Home Left

ଭିଜିଲାନ୍ସ ଜାଲରେ କନିଷ୍ଠଯନ୍ତ୍ରୀ, ଚଢ଼ାଉ ଜାରି

ଝାରସୁଗୁଡ଼ା ଅଫିସ,୫।୮: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି…

ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ

ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି।…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ବେଙ୍ଗାଲୁରୁ,୫।୮: କର୍ନାଟକର ୟାଦଗରି ଜିଲାର ଗୁରମାତ୍‌କାଲ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ତେବେ ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ସୂଚନା…

ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ…

ଇଞ୍ଜିନିୟରିଂ ପାଠୁଆ ହାଇଟେକ ଚାଷୀ

ସୁନ୍ଦରଗଡ଼,୫।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ସାନପତ୍ରାପାଲି ରାଜସ ଗ୍ରାମର ଜଣେ ସଫଳ ଚାଷୀ ହେଉଛନ୍ତି ମହେଶ୍ୱର ନାଏକ(୩୨)। ଶ୍ରୀୟା ନାଏକ ଓ ସ୍ବର୍ଗତ ଶୁକୃ ନାଏକଙ୍କ ମଝିଆ ପୁଅ ମହେଶ୍ୱର। ପିଲାଟି ଦିନରୁ ପାଠପଢାରେ ଭାରି ଆଗ୍ରହ। ପିଲାଟି…

କେ.ଏସ. ସୁନ୍ଦରାମ ଏନ୍‌ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ

କଣିହାଁ,୫।୮(ଡି.ଏନ.ଏ.): କଣିହାଁ ଏନ୍‌ଟିପିସି ପ୍ରକଳ୍ପର ନୂତନ ମୁଖ୍ୟ ଭାବେ କେ.ଏସ. ସୁନ୍ଦରାମ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁନ୍ଦରାମ ୧୯୮୮ରେ ଏନ୍‌ଟିପିସିରେ ଯୋଗଦେଇ ବଦରପୁରରୁ କାର୍ଯ୍ୟନିର୍ବାହୀ ପ୍ରଶିକ୍ଷକ ଭାବେ ତାଙ୍କ କ୍ୟାରିୟର୍‌ ଆରମ୍ଭ କରିଥିଲେ। ଦୀର୍ଘ ୩୩ ବର୍ଷ ଧରି ସେ ଏନ୍‌ଟିପିସିର…

ପୁଣି ଭାଇରାଲ ହେଲେ ପ୍ରିୟା ପ୍ରକାଶ

ମୁମ୍ବାଇ: ପ୍ରିୟା ପ୍ରକାଶ ୱାରିୟରଙ୍କ କଥା ଅଳ୍ପ ବହୁତେ ସମସ୍ତଙ୍କର ମନେଥିବ ନିଶ୍ଚୟ । ଇଏ ହେଉଛନ୍ତି ସେହି ତରୁଣୀ ଯିଏ ଆଖିମାରି ରାତାରାତି ଷ୍ଟାର ପାଲଟି ଯାଇଥିଲେ ବନିଯାଇଥିଲେ ଇଣ୍ଟରନେଟ ସେନସେଶନ । ତାଙ୍କର ଆଖିମାରା ଭିଡିଓ ସାରା ଦେଶର…

ବର୍ଷା ଅଭାବରୁ ଚାଷଜମି ଫାଟି ଆଁ

କର୍ଲାମୁଣ୍ଡା,୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଖରିଫ ଚାଷ ପାଇଁ ଆବଶ୍ୟକ ବର୍ଷା ଅଭାବରୁ ଚାଷ କାର୍ଯ୍ୟ ଆଗାଇ ପାରୁ ନ ଥିବା ଦେଖିବାକୁ ମିଳିଛି। କେତେକ ଜାଗାରେ ଧାନ ରୁଆ ହୋଇ ସାରିଥିଲେ ହେଁ ପାଣି ଅଭାବ ଯୋଗୁ ଧାନ ବିଲ…

ମାର୍ଗାରେଟ୍‌ଙ୍କୁ ଧୋକା ଦେଲେ ମମତା

ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଦକ୍ଷେପକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏକ ସାକ୍ଷାତକାରରେ ଆଲଭା କହିଛନ୍ତି, ଯୁବ…

ଗାଁରେ ନାହିଁ ବ୍ରିଜ୍‌: କାନ୍ଧରେ ବୋହି ପିଲାଙ୍କୁ ସ୍କୁଲ୍‌ ଛାଡୁଛନ୍ତି ଅଭିଭାବକ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ,୫।୮: ସରକାର ଯାତାୟାତକୁ ସହଜ କରିବା ପାଇଁ ରାଜପଥ, ଟନେଲ ଏବଂ ଏକ୍ସପ୍ରେସୱେ ନିର୍ମାଣ କରୁଛନ୍ତି। ହେଲେ ମହାରାଷ୍ଟ୍ରର ନାଶିକ ଜିଲାର ପେଥ୍‌ ତାଲୁକା ଗାଁରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ପାଇଁ ଯାତାୟାତ ସୁବିଧା ନ ଥିବାରୁ ବିପଦଜନକ…

ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍‌ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍‌ଜି

ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ ଥରେ ମହଙ୍ଗା ମାଡ଼ ପଡ଼ିଛି। ଆଇଜିଏଲ୍‌ ଗ୍ୟାସର ମୂଲ୍ୟ ବୃଦ୍ଧି କରିଛି। ରାଜଧାନୀର ଘରେ…

କପିଳାସ ଅଭୟାରଣ୍ୟରେ ଲାଗିବ ୬୦ କ୍ୟାମେରା

ଢେଙ୍କାନାଳ ଅଫିସ,୫।୮: ବାଘଙ୍କ ଗତିବିଧି ଉପରେ ନଜର ରଖିବାକୁ ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଲାଗିବ ୬୦ ଟ୍ରାପ୍‌ କ୍ୟାମେରା। ପ୍ରତି ୨ ବର୍ଗ କିଲୋମିଟର ପରିଧିରେ ଗୋଟିଏ ଲେଖାଏ କ୍ୟାମେରା ଖଞ୍ଜାଯିବ। ପୂର୍ବରୁ ଲାଗିଥିବା କ୍ୟାମେରାର ବିପରୀତ ପାର୍ଶ୍ୱରେ ନୂତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri