ପୋଖରୀରୁ ମିଳିଲା ୩ ଅପରିପକ୍ୱ ଶିଶୁଙ୍କ ମୃତଦେହ
ଢେଙ୍କାନାଳ ଅଫିସ, ୧୭ା୯: ଢେଙ୍କାନାଳ ସଦର ଥାନା ଅଧୀନ ଇନ୍ଦିପୁରସ୍ଥିତ ନଟାପୋଖରୀରୁ ଶୁକ୍ରବାର ୩ ଅପରିପକ୍ୱ ନବଜାତକଙ୍କ ମୃତଦେହ ଠାବ କରାଯାଇଛି। କୌଣସି ଘରୋଇ କ୍ଲିନିକ୍ରେ ଗର୍ଭପାତ କରାଇବା ପରେ ଘଟଣାକୁ ଲୁଚାଇବା ନିମନ୍ତେ କେହି ମୃତଦେହ ଆଣି ପୋଖରୀରେ ଫିଙ୍ଗି…
ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା
କେନ୍ଦୁଝର, ୧୭ା୯(ସ୍ବ.ପ୍ର.): ରାଷ୍ଟ୍ରପତି ଭବନରୁ ଡକରା ପାଇ ନୂଆଦିଲ୍ଲୀ ଯାଇଥିବା କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ଶୁକ୍ରବାର ସାରେ ରାଇସିନା ହିଲ୍ରେ ପହଞ୍ଚତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ମା’ ତାରିଣୀଙ୍କ ଫଟୋ ପ୍ରଦାନ କରିଛନ୍ତି। ଜିଲାରେ…
ଟ୍ରେନ୍ ଝରକାରେ ଓହଳି ୧୦ କି.ମି. ଗଲେ
ପାଟନା, ୧୭ା୯: ଅନେକ ସମୟରେ ଟ୍ରେନ୍ ଯାତ୍ରୀଙ୍କଠାରୁ ଜିନିଷ ଲୁଟ ହେଉଥିବା ଖବର ଆମେ ଖବରକାଗଜ ବା ନ୍ୟୁଜ୍ରେ ଦେଖିଛେ। ବିହାରରେ ଜଣେ ଚୋରଙ୍କୁ ତାଙ୍କ ଆପରାଧିକ କାର୍ଯ୍ୟ ପାଇଁ ହଟହଟା ହେବାକୁ ପଡ଼ିଛି। ବିହାରରେ ଦେଖିବାକୁ ମିଳିଛି ଏକ ଅଜବ…
ଆସନ୍ତାବର୍ଷ ମାନ୍ଦାବସ୍ଥାର ସମ୍ମୁଖୀନ ହେବ ବିଶ୍ୱ
ଓ୍ବାଶିଂଟନ,୧୭।୯: ଅଧିକାଂଶ ଦେଶର କେନ୍ଦ୍ରୀୟ ବ୍ୟାଙ୍କଗୁଡ଼ିକ ଏକସଙ୍ଗେ ସେମାନଙ୍କ ମୁଦ୍ରାନୀତିକୁ କଠୋର କରିଥିବାବେଳେ ଆସନ୍ତା ବର୍ଷ ବିଶ୍ୱ ମାନ୍ଦାବସ୍ଥାର ସମ୍ମୁଖୀନ ହୋଇପାରେ। ବିଶ୍ୱବ୍ୟାଙ୍କ ପକ୍ଷରୁ ସଦ୍ୟ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ମୁଦ୍ରାସ୍ଫୀତି କମାଇବାକୁ ହେଲେ ଉତ୍ପାଦନ ବୃଦ୍ଧି ସାଙ୍ଗକୁ ଯୋଗାଣ…
କୋଇଲା ଚୋରା ଚାଲାଣ ଘଟଣା: ଗାଡ଼ି ମାଲିକ ସମେତ ୨ ଗିରଫ
ପଦ୍ମପୁର, ୧୬।୯(ଡି.ଏନ.ଏ.)- ଭଦ୍ରକ ସଦର ବ୍ଲକ ସାବରଙ୍ଗ ପୋଲିସ ଗତ ୨୮ ତାରିଖରେ କୋଇଲା ଚୋରା ଚାଲାଣ ବେଳେ ଇଚ୍ଛାପୁର ବାଲିବିଲି ରାସ୍ତାର ରେଳ ଧାରଣା ପାର୍ଶ୍ୱରୁ ଏକ ପିକ୍ଅପ୍ ଭ୍ୟାନ୍ ଜବତ କରିଥିଲା। ଏହି ଘଟଣାରେ ପୋଲିସ ଶୁକ୍ରବାର ୨ଜଣଙ୍କୁ…
ସୂର୍ଯ୍ୟମନ୍ଦିର ସ୍ଥିତି ଅନୁଧ୍ୟାନ କଲେ ଆମିକସ୍କ୍ୟୁରି
କୋଣାର୍କ,୧୬।୯(ଡି.ଏନ୍.ଏ.)- ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଦୀର୍ଘ ବର୍ଷ ଧରି ଭର୍ତ୍ତି ହୋଇଥିବା ବାଲିକୁ ବାହାର କରିବା ପାଇଁ ନିକଟରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍ଆଇ)ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ବେଳେ…
ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ଅରୁଣ ସାମଲ
ଭୁବନେଶ୍ୱର, ୧୬।୯(ବ୍ୟୁରୋ) – ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ପ୍ରଫେସର ଅରୁଣ କୁମାର ସାମଲ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଶୁକ୍ରବାର ନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜଧାନୀ କଲେଜର ଶିକ୍ଷା ବିଭାଗର…
ଆନ୍ତର୍ଜାତିକ ସ୍ତରକୁ ବରଗଡ଼ ଛାତ୍ରୀଙ୍କ ପ୍ରକଳ୍ପ ମନୋନୀତ
ବରଗଡ଼ ଅଫିସ୍,୧୬।୯: ଇନସ୍ପାୟାର୍ ଆୱାର୍ଡ଼ରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦେଓଳି ହାଇସ୍କୁଲ, ସତୀଭଟାର ଛାତ୍ରୀ କଲ୍ୟାଣୀ ସାହୁଙ୍କ ପ୍ରକଳ୍ପ ଶୁକ୍ରବାର ଆନ୍ତର୍ଜାତୀକ ସ୍ତର ପ୍ରତିଯୋଗିତାକୁ ମନୋନୀତ ହୋଇଛି । କଲ୍ୟାଣୀ ପ୍ରଥମେ ତାଙ୍କ ପ୍ରକଳ୍ପ ହାଇଟେକ୍ ବେଡ୍ ଫର୍ ପେସେଣ୍ଟ…
୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦିଗ୍ବିଜୟ, ଜୟରାମ
ଭୁବନେଶ୍ୱର,୧୬ା୯(ବ୍ୟୁରୋ)- ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍ବିଜୟ ସିଂ, ଏମ୍ପି ଜୟରାମ ରମେଶ। କଂଗ୍ରେସ ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ…
ଦେହ ପାଇଁ ଉପକାରୀ ଏହି ତେଲ
ସୋରିଷ ତେଲ, ଘିଅ, ରିଫାଇନ ଆଦି ତେଲକୁ ଆମେ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିଥାଉ। କେତେକ ସ୍ଥାନରେ ନଡ଼ିଆ ତେଲ ବ୍ୟବହାର କରାଯାଇ ଖାଦ୍ୟ ପ୍ରସ୍ତୁତ କରାଯାଇଥାଏ। ପ୍ରତ୍ୟେକ ତେଲରେ ବିଭିନ୍ନ ଖାଦ୍ୟସାର ରହୁଥିଲେ ହେଁ ସୋରିଷ ତେଲରେ ପ୍ରସ୍ତୁତ ବ୍ୟଞ୍ଜନ…
ବନ କର୍ମଚାରୀଙ୍କ ଗାଡି ଅଟକାଇଲା ଗୋଠଛଡ଼ା ଦନ୍ତା
ପାଟଣା,୧୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍ ଅଧୀନ ରହଣୀଦୁମା ଗାଁ ନିକଟରେ ଏକ ଗୋଠଛଡ଼ା ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ହାତୀଟି ଠାକୁରମୁଣ୍ଡା ରେଞ୍ଜରୁ ବୁଧବାର ରାତିରେ ଚାଲିଆସି ଚାଷ ଜମିରେ…
ଚର୍ମ ରୋଗରେ ଗାଈ ମୃତ୍ୟୁ ଆଶଙ୍କା: ପଡ଼ୋଶୀ ରାଜ୍ୟରୁ ସଂକ୍ରମଣ ସନ୍ଦେହ
ଭଞ୍ଜନଗର,୧୬।୯(ଡି.ଏନ.ଏ): ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସମେତ ଅନ୍ୟ କେତେକ ରାଜ୍ୟରେ ବର୍ତ୍ତମାନ ଗୋରୁଙ୍କୁ ଚର୍ମ ରୋଗ ଲୁମ୍ପି ହେଉଛି । ଏଥିରେ ବହୁ ଗାଈ, ବାଛୁରୀ ମରିଯାଉଛନ୍ତି। ଆନ୍ଧ୍ରପ୍ରଦେଶରେ ଗୋରୁଙ୍କୁ ଏହି ରୋଗ ହେଉଥିବା ବେଳେ ପଡ଼ୋଶୀ ଗଞ୍ଜାମ ଜିଲାରେ ମଧ୍ୟ ଏହା…
Archives


