସିଲା ସେ ନେଇ ବିଶେଷଜ୍ଞ ଟିମ୍‌ର ଅଧ୍ୟୟନ ଜାରି…

ମୋଦି ଗୋଟିଏ ଚିତାର ନାମ ରଖିଲେ ଆଶା, ଅନ୍ୟମାନଙ୍କର ବି ହେଲା ନାମକରଣ

ନୂଆଦିଲ୍ଲୀ,୧୯ ।୯: ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କରେ ୮ ଚିତାଙ୍କୁ ସ୍ୱାଗତ କରାଯାଇ ସାରିଛି । ୭୦ ବର୍ଷ ପୂର୍ବେ ବିଲୁପ୍ତ ହୋଇଥିବା ଚିତାଙ୍କ ବଂଶ ବୃଦ୍ଧି କରିବାକୁ ପ୍ରୟାସ କରାଯାଇ ସମସ୍ତ ଚିତାଙ୍କୁ ନାମିବିୟାରୁ ଭାରତ ଅଣାଯାଇଛି । ଶନିବାର…

୬୦ ବର୍ଷୀୟ ସ୍ପାଇଡର୍‌ ମ୍ୟାନ୍‌

ପ୍ୟାରିସ୍‌: ବିଶାଳ ଟାଓ୍ବାର ଚଢ଼ିବାର ସ୍ବପ୍ନକୁ ବୃଦ୍ଧ ବୟସରେ ଫ୍ରାନ୍ସର ଆଲେନ ରବର୍ଟ ନାମକ ଜଣେ ବ୍ୟକ୍ତି ସାକାର କରିଛନ୍ତି। ଶନିବାର ପ୍ୟାରିସ୍‌ରେ ସେ ଏକାକୀ ୪୮ ମହଲା ବିଶିଷ୍ଟ ବିଲ୍ଡିଂ ଚଢ଼ି ରେକର୍ଡ କରିଛନ୍ତି। ରବର୍ଟ ନାଲି ରଙ୍ଗର ଡ୍ରେସ୍‌…

ରାଜସ୍ବ ହରାଉଛନ୍ତି ସରକାର

ଭୁବନେଶ୍ୱର,୧୯।୯: ସାରା ଦେଶରେ ବ୍ୟବସାୟିକ କ୍ଷେତ୍ରରେ କମର୍ସିଆଲ ଗ୍ୟାସ୍‌ ପରିବର୍ତ୍ତେ ଘରୋଇ ଗ୍ୟାସ୍‌ର ବହୁଳ ବ୍ୟବହାର ଯୋଗୁ ଉଭୟ ରାଜ୍ୟ ଓ କେନ୍ଦ୍ର ପ୍ରତି ବର୍ଷ କୋଟି କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ସେହିଭଳି ଉଭୟ ସରକାରଙ୍କ ସମ୍ପୃକ୍ତ ବିଭାଗର ଅବହେଳା…

‘ବୀର୍‌’ ସ୍କିମ୍‌ ଆରମ୍ଭ କଲା ବଜାଜ ଆଲିଆଞ୍ଜ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ ପକ୍ଷରୁ ପ୍ରତିରକ୍ଷା ଓ କେନ୍ଦ୍ରୀୟ ସଶସ୍ତ୍ର ସେନା ବାହିନୀଙ୍କ ପାଇଁ ଏକ ଉତ୍ସର୍ଗୀକୃତ ଅଭିଯାନ ‘ବୀର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ସେମାନଙ୍କ ପରିବାରର ଆର୍ଥିକ ସୁରକ୍ଷାକୁ…

ଆଇଡିଏଫ୍‌ସି ଇଣ୍ଡେକ୍ସ ଫଣ୍ଡ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୧୯।୯: ଆଇଡିଏଫ୍‌ସି ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ୍‌-ଏଣ୍ଡେଡ୍‌ ଇଣ୍ଡେକ୍ସ ସ୍କିମ୍‌ ଆଇଡିଏଫ୍‌ସି ନିଫ୍ଟି ୧୦୦ ଲୋ ଭୋଲାଟିଲିଟି ୩୦ ଇଣ୍ଡେକ୍ସ ଫଣ୍ଡ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି, ଯେଉଁଥିରେ ନିଫ୍ଟି୧୦୦ ଲୋ ଭୋଲାଟିଲିଟି ୩୦ଇଣ୍ଡେକ୍ସକୁ ନକଲ କରୁଥିବା ଲାର୍ଜକ୍ୟାପ୍‌ ୟୁନିଭର୍ସରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri