ସମୟ ଫେରିବ ନା ନାହିଁ: ନୂଆପଡ଼ା ନିର୍ବାଚନକୁ ନେଇ ଚିନ୍ତାରେ ବିଜେଡି
ନୂଆପଡ଼ା,୨୯ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନର ପ୍ରଚାର ମୈଦାନକୁ ଅଧିକ ସତେଜ କରିବା ଲାଗି ସବୁ ଦଳର ବଡ଼ ନେତାମାନଙ୍କୁ ଡାକିବାର ଏକ ବ୍ୟବସ୍ଥା ଆରମ୍ଭ ହୋଇଗଲାଣି। ଭୋଟ ରଖିବା ଲାଗି ବିଜେଡି ପାଖରେ ଏକମାତ୍ର ବିକଳ୍ପ ଭାବେ ତାଙ୍କ ଦଳର ସଭାପତି ନବୀନ…
SI ସ୍କାମ୍: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି…
ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ
ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍ ରହିଛି ବୋଲି…
ଏୟାର ଇଣ୍ଡିଆ ବିମାନ ନିକଟରେ ବସ୍ ଜଳିଗଲା, ଆଉ ତା’ପରେ…
ନୂଆଦିଲ୍ଲୀ,୨୯ା୧୦: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ଟର୍ମିନାଲ ୩ରେ ଏୟାର ଇଣ୍ଡିଆର ଏକ ବିମାନଠାରୁ ମାତ୍ର କେଇ ମିଟର ଦୂରରେ ଏକ ବସ୍ରେ ନିଆଁ ଲାଗିଯାଇଛି। ତୁରନ୍ତ ଉକ୍ତ ବସ୍କୁ ବେ’ ୩୨ରୁ ହଟାଇ ଦିଆଯାଇଥିଲା। ଏସ୍ଏଟିଏସ୍ ଏୟାରପୋର୍ଟ ସର୍ଭିସେସ୍…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
କାନବେରା,୨୮ା୧୦- ସ୍ଥାନୀୟ ମାନୁକା ଓଭାଲ ଷ୍ଟାଡିୟମରେ ବୁଧବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି୨୦ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ପ୍ରଦର୍ଶନ ଓ ଦଳୀୟ ଫିଲ୍ଡିଂ ପ୍ରଦର୍ଶନ ଉପରେ ନଜର…
ଟ୍ରମ୍ପଙ୍କ ଶାନ୍ତି ଚୁକ୍ତି ଫେଲ୍: ଗାଜା ଉପରେ ବଡ଼ ଧରଣର ଏୟାରଷ୍ଟ୍ରାଇକ୍ କଲା ଇସ୍ରାଏଲ୍
ଓ୍ବାଶିଂଟନ୍,୨୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ଚୁକ୍ତି ଶେଷରେ ବିଫଳ ହୋଇଛି। ଇସ୍ରାଏଲ ପୁଣି ଥରେ ଗାଜା ଉପରେ ବିମାନ ଆକ୍ରମଣ କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଉପରେ ବଡ଼ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହମାସର…
ରାଜରାସ୍ତାକୁ ଓହ୍ଲାଇଲେ ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତ: ଯାତାୟାତ ବାଧାପ୍ରାପ୍ତ
ବଲାଙ୍ଗୀର,୨୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ଼୍ୟାମ ପ୍ରକଳ୍ପର ବିସ୍ଥାପିତ ମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ…
ନୂଆପଡ଼ା ଉପ ନିର୍ବାଚନ : କୌଣସି ଜାତିର ନୁହେଁ,ବିକାଶର କାର୍ଡ ଖେଳୁଛୁ…
ନୂଆପଡ଼ା,୨୯ା୧୦ (ମକାରୁ ବେମାଲ): ୨୦୨୪ ନିର୍ବାଚନୀ ଇସ୍ତାହାରରେ ଯାହା କହିଥିଲୁ ଗୋଟି ଗୋଟି କରି ୫୦ ପ୍ରତିଶତ ପୂରଣ କରିସାରିଲୁଣି। ଆମର ଶାସନ କାଳ ଭିତରେ ବାକି ଯାହା ରହିଛି ତାହା ପୂରଣ କରି ଓଡ଼ିଶାକୁ ଏକ ନମ୍ବର ରାଜ୍ୟରେ ପରିଣତ…
ନୂଆପଡ଼ା ଉପନିର୍ବାଚନରେ କାହା ମତିଗତି କୁଆଡ଼େ: ଜାଣନ୍ତୁ ଗ୍ରାଉଣ୍ଡ ଜିରୋରୁ…
ନୂଆପଡ଼ା,୨୯ା୧୦(ସୁନିତ୍ ମିଶ୍ର):ନୂଆପଡ଼ା ଉପନିର୍ବାଚନ ବର୍ତ୍ତମାନ ଭାଜପା, ବିଜେଡି ଓ କଂଗ୍ରେସ ପାଇଁ ‘ଏସିଡ୍ ଟେଷ୍ଟ’ ଭଳି ସ୍ଥିତି ଉପୁଯାଇଛି। ରାଜ୍ୟ ରାଜନୀତି ଦୃଶ୍ୟପଟରେ ପରିବର୍ତ୍ତନ ସତ୍ତ୍ୱେ ୩ ପ୍ରମୁଖ ଦଳର ନେତାଙ୍କ ମାନସିକତା ବଦଳିପାରୁ ନାହିଁ। ରାଜ୍ୟର ସବୁ ପ୍ରାନ୍ତର ପ୍ରମୁଖ…
ଏଇ ଭାରତରେ
ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚତ୍ବା- ଏହା ଉପଲବ୍ଧି କରିଛନ୍ତି ଉତ୍ତରାଖଣ୍ଡର ମହିଳାମାନେ। ରାଜ୍ୟର ବିଭିନ୍ନ ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି ଏବଂ ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ପ୍ରମାଣ କରିପାରିଛନ୍ତି। ଏହି…
ବିପର୍ଯ୍ୟୟ ସମୟର ସାଥୀ
ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ୨୦୧୬ରେ ଯୁଗାନ୍ତକାରୀ ପଦକ୍ଷେପ ଆପଦ ମିତ୍ର ଯୋଜନା କାର୍ଯ୍ୟକାରୀ କରିଥିଲେ। ଯିଏ ତାଲିମପ୍ରାପ୍ତ, ମନ ଶରୀରକୁ ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତିରେ ପୂଣ୍ଣର୍ର୍ ଯୋଗଦାନ କରିବାକୁ ସଂକଳ୍ପବଦ୍ଧ ସିଏ ହେଉଛନ୍ତି ଆପଦମିତ୍ର ସ୍ବେଚ୍ଛାସେବୀ। ଆପଦମିତ୍ର ଯୋଜନା ମାଧ୍ୟମରେ…
ମାନବୀୟ ସଂସ୍କୃତିର ପରିଭାଷା
ପ୍ରକୃତିପ୍ରଦତ୍ତ ସ୍ବଭାବ ଅନୁସାରେ ପଶୁପକ୍ଷୀମାନେ ଆଚରଣ କରିଥାନ୍ତି। ଆଦର୍ଶ-ଅନାଦର୍ଶ, ମଙ୍ଗଳ-ଅମଙ୍ଗଳ, କର୍ତ୍ତବ୍ୟ-ଅକର୍ତ୍ତବ୍ୟ- ଏସବୁ ବୋଧ ବିଚାର ସେମାନଙ୍କର ନଥାଏ। ବାଘ ଯେତେବେଳେ ଅନ୍ୟ ଏକ ଜୀବକୁ ଖାଏ, ସେତେବେଳେ ସେ ପ୍ରକୃତିର କ୍ଷୁଧା ଦ୍ୱାରା ପରିଚାଳିତ ହୁଏ। ମାତ୍ର ମଣିଷ କ୍ଷୁଧା…
Archives


