ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…
ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବାରକୋଟ ଥାନା ବାଲିରୋଇ ଗ୍ରାମର ଉଦିତ ପାତ୍ର…
ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା
ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍ ପଡ଼ିଆରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ। ଉଚ୍ଚ ଶିକ୍ଷା, କ୍ରୀଡା, ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ…
ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…
ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ସାଇକେଲ ଆରୋହୀ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮)ଙ୍କ ମୃତ୍ୟୁଘଟିଥିଲା। ହାଇୱା ଧକ୍କାରେ ମୃତକଙ୍କ…
ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…
ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ ମହାତ୍ମା ଗାନ୍ଧୀ ମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ବୋଷଙ୍କ…
ଥାନାଠାରୁ ୫୦ ମିଟର ଦୂରରେ ୯ ଦୋକାନରୁ ଚୋରି
ଧର୍ମଶାଳା,୨୬ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନାଠାରୁ ୫୦ମିଟର ଦୂରରେ ଥିବା ବଜାରରେ ଥିବା ଦୋକାନଗୁଡ଼ିକ ମଧ୍ୟରୁ ପାଖାପାଖି ୯ରୁ ଅଧିକ ଦୋକାନରୁ ଚୋରି ହୋଇଥିବା ସୋମବାର ସକାଳୁ ଦେଖିବାକୁ ମିଳିଛି। ତେବେ ଚୋରି କରୁଥିବା ବେଳେ ଜଣଙ୍କୁ ଧରି…
ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର: ଟି-୨୦ ବିଶ୍ୱକପ୍ ପୂର୍ବରୁ…
ନୂଆଦିଲ୍ଲୀ,୨୬।୧: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି୨୦ ବିଶ୍ୱକପ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ପ୍ରମୁଖ ଟୁର୍ନାମେଣ୍ଟ ପୂର୍ବରୁ, ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ୩-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ମ୍ୟାଚ ବ୍ୟତୀତ, ଦଳ…
୨୦ ଜଣଙ୍କୁ ମିଳିଲା ପୋଲିସ ପଦକ
ଭୁବନେଶ୍ୱର,୨୬।୧: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ। ଏହି ପଦକ ରାଜ୍ୟପାଳ ପ୍ରଦାନ କରିଛନ୍ତି। ବର୍ଗ-୧ରେ IPS ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଲା ପଦକ। ବର୍ଗ-୨ରେ ପୁରୀ ଏସ୍ପି ପ୍ରତୀକ ସିଂହଙ୍କୁ ରାଜ୍ୟପାଳ ପଦକ ପ୍ରଦାନ…
ଗଣତନ୍ତ୍ର ଦିବସରେ ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଚାରପତି:
ପୁରୁଷୋତ୍ତମପୁର,୨୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଗଣତନ୍ତ୍ର ଦିବସ ଅବସରରେ ସିଭିଲକୋର୍ଟ ପକ୍ଷରୁ ବାଲ୍ୟ ବିବାହମୁକ୍ତ ଭାରତ ଗଠନ ଲାଗି ସଚେତନତାର ବାର୍ତ୍ତା ବଣ୍ଟାଯାଇଛି। ତାଲୁକ୍ ଆଇନସେବା କମିଟିର ଅଧ୍ୟକ୍ଷ ତଥା ସିନିୟର ସିଭିଲଜଜ୍ ଶରତକୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ…
ବିଶ୍ୱ ଦେଖିଲା ଭାରତର ଶକ୍ତି: ସୁଖୋଇର ଗର୍ଜନ ଶୁଣି ଶତ୍ରୁଙ୍କ ବୋହିଲା ଝାଳ
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସରେ ସାରା ବିଶ୍ୱ ଦିଲ୍ଲୀରେ କର୍ତ୍ତବ୍ୟ ପଥରେ ନୂତନ ଭାରତର ଶକ୍ତି ଦେଖିଲା। ଭାରତୀୟ ସେନାର ବୀରତ୍ୱ, ରାଫାଲ ଏବଂ ସୁଖୋଇର ଗର୍ଜନ ଶତ୍ରୁକୁ ଝାଳ ବୁଲାଇ ଦେଇଥିଲା। ୭୭ତମ ସାଧାରଣତନ୍ତ୍ର ଦିବସରେ ମଧ୍ୟ ଅପରେଶନ ସିନ୍ଦୂରର ପୁନରାବୃତ୍ତି…
ଯୁବପିଢ଼ିଙ୍କ ପାଇଁ ଖୁସି ଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ, ୫ବର୍ଷରେ…
ଭୁବନେଶ୍ୱର,୨୬ା୧: ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଆସନ୍ତା ବର୍ଷଗୁଡିକ…
କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼: ଛିଡ଼ା ହୋଇ ତାଳିମାରିଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରୁଛନ୍ତି ଭାରତୀୟ ସେନା। ପରେଡରେ ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି।…
ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…
ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
Archives


