ବିଶ୍ୱ ନେତାଙ୍କୁ ମିଳିବନି ଜେଟ୍ ସୁବିଧା
ଲଣ୍ଡନ, ୧୩ା୯:ମହାରାଣୀ ଏଲିଜାବେଥ୍ ୨ୟଙ୍କ ଶେଷକୃତ୍ୟ ପାଇଁ ବ୍ରିଟେନ ପ୍ରସ୍ତୁତ ହେଉଥିବାବେଳେ ଏହି ଐତିହାସିକ ଦିନରେ ବିଶ୍ୱନେତାମାନେ ଯୋଗଦେବେ। ତେବେ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସୁଥିବା ରାଷ୍ଟ୍ରମୁଖ୍ୟ, ସେମାନଙ୍କ ସ୍ତ୍ରୀ/ସ୍ବାମୀ ବ୍ୟକ୍ତିଗତ ଜେଟ୍ କିମ୍ବା ହେଲିକପ୍ଟର ବଦଳରେ କମର୍ସିଆଲ ଫ୍ଲାଇଟ୍ରେ…
ସିଙ୍ଗିରି ସରପଞ୍ଚଙ୍କ ଘରେ କେନ୍ଦ୍ରମନ୍ତ୍ରୀ
ଆଳି,୧୩ା୯(ଡି.ଏନ.ଏ.):କେନ୍ଦ୍ରମନ୍ତ୍ରୀ ନିଶିଥ ପ୍ରାମାଣିକ ରବିବାର କେନ୍ଦ୍ରାପଡ଼ା ଜିଲା ରାଜକନିକା ଗସ୍ତରେ ଆସିଥିବା ବେଳେ ଆଳି ବ୍ଲକ ସିଙ୍ଗିରି ସରପଞ୍ଚ ଅକ୍ଷୟ ଦାସଙ୍କ ବାସଭବନରେ ପହଞ୍ଚତ୍ ଥିଲେ। ସିଙ୍ଗିରିଠାରେ କେନ୍ଦ୍ରମନ୍ତ୍ରୀ ପହଞ୍ଚତ୍ବା ପରେ ପତ୍ରପୁର ମଣ୍ଡଳ ପକ୍ଷରୁ ସଭାପତି ତଥା ସରପଞ୍ଚ ଅକ୍ଷୟ…
ସିଏଏ ଶୁଣାଣି ଅକ୍ଟୋବର ୩୧ରେ
ନୂଆଦିଲ୍ଲୀ,୧୨।୯: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ଅକ୍ଟୋବର ୩୧ରେ କରିବାକୁ ସୋମବାର ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରେ ଧର୍ମୀୟ ଆକ୍ରୋଶର ଶିକାର ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ…
ଚନ୍ଦ୍ରରେ ନୂଆ ଖଣିଜର ସନ୍ଧାନ କଲା ଚାଇନା
ବେଜିଂ,୧୨।୯: ଚାଇନାର ଲୁନାର ପ୍ରୋବ୍ ଚେଙ୍ଗ୍ସ-୫ ଚନ୍ଦ୍ରରେ ଏକ ନୂଆ ଖଣିଜ ପଦାର୍ଥର ସନ୍ଧାନ କରିଛି। ଚନ୍ଦ୍ରପୃଷ୍ଠରେ ଏଭଳି ଖଣିଜ ଠାବ କରିବାରେ ଚାଇନା ତୃତୀୟ ଦେଶ। ୧,୪୦,୦୦୦ ଚନ୍ଦ୍ର କଣିକାରୁ ଚାଙ୍ଗେସାଇଟ୍-(ଓ୍ବାଇ) ଧାତବ ଠାବ କରାଯାଇଛି। ହୀରା ଆକୃତିର ଏଭଳି…
ଆମେରିକା ଦେବନି ସେମିକଣ୍ଡକ୍ଟର ଚିପ୍
ଓ୍ବାଶିଂଟନ୍, ୧୩ା୯:ତାଇଓ୍ବାନ ପ୍ରସଙ୍ଗକୁ ନେଇ ଆମେରିକା ଓ ଚାଇନା ମଧ୍ୟରେ ତିକ୍ତତା ବଢ଼ିଥିବାବେଳେ ଓ୍ବାଶିଂଟନ୍ ବେଜିଂର ଦୁର୍ବଳତାକୁ ଧରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଏବଂ ଅନ୍ୟ ସାମଗ୍ରୀ ପ୍ରସ୍ତୁତ ନିମନ୍ତେ ଆବଶ୍ୟକ ପଡ଼ୁଥିବା ସେମିକଣ୍ଡକ୍ଟର ଚିପ୍ ଚାଇନାକୁ ରପ୍ତାନି ଉପରେ ଅଙ୍କୁଶ ଲଗାଇବାକୁ…
ଏକ ମିନିଟ୍ ନୀରବ ରହିବ ବ୍ରିଟେନ୍
ଲଣ୍ଡନ, ୧୩ା୯:ବ୍ରିଟେନ୍ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଶେଷକୃତ୍ୟ ପୂର୍ବରୁ ଆସନ୍ତା ରବିବାର ରାତି ୮ଟାରେ ସାରା ଦେଶ ଏକ ମିନିଟ୍ ନୀରବ ପ୍ରାର୍ଥନା କରିବ। ଏ ନେଇ ଡାଉନିଂ ଷ୍ଟ୍ରିଟ୍ ପକ୍ଷରୁ ସୋମବାର ଘୋଷଣା କରିବ। ୧୯ ତାରିଖରେ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର…
ଇଗ୍ନୁ ନାମଲେଖା ଅବଧି ୨୨କୁ ବୃଦ୍ଧି
ଭୁବନେଶ୍ୱର, ୧୩।୯(ବ୍ୟୁରୋ):ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୁ)ରେ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ଅବଧି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ ଇଗ୍ନୁର ଓ୍ବେବ୍ସାଇଟ୍ www.ignou.ac.inରେ ଉପଲବ୍ଧ ରହିଛି। ଏଥିସହ ନାମଲେଖା ପାଇଁ https://ignouadmission.samarth.edu.inରେ…
ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି ସଦସ୍ୟାଙ୍କ କୃତଜ୍ଞତା
ଭୁବନେଶ୍ୱର, ୧୩ା୯(ବ୍ୟୁରୋ):ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲାର ମିଶନ ଶକ୍ତି ସଦସ୍ୟାମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ…
ସୂର୍ଯ୍ୟକିରଣ ଶୋ’ ପାଇଁ ସ୍ଥିତି ପରଖିଲେ କମିଶନର, ଡିସିପି
ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୬ ତାରିଖରେ କୁଆଖାଇ ନଦୀକୂଳ ଜରିପାଟଣା ନିକଟସ୍ଥ ବାଲିଯାତ୍ରା ପଡ଼ିଆରେ ହେବାକୁ ଥିବା ସୂର୍ଯ୍ୟକିରଣ ଶୋ’ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ସୋମବାର ଗ୍ରାଉଣ୍ଡରେ ପୋଲିସ କମିଶନର ଏବଂ ଡିସିପି ସ୍ଥିତି ପରଖିଛନ୍ତି। ପ୍ରଦର୍ଶନୀ ସମୟରେ ସୁରକ୍ଷା ଏବଂ…
ଭାଙ୍ଗିଲେ ବଙ୍କର, ଖାଲି କଲେ ପୋଷ୍ଟ, ଶେଷରେ ଗୋଗରା ହଟସ୍ପ୍ରିଙ୍ଗରେ ଷ୍ଟାଣ୍ଡଅଫ ପଏଣ୍ଟରୁ ପଛକୁ ହଟିରେ ଭାରତ-ଚାଇନା ସେନା
ନୂଆଦିଲ୍ଲୀ,୧୩ ।୯: ଶେଷରେ ଭାରତ-ଚାଇନା ସେନାଙ୍କ ମଧ୍ୟରେ ଦୀର୍ଘ ୨ ବର୍ଷ ହେବ ଲାଗି ରହିଥିବା ଗତିରୋଧ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସୋମବାର ସମ୍ପୂର୍ଣ୍ଣ ଲଦ୍ଦାଖରେ ଗୋଗରା-ହଟସ୍ପ୍ରିଙ୍ଗସ ଅଞ୍ଚଳରେ ପାଟ୍ରୋଲିଂ ପଏଣ୍ଟ ୧୫(ପିପି-୧୫)କୁ ଧ୍ୱଂସ କରି ଦିଆଯାଇଛି । ଦୁଇ…
ଜୁଆର ମାଡ଼ରେ ଭ୍ୟୁ ଟାୱାର ମୂଳଦୁଆ ଭୁଶୁଡ଼ିଲା
ଏରସମା,୧୩ା୯(ସ୍ବ.ପ୍ର.):ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ଏବେ ବିପଦସଙ୍କୁଳ ହୋଇପଡ଼ିଛି। ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ସଂଗଠିତ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ…
ଆଜିଠୁ ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା
ଭୁବନେଶ୍ୱର, ୧୩।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଚଳିତବର୍ଷ ଯେଉଁ ଛାତ୍ରୀଛାତ୍ର ଏସବୁ ପରୀକ୍ଷାରେ ପାସ୍ ମାର୍କ ରଖିଥିଲେ ମଧ୍ୟ କେବଳ ଗୋଟିଏ ବିଷୟରେ ଫେଲ ହୋଇଥିଲେ, ସେମାନେ ହିଁ…
Archives


