କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ
ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ ନିର୍ବାଚନ…
ଘାଟି ତଳକୁ ବସ୍ ଖସିବା ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା
ଶ୍ରୀନଗର,୧୪।୯: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ବରେରୀ ନାଲ୍ଲା ନିକଟ ଘାଟି ତଳକୁ ବୁଧବାର ଏକ ବସ୍ ଖସପଡିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା…
ଓଡ଼ିଶାରେ ହେବ ଭାରତ ଯୋଡ଼ୋ ଯାତ୍ରା
ଭୁବନେଶ୍ବର,୧୪ା୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଛି। ଘୃଣା ଓ ବିଦ୍ୱେଷର ରାଜନୀତିକୁ ପରାହତ ସହ ଆକାଶଛୁଆଁ ଦରଦାମ ଓ ବେକାରି ବୃଦ୍ଧିକୁ ପ୍ରସଙ୍ଗ କରି ଏହି ଯାତ୍ରା ଚାଲିଛି।…
ମାୟାବତୀଙ୍କ ପୁତୁରା ବିଏସ୍ପିର ନଂ. ୨ ନେତା
ଲକ୍ଷ୍ନୌ,୧୪ା୯(ଆଇଏଏନ୍ଏସ୍): ବହୁଜନ ସମାଜ ପାର୍ଟି (ବିଏସ୍ପି) ଅଧ୍ୟକ୍ଷା ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ଏବେ ଦଳରେ ନଂ୨ ନେତା। ଆଗାମୀ ଗୁଜରାଟ, ରାଜସ୍ଥାନ ଓ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଦଳକୁ ସୁଦୃଢ଼ କରାଇବା ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ କରାଯାଇଛି।…
ବିପର୍ଯ୍ୟୟ ମୁକାବିଲା ଖର୍ଚ୍ଚର ଦାଖଲ ହୋଇନି ୟୁସି
ଛତ୍ରପୁର,୧୪।୯(ଡି.ଏନ.ଏ.): ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତି, ମୁକାବିଲା, ଦକ୍ଷତା ତାଲିମ ନେଇ ଗଞ୍ଜାମ ଜିଲାକୁ ଆସୁଥିବା ଅନୁଦାନ ବାବଦରେ ୟୁସି (ବିନିଯୋଗ ପ୍ରମାଣପତ୍ର) ଦାଖଲ ହେଉନି ା ଏନେଇ ଓସ୍ଡମା (ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ) ନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସଙ୍କ…
ରାଜ୍ୟରୁ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୪।୯(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୫୨ କ୍ବାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ରୁ କମ୍ ବୟସର ପିଲା ୨୯ ଜଣ ଅଛନ୍ତି। ଏନେଇ ସୂଚନା…
ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା: ପରିବା ବ୍ୟବସାୟୀ ପୁଅ ସୁନୀଲଙ୍କ ସଫଳତା
ବୁଗୁଡ଼ା,୧୪।୯(ଡି.ଏନ.ଏ.):ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷାରେ ବୁଗୁଡ଼ା ଏନ୍ଏସିର ବୁଦ୍ଧଖୋଲ ରୋଡ଼ ସାହି ନିବାସୀ ସୁବାସ ଚନ୍ଦ୍ର ପାତ୍ରଙ୍କ ପୁତ୍ର ସୁନୀଲ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୁବାସ ପରିବା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଆର୍ଥିକ ଅବସ୍ଥା ସେତେଟା…
ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରରେ କୁଢ଼କୁଢ଼ ଆବର୍ଜନା
ନୀଳଗିରି, ୧୪।୯(ସ୍ବ.ପ୍ର.): ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ମଙ୍ଗଳବାର ଅଚାନକ ନୀଳଗିରି ଗସ୍ତ କରି ଏନ୍ଏସିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରଥମେ ନୀଳଗିରି ଏନ୍ଏସି ରାଡ଼ାର ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଓ ଓଦା ବର୍ଜ୍ୟବସ୍ତୁ ପରିଚାଳନା…
ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ: ଲୋକେ ଜାଳିଦେଲେ ଟ୍ରକ୍
ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର-ସୋନପୁର ରାଜ୍ୟ ରାଜପଥର ସମ୍ବଲପୁର ଜିଲା ଧମା ଥାନା ଛଚାନପାଳି ଗ୍ରାମ ନିକଟରେ ମଙ୍ଗଳବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍କୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଆହତ…
ମକ୍କାରେ ଏଲିଜାବେଥ୍ଙ୍କ ପାଇଁ ପ୍ରାର୍ଥନା କରି ଗିରଫ
ରିୟାଧ: ବିଶ୍ୱ ପ୍ରସିଦ୍ଧ ସାଉଦି ଆରବର ମକ୍କା ମସ୍ଜିଦ୍ରେ ପ୍ରାର୍ଥନା କରିବା ଲାଗି ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମୁସଲମାନ ସମ୍ପ୍ରଦାୟର ପବିତ୍ର ସ୍ଥାନ କୁହାଯାଉଥିବା ମକ୍କାକୁ ମୁସଲମାନଙ୍କ ବ୍ୟତୀତ ଅନ୍ୟ ସମ୍ପ୍ରଦାୟର ବ୍ୟକ୍ତିଙ୍କ ପ୍ରବେଶ ନିଷିଦ୍ଧ। ଏପରି ସ୍ଥିତିରେ ବ୍ରିଟେନ୍…
ବିପର୍ଯ୍ୟସ୍ତ ରାସ୍ତା, ସମସ୍ୟା ଭୋଗୁଛନ୍ତି ମଦରଙ୍ଗାଯୋଡ଼ିବାସୀ
କେନ୍ଦୁଝର,୧୪।୯ (ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ମଦରଙ୍ଗାଯୋଡି ଗ୍ରାମରେ ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡ଼ିଛ। ସେଗୁଡ଼ିକ ମରାମତି କରାଯାଉ ନଥିତ୍ବାରୁ ଲୋକମାନେ ନର୍କ ଯନ୍ତ୍ରଣା ଭୋଗୁଛନ୍ତି। ଭଲ ରାସ୍ତା ନଥିବାରୁ ସାଧାରଣ ଲୋକେ ଯିବାଆସିବା କରିବାରେ ଅସୁବିଧା ଭୋଗ କରୁଛନ୍ତି। ସ୍କୁଲ, କଲେଜକୁ…
ରାଣୀଙ୍କ ପରି ଡ୍ରେସ୍ ପିନ୍ଧିବାରୁ ୨ ବର୍ଷ ଜେଲ
ବ୍ୟାଙ୍କକ୍: ଥାଇଲାଣ୍ଡ ରାଣୀ ସୁଥିଡାଙ୍କ ପରି ପୋଷାକ ପିନ୍ଧିବା କାରଣରୁ ଥାଇଲାଣ୍ଡ କୋର୍ଟ ଜଣେ ମହିଳା ସାମାଜିକ କର୍ମୀଙ୍କୁ ଦୁଇବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୨୦ରେ ରାଜାଙ୍କ ବିରୋଧରେ ବ୍ୟାଙ୍କକ୍ ରାଜରାସ୍ତାରେ ସାଧାରଣ ନାଗରିକଙ୍କ ଦ୍ୱାରା ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ୨୫…
Archives


