Home Left

ବର୍ଷେ ନ ପୂରୁଣୁ ଦବିଲା ବ୍ରିଜ୍‌

ନୂଆପଡ଼ା ଅଫିସ,୨୧।୧୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ପେଣ୍ଡରାବନ୍ଧଠାରେ ୩୫୩ ନମ୍ବର ଜାତୀୟ ରାଜପଥ ଉପରେ ନିର୍ମାଣାଧୀନ ବ୍ରିଜ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ବ୍ରିଜର ଉଭୟ ପାର୍ଶ୍ୱ ଦବିବାରେ ଲାଗିଛି। ଏହି ରାସ୍ତାରେ ଭାରିଯାନ ଚଳାଚଳ ବିପଦପୂର୍ଣ୍ଣ ହୋଇପଡିଛି।…

୧୨୭୭୬ ପ୍ଲଟ୍‌ରେ ମିଛ ଧାନଚାଷ

ସୋନପୁର, ୨୧।୧୨(ନି.ପ୍ର.): ଚାଷ ନାହିଁ, ହେଲେ ଜମିରେ ଖରିଫ ଚାଷ ହୋଇଛି ଦର୍ଶାଇ ବିଭାଗ ପାଖରେ ଶତାଧିକ ଚାଷୀ ପଞ୍ଜୀକରଣ କରିଛନ୍ତି। ସରକାରଙ୍କ ପକ୍ଷରୁ ହୋଇଥିବା ସାଟେଲାଇଟ୍‌ ସର୍ଭେ କିନ୍ତୁ ଏହି ଜାଲିଆତି ଧରାପକାଇଛି। ପଞ୍ଜୀକରଣ ହୋଇଥିବା ଜମି କେଉଁଠି ଘାସବଣ…

ଚର୍ଚ୍ଚାରେ ଭାରତୀୟ-ନାଇଜେରୀୟ ଦମ୍ପତି

ଅବୁଜା: ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଭାରତୀୟ- ନାଇଜେରୀୟା ଦମ୍ପତିଙ୍କୁ ଦେଖିବାକୁ ମିଳିଛି। ସୂଚନା ଯେ, ଚେନ୍ନାଇରେ ରହୁଥିବା କଳ୍ପନା ନାଇଜେରିଆର ଲୋଗେସ୍‌ରେ ରହୁଥିବା ଟାମିଣ୍ଡେ ଅକିନିମି ପ୍ରଥମ ଥର ପାଇଁ ୨୦୧୫ରେ ସାକ୍ଷାତ…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ: ସୁନା,ଗାଡି ସହ ନଗଦ ୬୬ ହଜାର ଟଙ୍କା ଜବତ

କେସିଙ୍ଗା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ୱାର୍ଡ ନମ୍ବର ୭ ସ୍ଥିତ ଓମନଗର ପଡାରେ ଥିବା ବନବିଭାଗର ରେଞ୍ଜର କେଶବ ମାଝୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସ୍ଥାନୀୟ ପୋଲିସ ସହାୟତାରେ ଭିଜିଲାନ୍ସ ଟିମ୍‌ ଘର ଭିତରେ ପଶି ତନାଘନା…

ରାଗରେ ଅଛନ୍ତି ଅନୁଷ୍କା

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ ଜଣାଶୁଣା ବ୍ରାଣ୍ଡ ‘ପୁମା’ ମଧ୍ୟରେ ସୋସିଆଲ ମିଡିଆରେ ଲଢ଼େଇ ଆରମ୍ଭ ହୋଇଯାଇଛି। ‘ପୁମା’ ବ୍ରାଣ୍ଡର ଏକ ପୋଷାକକୁ ଅନୁଷ୍କା ପିନ୍ଧିଥିଲେ। କମ୍ପାନୀ ଉକ୍ତ ଫଟୋକୁ ବିଜ୍ଞାପନ ଭାବରେ ବ୍ୟବହାର କରି ଅନୁଷ୍କାଙ୍କ କ୍ରୋଧର…

ମଣ୍ଡିରୁ ଉଠୁନି ଧାନ, ରାସ୍ତାକୁ ଓହ୍ଲାଇଲେ ଚାଷୀ

କୋଷାଗୁମୁଡ଼ା, ୨୧।୧୨(ଡି.ଏନ୍‌.ଏ.): ଚଳିତ ବର୍ଷ ଆରମ୍ଭରୁ ଦେଖାଦେଇଛି ଖରିଫ ଧାନମଣ୍ଡିରେ ଅବ୍ୟବସ୍ଥା। ପ୍ରଥମ ଦିନରୁ ଧାନମଣ୍ଡିରେ ଅଚଳାବସ୍ଥା। ଉଠିପାରିନାହିଁ ମଣ୍ଡିରୁ ଚାଷୀଙ୍କ ଧାନ। ବିଭାଗ ମିଲର୍ସଙ୍କୁ ସୁହାଇଲା ଭଳି ଧାନ ବିକ୍ରି ପାଇଁ ଚାଷୀଙ୍କୁ ବାଧ୍ୟ କରୁଥିବା ଅଭିଯୋଗ ଆଣିଛନ୍ତି ଚାଷୀ।…

ଘର ପାଇଁ ହେବାକୁ ପଡ଼ିଥିଲା ହତାଦର

ମୁମ୍ବାଇ: ଲୋକପ୍ରିୟ ମରାଠୀ ଅଭିନେତ୍ରୀ ତେଜସ୍ବିନୀ ପଣ୍ଡିତ ତାଙ୍କ ଜୀବନର ଏକ ଖରାପ ଅଧ୍ୟାୟ କଥା ଶେୟାର କରିଛନ୍ତି। ଯାହା ସମସ୍ତଙ୍କୁ ଚକିତ କରିଛି। ତେଜସ୍ବିନୀ ତାଙ୍କର ଏକ ଇଣ୍ଟରଭ୍ୟୁରେ କହିଛନ୍ତି, ୨୦୦୯-୧୦ରେ ସେ ପୁଣେର ସିଂହଗଡ଼ ରୋଡସ୍ଥିତ ଏକ ଆପାର୍ଟମେଣ୍ଟରେ…

ବିଲୁପ୍ତି ପଥେ ଡାଇଭିଂ ବାର୍ଡ

ଓ୍ବାଶିଂଟନ୍‌: ଜଳବାୟୁ ପରିବର୍ତ୍ତନ ପ୍ରତ୍ୟେକ ଜୀବକୁ ପ୍ରଭାବିତ କରିଛି। ଏପରି ଅନେକ ପ୍ରଜାତିର ଜୀବ ରହିଛନ୍ତି, ଯେଉଁମାନେ ପ୍ରତିକୂଳ ପରିସ୍ଥିତିରେ ବଞ୍ଚିବାର ସାହାରା ଖୋଜି ପାଇଛନ୍ତି। ଆଉ କିଛିଜୀବଙ୍କ ପାଖରେ ଏହାର ମୁକାବିଲା ପାଇଁ କୌଣସି ବାଟ ନାହିଁ। ବର୍ତ୍ତମାନ ସମୟରେ…

ବଡ଼ସାହିରେ ଭାଜପା-ବିଜେଡି ମୁହାଁମୁହିଁ

ବଡ଼ସାହି,୨୧।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ପ୍ରଶାସନିକ ଭବନ ଉଦ୍‌ଘାଟନକୁ ନେଇ ମଙ୍ଗଳବାର ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆଇନ ଶୃଙ୍ଖଳା ଦୃଷ୍ଟିରୁ ହସ୍ପିଟାଲ ପରିସରରେ ପୋଲିସ ମୃତୟନ କରାଯାଇଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଭାଜପା…

ଯନ୍ତ୍ରୀ, ଜନ୍ତାବାଇରେ ବିଏସ୍‌ଏଫ୍‌ ଏଡିଜି

ଚିତ୍ରକୋଣ୍ଡା,୨୧ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଯନ୍ତ୍ରୀ ଓ ଯୋଡ଼ାମ୍ବ ପଞ୍ଚାୟତକୁ ବିଏସ୍‌ଏଫ୍‌ ଏଡ଼ିଜି ଅନୁରାଗ ଗର୍ଜ ଗସ୍ତ କରି ମାଓବାଦୀ ଦମନ ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରି ସମୀକ୍ଷା କରିଛନ୍ତି। ଏଡିଜି ଗର୍ଜଙ୍କ ଏହା ମାଲକାନଗିରି…

ଭିଜିଲାନ୍ସ ବିଭାଗର ତଦନ୍ତ ଆରମ୍ଭ

ଭାପୁର, ୨୧ା୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ବଡସହରା ପଞ୍ଚାୟତରେ ଗୋଟିଏ ରାସ୍ତାକୁ ୨୧ ଥର ଫଲସ୍‌ ବିଲ୍‌ ଘଟଣା ରାଜ୍ୟରେ ଚର୍ଚ୍ଚିତ ଥିବାବେଳେ ଏବେ ପୁଣିଥରେ ଭିଜିଲାନ୍ସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ପୂର୍ବାହ୍ନରେ ନୟାଗଡ଼ ଭିଜିଲାନ୍ସ…

‘ଚାଷ ନ ହୋଇ ଏମ୍‌ଏସ୍‌ପି ନେବାକୁ ହୋଇଛି ମସୁଧା’

ଭୁବନେଶ୍ବର,୨୧।୧୨(ବ୍ୟୁରୋ): ଓଡ଼ିଶାରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା ଓ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ଓଡ଼ିଶାର ଭାଜପା ଏମ୍‌ପିମାନେ ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟି ଏକ ସ୍ମାରକପତ୍ର ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?