Home Left

ଟିକେଏମ୍‌ର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା ମଧ୍ୟରେ…

ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା

ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍‌ ପ୍ଲାଟ୍‌ଫର୍ମ ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର ପ୍ଲାଟ୍‌ଫର୍ମ…

ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ଟି ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ ଉକ୍ତ ୨…

‘ଅସହାୟ କର୍କଟରୋଗୀଙ୍କ ଯନ୍ତ୍ରଣା ଦୂରକରିବ ବାଲ୍‌କୋ’

ରାୟପୁର,୧୪ା୯: ସାରା ଦେଶରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ରୋଗଠାରୁ ରୋଗୀର ମାନସିକ ଯନ୍ତ୍ରଣା ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଚିନ୍ତାର କାରଣ ବୋଲି କୁହାଯାଉଛି। ଏଭଳି ମାନସିକ ଚିନ୍ତାରେ ପଡ଼ିଥିବା ବିଭିନ୍ନ ବର୍ଗର…

ପହଁରୁଛି ଠେକୁଆ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବ ପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏହା…

ନର୍ସରି ଛାତ୍ରୀଙ୍କୁ ବଳାତ୍କାର: ବସ୍‌ ଡ୍ରାଇଭର୍‌ ଗିରଫ

ଭୋପାଳ,୧୪ା୯: ମଧ୍ୟପ୍ରଦେଶ ଭୋପାଳରେ ଜଣେ ସାଢ଼େ ୩ ବର୍ଷର ନର୍ସରି ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ବସ୍‌ ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ଉତ୍ତ୍ୟକ୍ତ ଲୋକେ ଡ୍ରାଇଭରଙ୍କ ଘର ଭାଙ୍ଗି ଦେଇଛନ୍ତି। ସ୍କୁଲରୁ ଘରକୁ ଫେରିବା ସମୟରେ ବସ୍‌ ଡ୍ରାଇଭର…

ଆଉ ୮୬ ଅସ୍ତିତ୍ୱହୀନ ଦଳ ତାଲିକାରୁ ବାଦ୍‌

ନୂଆଦିଲ୍ଲୀ,୧୪ା୯(ପି.ଟି.): ନିର୍ବାଚନ କମିଶନ (ଇସି) ଆଉ ୮୬ଟି ଅସ୍ତିତ୍ୱହୀନ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ (ଆର୍‌ୟୁପିପି)ଙ୍କୁ ତାଲିକାରୁ ବାଦ୍‌ ଦେବା ଲାଗି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ମିଶାଇ ମୋଟ ବାଦ୍‌ ପଡ଼ିଥିବା ଆର୍‌ୟୁପିପି ସଂଖ୍ୟା ୫୩୭ରେ ପହଞ୍ଚତ୍ଛି। ଏମାନେ ନିର୍ବାଚନୀ…

ପ୍ରିନ୍ସ ଆଣ୍ଡ୍ର୍ୟୁଙ୍କୁ ଗାଳି କରି ଯୁବକ ଗିରଫ

ଲଣ୍ଡନ,୧୪ା୯: ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରା ସମାରୋହ ଚାଲିଥିବାବେଳେ ପ୍ରିନ୍ସ ଆଣ୍ଡ୍ର୍ୟୁଙ୍କୁ ଗାଳି କରିଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମହାରାଣୀଙ୍କ କଫିନ୍‌ ପଛେ ପଛେ ବ୍ରିଟେନ୍‌ ବର୍ତ୍ତମାନର ରାଜା ଚାର୍ଲସ୍‌ ତୃତୀୟଙ୍କ ସମେତ ରାଜ ପରିବାରର ଅନ୍ୟ…

ମହାରାଣୀଙ୍କ ଶେଷକୃତ୍ୟରେ ସାମିଲ ହେବନି ରୁଷିଆ

ଲଣ୍ଡନ,୧୪ା୯: ଲଣ୍ଡନରେ ସୋମବାର ଅନୁଷ୍ଠିତ ହେବାକୁ ଥିବା ବ୍ରିଟେନ୍‌ ସମ୍ରାଙ୍ଗୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ରୁଷିଆ, ମ୍ୟାନ୍‌ମାର ଓ ବେଲାରୁଷକୁ ନିମନ୍ତ୍ରଣ କରାଯାଇନାହିଁ। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ କାରଣରୁ ବ୍ରିଟେନ ମସ୍କୋ ଉପରେ ପାଶ୍ଚାତ୍ୟ କଟକଣା ଲଗାଇଥିବାବେଳେ ଏହାର…

ଅକ୍ସିଜେନ ଅଭାବଜନିତ ମୃତ୍ୟୁର ଅଡିଟ୍‌ ପାଇଁ ସୁପାରିସ

ନୂଆଦିଲ୍ଲୀ,୧୪ା୯(ପି.ଟି.): କୋଭିଡ୍‌ ମହାମାରୀର ଦ୍ୱିତୀୟ ଲହର ବେଳେ ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ବହୁ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟଗୁଡ଼ିକ ସହଯୋଗରେ ଉକ୍ତ ମୃତ୍ୟୁର ଅଡିଟ୍‌ କରିବା ଲାଗି ସଂସଦୀୟ କମିଟି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ସୁପାରିସ କରିଛି। ଅକ୍ସିଜେନ ଅଭାବରୁ କେତେ…

ଆସନ୍ତାବର୍ଷ ଜାନୁୟାରୀରେ ରିଲିଜ୍‌ ହେବ ଫିଲ୍ମ ‘ଆଦିପୁରୁଷ’

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ ଆସନ୍ତା ବର୍ଷ ଜାନୁୟାରୀରେ ରିଲିଜ୍‌ ହେବ। ନିକଟରେ ପ୍ରଭାସଙ୍କ ଫିଲ୍ମ ‘ ରାଧେଶ୍ୟାମ’ ପରଦାକୁ ଆସିଥିଲା। ହେଲେ ବକ୍ସ ଅଫିସରେ ଭଲ ପ୍ରର୍ଦଶନ କରି ନଥିବା ବେଳେ ‘ଆଦିପୁରୁଷ’କୁ ନେଇ…

କୁତବ୍‌ମିନାର ମାଲିକାନା ଦାବି ଆବେଦନ ଉପରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୪ା୯: କୁତବ୍‌ମିନାର ମାଲିକାନା ଦାବିକରି ନିଜକୁ ଆଗ୍ରା ରାଜପରିବାରର ଉତ୍ତରାଧିକାରୀ କହୁଥିବା ଜଣେ ବ୍ୟକ୍ତି କରିଥିବା ଆବେଦନ ଉପରେ ଦିଲ୍ଲୀର ଏକ ଅଦାଲତ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ସାକେତ୍‌ କୋର୍ଟର ଅତିରିକ୍ତ ଜିଲା ଜଜ୍‌ ଦିନେଶ କୁମାର ୧୭ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri