Home Left

‘ମହିଳା ହକିର ଅଗ୍ରଗତିରେ ମୁଁ ଉଲ୍ଲସିତ’

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଅନ୍ୟତମ ତାରକା ମହିଳା ହକି ଖେଳାଳି ନମିତା ଟପ୍ପୋ ଗୁରୁବାର ଅବସର ଘୋଷଣା କରିଛନ୍ତି। ଭାରତୀୟ ଦଳର ଜଣେ ଦକ୍ଷ ମିଡ୍‌ଫିଲ୍ଡରଭାବେ ପରିଚିତ ସୁନ୍ଦରଗଡ଼ର ନମିତା ଆଗାମୀ ଦିନରେ ହକି ସହିତ ଜଡ଼ିତ ହୋଇ…

୭୦୦ କୋଟିର ‘ମହାଭାରତ’

ମୁମ୍ବାଇ: ମହାଭାରତ ସିରିୟଲ ପରେ ଏବେ ଏହା ଉପରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଯୋଜନା ଚାଲିଛି। ଏକ ରିପୋର୍ଟ ଅନୁଯାୟୀ, ଫିରୋଜ ନାଦିୟାଦ୍‌ୱାଲା ଏହି ଫିଲ୍ମରେ ନିର୍ଦ୍ଦେଶନା ଦେଉଛନ୍ତି। ଏହା ପୂର୍ବରୁ ସେ ‘ହେରାଫେରି’, ‘ୱେଲକମ୍‌’ ଭଳି କମେଡି ସିନେମା ଦର୍ଶକଙ୍କୁ…

୨୪ ହଜାର କୋଟିର କମ୍ପାନୀ ଦାନକଲେ ପରିବେଶପ୍ରେମୀ

ଓ୍ବାଶିଂଟନ୍‌:ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ, ପ୍ରାକୃତିକ ବିପର୍ଯ୍ୟୟ, ଯୁ୍‌ଦ୍ଧ ଆଦି ବିଭିନ୍ନ କାରଣରୁ ପୃଥିବୀ ବିନାଶ ମୁହଁା ହେବାରେ ଲାଗିଛି। ଏଥିରେ ବ୍ୟଥିତ ହୋଇ ଜଣେ ଅରବପତି ତାଙ୍କ ୩ ବିଲିୟନ ଡଲାର (ପ୍ରାୟ ୨୪ ହଜାର କୋଟି ଟଙ୍କା)ମୂଲ୍ୟର କମ୍ପାନୀକୁ ଏକ…

ବ୍ୟବସାୟ ସମ୍ପ୍ରସାରଣ କରିବ ବେଦାନ୍ତ

ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ଜାରି ରଖିଥିବା ବ୍ୟବସାୟିକ କାର୍ଯ୍ୟକଳାପଗୁଡ଼ିକର ସମ୍ପ୍ରସାରଣ କରିବ ବୋଲି ଜଣାପଡ଼ିଛି। ଏପରିକି ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ମେକ୍‌ ଇନ୍‌ ଓଡ଼ିଶା-୨୦୨୨ ରୋଡ୍‌ଶୋରେ ବେଦାନ୍ତ ରିସୋର୍ସେସ୍‌ର ଚେୟାରମ୍ୟାନ ଅନୀଲ…

ଆପୋଲୋରେ ବିରଳ ସଫଳତା

ଭୁବନେଶ୍ୱର,୧୬।୯:ରାଜ୍ୟର ପ୍ରମୁଖ ଘରୋଇ ମେଡିକାଲ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ନିକଟରେ ଏକ ବିରଳ ଅସ୍ତ୍ରୋପ୍ରଚାର ସଫଳତାର ସହ ଶେଷ କରାଯାଇଛି। ବିଶେଷକରି ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଆପୋଲୋ ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଏପରିକି ରାଜ୍ୟରେ ପ୍ରଥମଥର ପାଇଁ…

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ତୃତୀୟ…

ଆଜିଠୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା…

ମାର୍କ ବାଉଚର ହେଲେ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ କୋଚ

ମୁମ୍ବାଇ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଆସନ୍ତା ସିଜିନ ପାଇଁ ଦୃଢ ପ୍ରସ୍ତୁତି ଆରମ୍ଭ କରିଛି। ଏହା ଅଧୀନରେ ଫ୍ରାଞ୍ଚାଇଜ ଦଳର ନୂତନ ମୁଖ୍ୟ କୋଚ ଦକ୍ଷିଣ ଆଫ୍ରିକା ଦଳର ପୂର୍ବତନ ତାରକା…

ଓପିଟିସିଏଲର ଲୁହା ଆଙ୍ଗେଲ ଚୋରି ମାମଲାରେ ୬ ଗିରଫ

ଜୟପୁର, ୧୬।୯ (ନି.ପ୍ର.): ଓପିଟିସିଏଲର ଲୁହା ଆଙ୍ଗେଲ ଚୋରି ମାମଲାରେ ଜୟପୁର ସଦର ପୋଲିସ ଗୁରୁବାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଚୋରି ସାମଗ୍ରୀର କ୍ରେତା ଓ ଚୋରି ସାମଗ୍ରୀ ଚାଲାଣ କରୁଥିବା ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଅବକାରୀ ନୀତି ଦୁର୍ନୀତି: ୪୦ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୧୬।୯: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪୦ଟି ସ୍ଥାନରେ ଚଢାଉ କରିଛି। ମଦ ବ୍ୟବସାୟୀ, ଡିଷ୍ଟ୍ରିବ୍ୟୁଟର୍‌ ଓ ସପ୍ଲାଏ ଚେନ ନେଟୱର୍କସ ସହ ଜଡିତ ଥିବା ଲୋକଙ୍କ ଠିକଣାରେ ଚଢାଉ କରାଯାଇଛି। ଆନ୍ଧ୍ର ପ୍ରଦେଶର…

ଅଧିକ ଅର୍ଥ ଆଶାରେ ହରାଇଲେ ୮୦ ହଜାର

ଅନୁଗୋଳ ଅଫିସ,୧୬ା୯: ବଅଁରପାଳ ଥାନା କୁଶପଙ୍ଗି ଅଞ୍ଚଳର ଆର୍ଯ୍ୟ ଅସୀମା ନନ୍ଦ(୨୧) ସାଇବର ଠକେଇର ଶିକାର ହୋଇଛନ୍ତି। ଅନ୍‌ଲାଇନ୍‌ରେ ଚାକିରି ଖୋଜିବା ସମୟରେ ୮୦ ହଜାର ଟଙ୍କା ହରାଇଛନ୍ତି। ଏ ନେଇ ସେ ସାଇବର ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ…

ସର୍ବସାଧାରଣ ସ୍ଥାନରେ ନିଶାସେବନ

ସୋନପୁର,୧୬।୯(ନି.ପ୍ର.): ସୁବର୍ଣ୍ଣପୁର ସହରରେ ଏବେ ବିଦେଶୀ, ଦେଶୀ ମଦ ଏବଂ କଫ୍‌ ସିରପ୍‌ କାରବାର ବୃଦ୍ଧି ପାଇଛି। ରାସ୍ତାପାର୍ଶ୍ୱରେ ଖୁଲମଖୁଲା ମଦ ବିକ୍ରି କରାଯାଉଛି। ଲୋକେ ସଙ୍କୋଚ ନ କରି ବେଆଇନଭାବେ ସର୍ବସାଧାରଣ ସ୍ଥାନରେ ନିଶା ସେବନ କରୁଛନ୍ତି। ମଦ୍ୟପଙ୍କ ଉତ୍ପାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri