Home Left

ଲାଇସେନ୍ସ ଅବଧି ସରିବା ପରେ ବି ଚାଲିଛି ଲୋଡିଂ

କେନ୍ଦୁଝର, ୧୪।୯ (ସ୍ବ.ପ୍ର.): ଲାଇସେନ୍ସ ଅବଧି ସରିବା ପରେ ମଧ୍ୟ ଝୁମ୍ପୁରା ବ୍ଲକ ନୟାଗଡ଼ ରେଳ ସାଇଡିଂରେ ଲୋଡିଂ କାମ ଚାଲିଛି। ଏଭଳି ଅଭିଯୋଗ ଆସିବା ପରେ ଯୋଡ଼ା ଖଣି ଉପନିର୍ଦ୍ଦେଶକଙ୍କ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି। ପ୍ରକାଶ ଯେ, ନୟାଗଡ଼…

ବିନା ପାଣିରେ ଟଏଲେଟ୍‌

ଓ୍ବାଶିଂଟନ: ଜଳର ଅପଚୟ ରୋକିବା ଏବଂ ଲୋକଙ୍କୁ ବିଭିନ୍ନ ପ୍ରକାର ବ୍ୟାକ୍ଟେରିଆ ଜନିତ ରୋଗରୁ ରକ୍ଷା କରିବା ପାଇଁ ଖୁବ୍‌ଶୀଘ୍ର ବିନା ପାଣିରେ ସ୍ବତନ୍ତ୍ର ପ୍ରକାର ଟଏଲେଟ ନିର୍ମାଣ ହେବାକୁ ଯାଉଛି। ବିଲ୍‌ ଗେଟ୍ସ ଏବଂ ସାମ୍‌ସଙ୍ଗ କମ୍ପାନୀ ମିଳିତ ଭାବେ…

ଭିଏସ୍‌ବି ପକ୍ଷରୁ ୫ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ

ନୂଆଦିଲ୍ଲୀ, ୧୪ା୯: ଭେଲୋର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନେଲୋଜି- ଆନ୍ଧ୍ର ପ୍ରଦେଶ ବା ଭିଆଇଟି-ଏପିର ଏକାଡେମିକ୍‌ ରିସର୍ଚ୍ଚ ଅଫିସ୍‌ ସହ ମିଳିତ ଭାବେ ଭିଆଇଟି-ଏପି ସ୍କୁଲ ଅଫ୍‌ ବିଜ୍‌ନେସ୍‌ (ଭିଏସ୍‌ବି) ପକ୍ଷରୁ ଉଚ୍ଚ ପ୍ରଭାବଶାଳୀ ପତ୍ରିକାରେ ଗବେଷଣାତ୍ମକ ଲେଖା ଓ ପ୍ରକାଶନ ସମ୍ବନ୍ଧୀୟ…

କମ୍ପାନୀ ପ୍ରତିନିଧିଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

ଭୁବନେଶ୍ୱର,୧୪ା୯: ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ବରଠାରେ ଆୟୋଜନ ହେବାକୁ ଥିବା ମେକ୍‌ ଇନ୍‌ ଇଣ୍ଡିଆ କନ୍‌କ୍ଲେଭ୍‌ ପାଇଁ ବୃହତ୍‌ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଏକ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ର…

ଆଖଣ୍ଡଳମଣି ପୀଠ ବିକାଶ ଲାଗି ଖର୍ଚ୍ଚ ହେବ ୭୨ କୋଟି

ଆରଡ଼ି, ୧୪।୯ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ବିକାଶ ପାଇଁ ମାଷ୍ଟରପ୍ଲାନ କାର୍ଯ୍ୟକାରୀ ହେବ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୭୨କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ମଙ୍ଗଳବାର ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୀଠକୁ…

ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…

ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା ଚୋର ବୋଲି କହି ନିସ୍ତୁକ ପିଟିଥିଲେ। ମଙ୍ଗଳବାର ଏହି ଘଟଣା ଘଟିଛି। ପୋଲିସର ସୂଚନାନୁସାରେ,…

ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର ସଫଳତା…

ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିଲେ ପିଲା

ବାରିପଦା ଅଫିସ,୧୪।୯: ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ପଥରନେସା ଆଦିବାସୀ ଆଶ୍ରମ ସ୍କୁଲର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିବା ଓ ୫ କି.ମି ଚାଲିବା ପରେ ପ୍ରଶାସନିକ ଅଧିକାରୀମାନେ ସେମାନଙ୍କୁ ବୁଝାଶୁଝା କରି ଫେରାଇ ନେବା ଚର୍ଚ୍ଚାର ବିଷୟ…

ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ…

ଟିକେଏମ୍‌ର ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୧୪ା୯: ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନ୍ୟୁ ଟୟୋଟା ଅର୍ବାନ କ୍ରୁଜର ହାଇରାଇଡରର ମୂଲ୍ୟ ଘୋଷଣା କରାଯାଇଛି। ଏପରିକି ପର୍ଯ୍ୟାୟକ୍ରମେ ଘୋଷିତ ହେବାକୁ ଥିବା ଟୟୋଟାର ଅତ୍ୟାଧୁନିକ ଅଫରର ଶ୍ରେଷ୍ଠ ୪ଟି ଗ୍ରେଡର ପ୍ରତିଯୋଗିତାମୂଳକ ମୂଲ୍ୟ ୧୫,୧୧,୦୦୦ରୁ ୧୮,୯୯,୦୦୦ଟଙ୍କା ମଧ୍ୟରେ…

ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା

ନୂଆଦିଲ୍ଲୀ,୧୪ା୯: ରିଅଲ ଇଷ୍ଟେଟ୍‌ ପ୍ଲାଟ୍‌ଫର୍ମ ସ୍କୋୟାର ୟାର୍ଡସ୍‌ ସହ ଆକ୍ସିସ୍‌ ବ୍ୟାଙ୍କର ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଗ୍ରାହକ ନିଜର ସ୍ବପ୍ନର ଘର ଅନୁସନ୍ଧାନ କରିବା ପ୍ରକ୍ରିୟାକୁ ଚିନ୍ତାମୁକ୍ତ, ପ୍ରଭାବଶାଳୀ ଓ ଉଲ୍ଲାସପୂର୍ଣ୍ଣ ଅନୁଭୂତିରେ ପରିଣତ କରିବାକୁ ଏହି ସ୍ବତନ୍ତ୍ର ପ୍ଲାଟ୍‌ଫର୍ମ…

ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୨ଟି ନୂତନ ଉତ୍ପାଦର ଉନ୍ମୋଚନ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ ଉକ୍ତ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri