ସିଏସ୍ଓଙ୍କ ଗିରଫ ଦାବିରେ ତେଜିଲା ଆନ୍ଦୋଳନ: ପୋଲିସ ସହ ଧସ୍ତାଧସ୍ତି
ବଲାଙ୍ଗୀର ଅଫିସ, ୧୬।୯: ବଲାଙ୍ଗୀର ମ୍ୟୁନିସିପାଲିଟି ଅଫିସରେ କାର୍ଯ୍ୟରତା ଜଣେ ଆଦିବାସୀ ମହିଳା ଏସ୍ଇଏସ୍ଓଙ୍କୁ ଜିଲା ମୁଖ୍ୟ ସିଏସ୍ଓ ଦୁର୍ବ୍ୟବହାର ଓ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ସଲମାନଙ୍କ ସହ ଆକ୍ସନ ମୁଭି କରିବାକୁ ଚାହୁଁଛନ୍ତି ଏହି ନିର୍ଦ୍ଦେଶକ
ମୁମ୍ବାଇ: ସୁଲତାନ, ଟାଇଗର ଜିନ୍ଦା ହୈ ଓ ଭାରତ ଭଳି ବ୍ଲକବୁଷ୍ଟର ମୁଭି ଭେଟି ଦେଇଥିବା ନିର୍ଦ୍ଦେଶକ ଅଲି ଅବ୍ୱାସ ଜଫର ଏବେ ସଲମାନଙ୍କ ସହ ଆକ୍ସନ ମୁଭି କରିବାକୁ ଚାହୁଁଛନ୍ତି । ନିକଟରେ ଏକ ସାକ୍ଷାତକାରରେ ସେ ଏହି ସୂଚନା…
‘ଆଗ ବିରାଟ-ରୋହିତଙ୍କୁ ଆଉଟ୍ କର, ଅଧା ଭାରତୀୟ ଟିମ୍ ସଫା’
ନୂଆଦିଲ୍ଲୀ,୧୬।୯: କେବଳ ଭାରତରେ ନୁହେଁ ବିଶ୍ୱ କ୍ରିକେଟରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଦୁଇଜଣ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଉଭୟ କ୍ରିକେଟର ତିନୋଟି ଫର୍ମାଟରେ ଲଗାତାର ଭାବେ ରନ ସ୍କୋର କରିଛନ୍ତି ଏବଂ ମ୍ୟାଚ ବିଜେତା ହୋଇଛନ୍ତି। ଟି -୨୦…
୩୫ ଦିନ ପରେ ବି ଫେରିନି ରାଜୁଙ୍କ ଚେତା
ମୁମ୍ବାଇ: କମେଡିଆନ ତଥା ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ଆସିଲେ ବି ଏବେ ପର୍ଯ୍ୟନ୍ତ ତାଙ୍କର ଚେତା ଆସୁନାହିଁ । ନିକଟରେ ରାଜୁଙ୍କ ଭାଇ ଏଏନଆଇକୁ ଦେଇଥିବା ଏକ ସାକ୍ଷାତକାରରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି…
ପଞ୍ଜାବ କିଙ୍ଗ୍ସକୁ ମିଳିଲା ବିଶ୍ୱକପ୍ ବିଜେତା କୋଚ୍
ନୂଆଦିଲ୍ଲୀ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଟିମ୍ ପଞ୍ଜାବ କିଙ୍ଗ୍ସକୁ ମିଳିଛି ନୂତନ ମୁଖ୍ୟ କୋଚ୍। ଇଂଲଣ୍ଡକୁ ବିଶ୍ୱକପ୍ ଜିତାଇଥିବା ଟ୍ରେଭର ବାଇଲିସଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ୫୯ ବର୍ଷୀୟ ବାଇଲିସ୍ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ମୁଖ୍ୟ ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି।…
ନିଆରା ଢଙ୍ଗରେ ଟ୍ରାଫିକ୍ ନିୟନ୍ତ୍ରଣ କରୁଛନ୍ତି ପୋଲିସ, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଫଟୋ, ଭିଡିଓ ଶେୟାର ହୋଇଥାଏ। ଠିକ୍ ସେପରି ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଘୂରିବୁଲୁଛି। ଯାହାକୁ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ତେବେ ଶେୟାର ହୋଇଥିବା ଭିଡିଓରେ ଦେଖିବାକୁ…
କୁଇଣ୍ଟାଲ ଗଞ୍ଜେଇ ଜବତ ସହ ୪ ଗିରଫ: ଗଜପତିରୁ ଦିଲ୍ଲୀ ହେଉଥିଲା ଚାଲାଣ
ବ୍ରହ୍ମପୁର ଅଫିସ,୧୬।୯: ଗଜପତିରୁ ନିୟମିତ ବ୍ୟବଧାନରେ ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବାର ନଜିର ରହିଛି। ଏହାକୁ ରୋକିବା ପାଇଁ ଉଭୟ ଅବକାରୀ ଓ ପୋଲିସ ବିଭାଗ ସଜାଗ ରହିଛି। ଏପରିକି କିଛି ଦିନ ହେବ ସହର ଓ ସହରତଳିରେ ଅବକାରୀ…
ଏସସିଓ ସମ୍ମିଳନୀ: ମୋଦିଙ୍କ ଫଟୋକୁ ନେଇ ଆରମ୍ଭ ହେଲା ରାଜନୀତି
ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ ଉଜବେକିସ୍ତାନ ପହଞ୍ଚିଛନ୍ତି । ଏବେ ଏହାର ଫଟୋକୁ ନେଇ ଭାରତରେ ରାଜନୀତି ଆରମ୍ଭ ହୋଇଯାଇଛି…
ଅଡିଓ କ୍ଲିପ୍ ସ୍ବର କାହାର ପଚାରିଲେ ଅନୁଭବ
କଟକ ଅଫିସ,୧୬।୯(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ଏମ୍ପି ଅନୁଭବ ମହାନ୍ତିଙ୍କ ପାରିବାରିକ ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହା ବିବାଦୀୟ ମୋଡ଼ ନେବାରୁ କେହି କାହାକୁ ଆକ୍ଷେପ ନ କରିବାକୁ କିମ୍ବା ଟାର୍ଗେଟ ନ କରିବାକୁ କୋର୍ଟ ନିର୍ଦ୍ଦେଶ…
‘ଦୁର୍ଘଟଣା ନୁହେଁ, କରାଯାଇଛି ହତ୍ୟା’
କୋକସରା,୧୬।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗଡିଆଯୋର ବିଜୁ ଏକ୍ସପ୍ରେସ ୱେ ନିକଟରେ ଗତ ୪ତାରିଖରେ ଘଟିଥିବା ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏହା ଦୁର୍ଘଟଣା ନୁହେଁ, ଆକ୍ରମଣ କରି ହତ୍ୟା କରାଯାଇଥିବା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…
ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
ପୁରୀ ଅଫସି,୧୬।୯: ଶ୍ରୀକ୍ଷେତ୍ରରେ ଧଳାଜହର କାରବାର ବଢ଼ିବାରେ ଲାଗିଛି। ଶୁକ୍ରବାର ପୁରୀ ବଳିଆ ପଣ୍ଡା ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୫ ଲକ୍ଷ ୭୫ ହଜାର ହଜାର ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତମାନେ…
୩୦୦ କୋଟି କ୍ଲବ୍ରେ ସାମିଲ୍ ହେଲା ଫିଲ୍ମ ‘ବ୍ରହ୍ମାସ୍ତ୍ର’
ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ସେପ୍ଟେମ୍ବର ୯ରେ ରିଲିଜ୍ ହୋଇଯାଇଛି। ଯାହାକୁ ଦେଖିବାକୁ ଦର୍ଶକ ବହୁ ଦିନରୁ ଅପେକ୍ଷା କରି ରହିଥିଲେ। ଫିଲ୍ମଟି ରିଲିଜ୍ ହେବା ପରେ ସିନେମା ହଲ୍ରେ ଦର୍ଶକଙ୍କ…
Archives


