ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର
ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ ନିର୍ଦ୍ଦେଶ ଦେବା ପରେ ଜିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…
କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨ ରୁ ୩ ସେମି ବହଳରେ କୁଆ ପଥର ରାସ୍ତା ଉପରେ ବିଛେଇ ହୋଇ…
ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ
ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ ବ୍ରଜମୋହନ ମଲ୍ଲିକ ଏବଂ ହାଟଡିହି ଅବକାରୀ ଥାନା ଷ୍ଟାଫମାନଙ୍କୁ ନେଇ ଗଠିତ ଏକ…
ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…
ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି । ଘରେ କେହି ନଥିବା…
ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍
ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ ଅଧିକ ପ୍ରତିଷ୍ଠିତ ରୋବୋଟିକ୍ସ କମ୍ପାନୀକୁ ପଛରେ ପକାଇ ସିଙ୍ଗାପୁର ଜଳ ପରିଚାଳନା ପ୍ରାଧିକରଣଠାରୁ…
ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ
କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରି ଅତ୍ୟନ୍ତ ମର୍ମାହତ ହୋଇପଡ଼ିଥିଲେ। ପେଶାରେ ଜଣେ ସର୍ପ ଧରାଳି ହୋଇଥିବା…
ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ
ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଓ ଝିଅ ସାମାନ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତକ ମାନେ…
ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍
ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର ଅଭିଯୋଗରେ ଛନ୍ଦି ହୋଇଥିବା ୟଶ, ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଅତି ଗୁପ୍ତ…
ଇରାନ ଯୁଦ୍ଧରେ ଡେଇଁବନି ତୁର୍କୀ, ହୋମୁର୍ଜ ଷ୍ଟ୍ରେଟରେ ଟ୍ରମ୍ପ…
ନୂଆଦିଲ୍ଲୀ,୧୫।୩: ଇରାନ ଉପରେ ଆକ୍ରମଣ କରିବା ପୂର୍ବରୁ, ଆମେରିକା ନାଟୋ କିମ୍ବା ତାର ନିକଟତମ ମିତ୍ର ବ୍ରିଟେନ ସହିତ ଯୋଗାଯୋଗ କରିନଥିଲା। ଭେନେଜୁଏଲାରେ ସମାନ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭେନେଜୁଏଲାରେ ସଫଳତାରେ ଉତ୍ସାହିତ ହୋଇ ଆମେରିକା ଇସ୍ରାଏଲ ସହିତ ମିଶି –…
ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ
ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ । ଗିରଫ ନକଲି ପୋଲିସଙ୍କ ନାମ…
ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ
ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଖାଦ୍ୟ…
ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ
ବାରିପଦା/କରଞ୍ଜିଆ,୧୫ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ/କବିତା ମହାନ୍ତ): ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇ…
Archives


