ଘାଟି ତଳକୁ ଖସିଲା ବସ୍: ଚାଲିଗଲା ୧୧ ଜଣଙ୍କ ଜୀବନ
ଶ୍ରୀନଗର,୧୪।୯: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ବରେରୀ ନାଲ୍ଲା ନିକଟ ଘାଟି ତଳକୁ ବୁଧବାର ଏକ ବସ୍ ଖସପଡିଛି। ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ସ୍ଥାନୀୟ ଲୋକ, ପୋଲିସ ଏବଂ ସେନା…
ରାଷ୍ଟ୍ରଭାଷା ବିକାଶରେ ଦେଶର ବିକାଶ
ବିଭିନ୍ନ ସରକାରୀ କାର୍ଯ୍ୟର ସଫଳ ରୂପାୟନ କ୍ଷେତ୍ରରେ ଜନସାଧାରଣଙ୍କର ବୋଧଗମ୍ୟ ହେଉଥିବା ଭାଷାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଷ୍ଟ୍ରଭାଷାର ବିକାଶରେ ଦେଶର ବିକାଶ ସମ୍ଭବ ହୋଇ ପାରିବ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରଭାଷା ହିନ୍ଦୀର ବ୍ୟବହାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି…
ଜେଣ୍ଡାୟା ଶ୍ରେଷ୍ଠ ଅଭିନେତ୍ରୀ
ଓ୍ବାଶିଂଟନ: ଆମେରିକା ଲସ୍ ଏଞ୍ଜେଲସ୍ର ମାଇକ୍ରୋସଫ୍ଟ ଥିଏଟରରେ ଅନୁଷ୍ଠିତ ହୋଇଯାଇଛି ୭୪ତମ ପ୍ରାଇମ୍ଟାଇମ୍ ଏମି ଆଓ୍ବାର୍ଡ ସମାରୋହ। ଟେଲିଭିଜନ୍ କଳାକାର ଓ ଟେକ୍ନିକାଲ ଷ୍ଟାଫ୍ମାନଙ୍କ ପାଇଁ ଏହି ଆଓ୍ବାର୍ଡ ବିଶେଷ ଗୁରୁତ୍ୱ ବହନ କରିଥାଏ। ଚଳିତ ବର୍ଷ ଜେଣ୍ଡାୟାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ…
ଲାଇସେନ୍ସ ଅବଧି ସରିବା ପରେ ବି ଚାଲିଛି ଲୋଡିଂ
କେନ୍ଦୁଝର, ୧୪।୯ (ସ୍ବ.ପ୍ର.): ଲାଇସେନ୍ସ ଅବଧି ସରିବା ପରେ ମଧ୍ୟ ଝୁମ୍ପୁରା ବ୍ଲକ ନୟାଗଡ଼ ରେଳ ସାଇଡିଂରେ ଲୋଡିଂ କାମ ଚାଲିଛି। ଏଭଳି ଅଭିଯୋଗ ଆସିବା ପରେ ଯୋଡ଼ା ଖଣି ଉପନିର୍ଦ୍ଦେଶକଙ୍କ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି। ପ୍ରକାଶ ଯେ, ନୟାଗଡ଼…
ବିନା ପାଣିରେ ଟଏଲେଟ୍
ଓ୍ବାଶିଂଟନ: ଜଳର ଅପଚୟ ରୋକିବା ଏବଂ ଲୋକଙ୍କୁ ବିଭିନ୍ନ ପ୍ରକାର ବ୍ୟାକ୍ଟେରିଆ ଜନିତ ରୋଗରୁ ରକ୍ଷା କରିବା ପାଇଁ ଖୁବ୍ଶୀଘ୍ର ବିନା ପାଣିରେ ସ୍ବତନ୍ତ୍ର ପ୍ରକାର ଟଏଲେଟ ନିର୍ମାଣ ହେବାକୁ ଯାଉଛି। ବିଲ୍ ଗେଟ୍ସ ଏବଂ ସାମ୍ସଙ୍ଗ କମ୍ପାନୀ ମିଳିତ ଭାବେ…
ଭିଏସ୍ବି ପକ୍ଷରୁ ୫ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ
ନୂଆଦିଲ୍ଲୀ, ୧୪ା୯: ଭେଲୋର ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନେଲୋଜି- ଆନ୍ଧ୍ର ପ୍ରଦେଶ ବା ଭିଆଇଟି-ଏପିର ଏକାଡେମିକ୍ ରିସର୍ଚ୍ଚ ଅଫିସ୍ ସହ ମିଳିତ ଭାବେ ଭିଆଇଟି-ଏପି ସ୍କୁଲ ଅଫ୍ ବିଜ୍ନେସ୍ (ଭିଏସ୍ବି) ପକ୍ଷରୁ ଉଚ୍ଚ ପ୍ରଭାବଶାଳୀ ପତ୍ରିକାରେ ଗବେଷଣାତ୍ମକ ଲେଖା ଓ ପ୍ରକାଶନ ସମ୍ବନ୍ଧୀୟ…
କମ୍ପାନୀ ପ୍ରତିନିଧିଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା
ଭୁବନେଶ୍ୱର,୧୪ା୯: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ବରଠାରେ ଆୟୋଜନ ହେବାକୁ ଥିବା ମେକ୍ ଇନ୍ ଇଣ୍ଡିଆ କନ୍କ୍ଲେଭ୍ ପାଇଁ ବୃହତ୍ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଏକ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍ର…
ଆଖଣ୍ଡଳମଣି ପୀଠ ବିକାଶ ଲାଗି ଖର୍ଚ୍ଚ ହେବ ୭୨ କୋଟି
ଆରଡ଼ି, ୧୪।୯ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ବିକାଶ ପାଇଁ ମାଷ୍ଟରପ୍ଲାନ କାର୍ଯ୍ୟକାରୀ ହେବ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୭୨କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ମଙ୍ଗଳବାର ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୀଠକୁ…
ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…
ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା ଚୋର ବୋଲି କହି ନିସ୍ତୁକ ପିଟିଥିଲେ। ମଙ୍ଗଳବାର ଏହି ଘଟଣା ଘଟିଛି। ପୋଲିସର ସୂଚନାନୁସାରେ,…
ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ
ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର ସଫଳତା…
ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିଲେ ପିଲା
ବାରିପଦା ଅଫିସ,୧୪।୯: ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ପଥରନେସା ଆଦିବାସୀ ଆଶ୍ରମ ସ୍କୁଲର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିବା ଓ ୫ କି.ମି ଚାଲିବା ପରେ ପ୍ରଶାସନିକ ଅଧିକାରୀମାନେ ସେମାନଙ୍କୁ ବୁଝାଶୁଝା କରି ଫେରାଇ ନେବା ଚର୍ଚ୍ଚାର ବିଷୟ…
ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ…
Archives


