Home Left

କେନ୍ଦ୍ର ଖୋଲିବା ପୂର୍ବରୁ ଗୃହକୁ ଦିଆଯାଇଥିଲା ଭଡ଼ା

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳବାସୀଙ୍କୁ ସୁବିଧା ମୂଲ୍ୟରେ ହସ୍ତତନ୍ତ ବସ୍ତ୍ରାଳୟରେ ଧୋତି, ଶାଢ଼ି, ଶାର୍ଟ କପଡ଼ା ଯୋଗାଇଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବସ୍‌ଷ୍ଟାଣ୍ଡ ନିକଟରେ ବୟନିକା ବିକ୍ରୟ କେନ୍ଦ୍ର ୨୦୧୯ ମାର୍ଚ୍ଚ ୬ରେ ଉଦ୍‌ଘାଟିତ ହୋଇଥିଲା। ତତ୍କାଳୀନ କେନ୍ଦ୍ରାପଡ଼ା ଜିଲାପାଳ…

ଜଳୁନି ଚୁଲି, ମିଳୁନି ମଧ୍ୟାହ୍ନଭୋଜନ

ମହାକାଳପଡ଼ା,୧୪ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କଂସାର ବଡ଼ଦାଣ୍ଡୁଆ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତିକୁ ନେଇ ବିବାଦ ଦେଖାଦେଇଛି। ଫଳରେ ବିଦ୍ୟାଳୟରେ ରୋଷେଇ ହେଉ ନ ଥିବାରୁ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁନାହିଁ। ସ୍ଥାନୀୟ ବଡ଼ଦାଣ୍ଡୁଆସ୍ଥିତ ମା’ ତାରିଣୀ…

ପାଣି ଭିତରେ ଅଲିଭ୍‌ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଅଗରନାଶୀ

କେନ୍ଦ୍ରାପଡ଼ା ଅଫିସ, ୧୪ା୯: ପ୍ରକୃତିର ବିସ୍ମୟ ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ କେନ୍ଦ୍ରାପଡ଼ା ଜିଲା ବିଶ୍ୱପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ସଂରକ୍ଷିତ ଅଞ୍ଚଳ ପ୍ରତି ବିପଦ ବଢ଼ୁଛି। ଗତ ୫ ଦଶନ୍ଧି ପୂର୍ବେ ଅଗରନାଶୀ ଦ୍ୱୀପର ଲମ୍ବ ୭ କିମି…

୨ କଲ୍‌ଭର୍ଟ ନିର୍ମାଣକୁ ୯ ମାସ ପୂରିଲା, ମିଳୁନି ବିଲ

ରଘୁନାଥପୁର, ୧୪ା୯(ଡି.ଏନ.ଏ.): ରଘୁନାଥପୁର ବ୍ଲକ ଚିକିଣିଆ ପଞ୍ଚାୟତ ୯ ନଂ. ଜଳସେଚିତ କେନାଲ ଉପରେ ୯ ମାସ ତଳୁ ସରିଥିବା ୨ଟି କଲଭର୍ଟ କାର୍ଯ୍ୟର ବିଲ ଅଦ୍ୟାବଧି ଗୋଟିକର ହୋଇଥିବା ବେଳେ ଅନ୍ୟଟିର ହୋଇନାହିଁ। ବାରମ୍ବାର ବ୍ଲକ ପ୍ରଶାସନ ଓ ଜିଲାପାଳଙ୍କ…

ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ୧୯୫୪ରେ ସ୍ଥାପନ କରାଯାଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ…

ମଦଦୋକାନରେ ହେବନି ପିଓଏସ୍‌ ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୪।୯: ଦଶହରା ସମୟରେ ଜନଗହଳି କାରଣରୁ ଅନେକ ବ୍ୟତିକ୍ରମ ଲକ୍ଷ୍ୟ କରାଯାଏ। ଏହାକୁ ଦୃଷ୍ଟିରେ ରଖି ପାର୍ବଣ କିପରି ଶାନ୍ତି ଓ ଶୃଙ୍ଖଳାର ସହ ହେବ ସେନେଇ ପୋଲିସ, ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥାଏ। ୨୦୧୯ରେ ପାର୍ବଣକୁ…

୨୯ ସୁଦ୍ଧା ତଥ୍ୟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୪ା୯: ପୋଲିସ ତଦନ୍ତରେ ମନ୍ଥରତା କରୁଥିବା ନେଇ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ସରକାରୀ ଓକିଲ ମାମଲା ସମ୍ପର୍କିତ ତଥ୍ୟ ଦାଖଲ…

ଦିଲ୍ଲୀରୁ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଗିରଫ

ଭୁବନେଶ୍ୱର,୧୪।୯ (ବ୍ୟୁରୋ): ଆୟକର ଟିକସ ରିଫଣ୍ଡ୍‌ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରୁ ଜଣେ ଚାର୍ଟାଡର୍ର୍ ଆକାଉଣ୍ଟାଣ୍ଟ୍‌(ଇଣ୍ଟରମିଡିଏଟ)ଙ୍କୁ ଗିରଫ କରିଛି। ସେ ହେଲେ ହରିୟାଣା ଫରିଦାବାଦ୍‌ର ନୀରଜ ସିଙ୍ଗ୍‌ଲା(୨୮)। ଅଭିଯୁକ୍ତ ନୀରଜଙ୍କୁ ଗତ ଶୁକ୍ରବାର…

ତୁରନ୍ତ ବିକାଶମୂଳକ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିକାଶମୂଳକ କାର୍ଯ୍ୟକୁ ଯଥାଶୀଘ୍ର ତ୍ୱରାନ୍ବିତ କରିବା ନେଇ ମଙ୍ଗଳବାର ବିଏମ୍‌ସି କାର୍ଯ୍ୟାଳୟରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ…

ଲିଖିତ ପ୍ରତିଶ୍ରୁତି ପରେ ଅଳିଆ ଉଠାଇଲା ବିଏମ୍‌ସି

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ରାଜଧାନୀରେ ଅଳିଆ ଖିଲାପକାରୀଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି ବିଏମ୍‌ସି। ଓଦା ଓ ଶୁଖିଲା ଅଳିଆକୁ ପୃଥକ କରି ବିଏମ୍‌ସି ସଫେଇ ଗାଡ଼ିରେ ଦେବା ପାଇଁ ବାରମ୍ବାର ସଚେତନ କରିବା ସତ୍ତ୍ୱେ ଏହାକୁ କେତେଜଣ ବ୍ୟକ୍ତି ପାଳନ…

ସହରରେ ବିକ୍ରି ହେଉଛି ବାସି, ଭେଜାଲ ଖାଦ୍ୟ

ଭୁବନେଶ୍ୱର, ୧୪।୯ (ବ୍ୟୁରୋ): ପାର୍ବଣ ଋତୁ ଆସିଯାଇଥିବାରୁ ବିଏମ୍‌ସି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଆରମ୍ଭ କରିଛି। ଭେଜାଲ ଓ ବାସି ଖାଦ୍ୟ ଖାଇ ଯେପରି କେହି ଅସୁସ୍ଥ ନ ହୁଅନ୍ତି ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ବିଏମ୍‌ସିର ଫୁଡ୍‌…

ବିଧାୟକଙ୍କ ଲେଟର ପ୍ୟାଡ୍‌ରେ ନକଲି ଚିଠି

ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର କ୍ଷମତା ପ୍ରଦାନ କରାଯାଇଛି। ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ, ଯୋଜନାର କାର୍ଯ୍ୟକାରିତା, ପ୍ରସ୍ତାବ ଆଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri