ରିପୋର୍ଟ କହିଲା, ଜବତ ମେଡିସିନ ନକଲି
କଟକ ଅଫିସ,୧୮।୯: କଟକରୁ ଜବତ ହୋଇଥିବା ମେଡିସିନ ନକଲି ବୋଲି ସ୍ପଷ୍ଟ ହୋଇଛି। ଉକ୍ତ ମେଡିସିନି ପରୀକ୍ଷା ପାଇଁ ଲାବୋରେଟାରୀକୁ ପଠାଯାଇଥିଲା। ଶନିବାର ପରୀକ୍ଷା ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଉଚ୍ଚ ରକ୍ତଚାପ ଔଷଧ ଟେଲ୍ମା-୪୦ ନକଲି ବୋଲି କଟକ ଡିସିପି…
ମିଛ କହି ଅଡୁଆରେ ପୋଲିସ
ବଲାଙ୍ଗୀର ଅଫିସ, ୧୮।୯: କଣ୍ଟାବାଞ୍ଜି ସହରର ଅନ୍ନପୂର୍ଣ୍ଣା ଲଜ୍ରେ ଗୁରୁବାର ପୋଲିସ ଚଢ଼ାଉ କରି ୫୮ ଲକ୍ଷ ଟଙ୍କା ଜବତ ସହ ୭ ଜଣ ରାଜ୍ୟ ବାହାର ବ୍ୟକ୍ତିଙ୍କୁ ଗିରଫ କରିବା ଘଟଣା ବଲାଙ୍ଗୀର ପୋଲିସକୁ ପ୍ରଶଂସା ଆଣିଦେବା ପରିବର୍ତ୍ତେ ଅଡୁଆରେ…
ଲାଲୁଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ମନୋଜ ବାଜପେୟୀ…
ପାଟନା, ୧୮।୯ : ବଲିଉଡର ଜଣାଶୁଣା ଅଭିନେତା ମନୋଜ ବାଜପେୟୀ ବିହାରର ରାଜଧାନୀ ପାଟନାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏହାର ଫଟୋ ନିଜ ଟୁଇଟର…
‘ଆଇନ ବିଦ୍ୟାର୍ଥୀ ସମାଜର ଆଲୋକବର୍ତ୍ତିକା’
କଟକ ଅଫିସ,୧୮।୯: ଆଇନ ପେସା ଲୋକଙ୍କ ଅଧିକାର ଓ ସ୍ବାଧୀନତା ଅକ୍ଷୁଣ୍ଣ ରଖିବା ସହ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଶିଖାଇଥାଏ। ଆଇନ ସେବା ଏକ ସମ୍ଭ୍ରାନ୍ତ ବୃତ୍ତି ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ କହିଛନ୍ତି।…
ରାଜ୍ୟ ସଂଗ୍ରହାଳୟରେ ‘ଗାନ୍ଧିଜୀ ଓ ତିନି ମାଙ୍କଡ଼’
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଶନିବାର ରାଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି କଣ୍ଢେଇ ପ୍ରଦର୍ଶନୀ। ‘ଗାନ୍ଧିଜୀ ଓ ତିନି ମାଙ୍କଡ଼’ ଶୀର୍ଷକ ଏହି ପ୍ରଦର୍ଶନୀରେ ୪ହଜାର କଣ୍ଢେଇ ସ୍ଥାନ ପାଇଛି, ଯେଉଁଥିରେ ଭରି ରହିଛି ଅନେକ ସାମାଜିକ…
ଆଜି ରାଜ୍ୟରେ ୨୦୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୩୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୧ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୬ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
କେତେ ଶୁଭ କଳାଜାଇ…
କଳାଜାଇକୁ ଅନେକେ ବ୍ୟୁଟି ସ୍ପଟ୍ ବୋଲି କହିଥାନ୍ତି। କିନ୍ତୁ ବିଶ୍ୱାସ ରହିଛି, ଏହା ବି ଆମକୁ ଶୁଭ, ଅଶୁଭର ସୂଚନା ଦେଇଥାଏ। ଯେମିତିକି ନାକରେ ଥିବା କଳାଜାଇ ଭାଗ୍ୟଶାଳୀ ତଥା ସୁଖମୟ ଜୀବନ ବିତାଇବାର ସଙ୍କେତ ଦେଇଥାଏ। ସେହିପରି ଯେଉଁ ବ୍ୟକ୍ତିଙ୍କର…
ଆଜିଠୁ ଝୁଲଣଙ୍କ ବିଦାୟୀ ଦିନିକିଆ ସିରିଜ
ହୋଭ୍,୧୮ା୯: ରବିବାର ଭାରତ ଓ ଇଂଲଣ୍ଡ ମହିଳା ଦଳ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଖେଳାଯିବ। ଭାରତ ତଥା ବିଶ୍ୱର ସର୍ବାଧିକ ଉଇକେଟ ହାସଲକାରୀ ଝୁଲଣ ଗୋସ୍ବାମୀଙ୍କ ଏହା ଅନ୍ତିମ ସିରିଜ ହୋଇଥିବା ବେଳେ ଭାରତୀୟ ଦଳ ସିରିଜ୍ ଜିତିବାକୁ ଆପ୍ରାଣ…
୨ୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରୀଛାତ୍ର ମନୋନୀତ
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। ମୋଟ ୩୯,୮୮୪ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୨୧,୧୬୫ଜଣ ଛାତ୍ରୀ ଥିବାବେଳେ…
ଯୁକ୍ତ୨ ସ୍ପଟ୍ ନାମଲେଖା ଆରମ୍ଭ
ଭୁବନେଶ୍ୱର, ୧୭ା୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଯୁକ୍ତ୨ ସ୍ପଟ୍ ନାମଲେଖା ପାଇଁ ଶନିବାର ପୂର୍ବାହ୍ନ ୧୧ଟାରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇଛି। ଏଥିସହ ମଧ୍ୟାହ୍ନ ୧୨ଟାରୁ ସ୍ପଟ୍ ନାମଲେଖା ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬୮୫ଜଣ ନାମଲେଖାଇଛନ୍ତି। ଏହା…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୦ରେ ଲଘୁଚାପ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ରବିବାର ରାତିରୁ ବର୍ଷା ଆରମ୍ଭ ହେବ। ଆସନ୍ତା ୧୯ ତାରିଖରେ କେନ୍ଦ୍ରାପଡ଼ା,…
ଆଇଟିରେ ନିବେଶ ପାଇଁ ଆମନ୍ତ୍ରଣ କଲେ ମନ୍ତ୍ରୀ
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ତେଲଙ୍ଗାନା ସରକାରଙ୍କ ପକ୍ଷରୁ ହାଇଦ୍ରାବାଦଠାରେ ଶନିବାର ସପ୍ତମ ଡିଜିଟାଲ ଟ୍ରାନ୍ସଫର୍ମେଶନ କନ୍କ୍ଲେଭ୍ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ଆଇଟି କ୍ଷେତ୍ର ସହ…
Archives


