Home Left

ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଆତ୍ମସମର୍ପଣ

କଟକ ଅଫିସ,୧୩ା୯:କଟକରେ ନକଲି ଔଷଧ କାରବାର ମାମଲାରେ କମିଶନରେଟ ପୋଲିସର ତନାଘନା ଆରମ୍ଭ ହୋଇଛି। ଫେରାର ଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟ ସୋମବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଯାଉଁଳିଆପଟି ପୂଜା ଏଣ୍ଟରପ୍ରାଇଜ୍‌ର…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର,୧୩ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ଆସନ୍ତା ୧୪ରେ ମୁମ୍ବାଇର ଏକ ଘରୋଇ ହୋଟେଲ୍‌ରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏଥିରେ ଦେଶର ବିଶିଷ୍ଟ ଉଦ୍ୟୋଗପତିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

୧୫ ଦିନ ସମୟ ନେଲେ ସରକାର

ଭୁବନେଶ୍ବର,୧୩ା୯(ବ୍ୟୁରୋ):ବର୍ଷାରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ରାଜ୍ୟ ସରକାରଙ୍କ ଉପରେ ଏକ ପ୍ରକାର ଚାପ ପଡ଼ିଥିବା ଆଲୋଚନା ଜୋର୍‌ ଧରିଛି। ସେମାନଙ୍କ ଦାବି ପୂରଣ କରିବା ଦିଗରେ ଏବେ ଚିନ୍ତା କରିବା ଆରମ୍ଭ କରିଦେଇଛନ୍ତି। ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଦଶହରା ପୂର୍ବରୁ ଖୁସି…

କଳାପଟା ନାହିଁ, ଆଲମିରାରେ ଲେଖୁଛନ୍ତି ଶିକ୍ଷୟିତ୍ରୀ

ସୋନପୁର/ବିନିକା,୧୩।୯(ନି.ପ୍ର./ଡି.ଏନ୍‌.ଏ.):ଗୁଣାତ୍ମକ ଶିକ୍ଷାଦାନ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନର ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ରୂପାନ୍ତରଣ ବା ୫-ଟି ବିଦ୍ୟାଳୟ ଯୋଜନାକୁ ସୁବର୍ଣ୍ଣପୁର ଜିଲାରେ ବିଶେଷ ସଫଳତା ମିଳିିପାରି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଦ୍ୱିତୀୟ ପର୍ଯ୍ୟାୟରେ ଉଦ୍‌ଘାଟିତ…

ନୀତୀଶଙ୍କୁ ଝଟ୍‌କା: ଦାମନ-ଡିୟୁର ସମସ୍ତ ଜେଡିୟୁ ସଦସ୍ୟ ଭାଜପାରେ ସାମିଲ, ୧୫ ପଞ୍ଚାୟତ ସଦସ୍ୟ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୩ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଅଲଗା ହେବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନତା ଦୟ ୟୁନାଇଟେଡ(ଜେଡିୟୁ)କୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି । ନୀତୀଶ ଭାଜପା ବିରୋଧୀଙ୍କୁ ଏକାଠି କରିବା ମଧ୍ୟରେ ତାଙ୍କୁ ଆଉ ଏକ…

ମନ୍ତ୍ରୀଙ୍କୁ ଚପଲ ମାଡ

ଜୟପୁର,୧୩।୯: ରାଜସ୍ଥାନର ମନ୍ଦିର ସହର ପୁଷ୍କରରେ ଗୁର୍ଜର ସଂରକ୍ଷଣ କମିଟିର ସୁପ୍ରିମୋ ସ୍ବର୍ଗତ କର୍ଣ୍ଣେଲ କିରୋରି ସିଂ ବଂଶଲାଙ୍କ ଅସ୍ଥି ବିସର୍ଜନ ପୂର୍ବରୁ ଆୟୋଜିତ ଗୁର୍ଜର ମହାସମ୍ମିଳନୀରେ ବହୁ ଅସନ୍ତୋଷ ଦେଖାଦେଇଥିଲା। ମଞ୍ଚରେ ଉପସ୍ଥିତ ନେତାମାନଙ୍କୁ ତୀବ୍ର ବିରୋଧ କରାଯାଇଥିଲା। ବିକ୍ଷୋଭକାରୀମାନେ…

ଗାଁକୁ ଯାଇ ରାଜସ୍ବ ମାମଲା ଫଇସଲା କରିବେ ତହସିଲଦାର

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୫ ତାରିଖରୁ ତହସିଲଦାରମାନେ କ୍ୟାମ୍ପ କୋର୍ଟ ଶୁଣାଣି ଆରମ୍ଭ କରିବେ। ସେହିପରି ପ୍ରତ୍ୟେକ ମାସରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧୀନରେ ଥିବା ପ୍ରତ୍ୟେକ ଗଁାକୁ ଯାଇ ବିଭିନ୍ନ ରାଜସ୍ବ ମାମଲା ଫଇସଲା କରିବେ। ଏଥିପାଇଁ ରାଜସ୍ବ ବିଭାଗ…

କିନ୍ନରଙ୍କ ସହ ସ୍ବାମୀଙ୍କୁ ବିବାହ କରାଇଲେ ସ୍ତ୍ରୀ

ଭବାନୀପାଟଣା/ନର୍ଲା,୧୩।୯(ସ୍ବ.ପ୍ର./ଡି.ଏନ୍‌.ଏ.):ମନ ସହ ମନର ମିଳନ ହିଁ ପ୍ରକୃତ ପ୍ରେମ। ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅଧୀନ ଧୁରୁକୁଟି ଗ୍ରାମରେ। ୫ବର୍ଷ ଧରି ବୈବାହିକ ଜୀବନ ବିତାଇଥିବା ଜନୈକ ଯୁବକ ଜଣେ କିନ୍ନରଙ୍କ ହାତ ଧରିଛନ୍ତି।…

ଇଲେକ୍ଟ୍ରିକ୍‌ ହାଇଓ୍ବେ ବିକାଶ ଲାଗି ସରକାର କାର୍ଯ୍ୟ କରୁଛନ୍ତି: ଗଡ଼କରୀ

ନୂଆଦିଲ୍ଲୀ,୧୨।୯: କେନ୍ଦ୍ର ସରକାର ସୌରଶକ୍ତି ଚାଳିତ ଇଲେକ୍ଟ୍ରିକ୍‌ ରାଜପଥ ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି। ଏହି ରାଜପଥରେ ଯାତାୟାତ କରୁଥିବା ବସ୍‌, ଟ୍ରକ୍‌ ଚାର୍ଜ କରିବା ସୁବିଧା ସେଠାରେ ରହିବ ବୋଲି କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରଜାପଥ ମନ୍ତ୍ରୀ…

ଜାକ୍‌ଲିନ୍‌ଙ୍କୁ ତୃତୀୟ ସମନ

ନୂଆଦିଲ୍ଲୀ,୧୨।୯: କନ୍‌ମ୍ୟାନ ସୁକେଶ ଚନ୍ଦ୍ରଶେଖରଙ୍କ ସହ ୨୦୦କୋଟି ଟଙ୍କା ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥିବା ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ଙ୍କୁ ଦିଲ୍ଲୀ ପୋଲିସର ଆର୍ଥତ୍କ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସୋମବାର ତୃତୀୟ ଥର ପାଇଁ ସମନ ଜାରି କରିଛି। ତାଙ୍କୁ ୧୪…

ଦଙ୍ଗା ଉସୁକାଇବା ଘଟଣାରେ ଏଏପିର ୨ବିଧାୟକ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୧୨।୯: ଦଙ୍ଗା ଉସୁକାଇବା ଏବଂ ପୋଲିସକର୍ମଚାରୀଙ୍କ ଉପରେ ଆକ୍ରମଣ କରିବା ସମ୍ପର୍କିତ ୭ବର୍ଷ ପୁରୁଣା ମାମଲାରେ ଦିଲ୍ଲୀ ରୌଜ ଏଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି(ଏଏପି)ର ୨ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଏପି ବିଧାୟକ ଅଖିଳେଶ ତ୍ରିପାଠୀ, ସଞ୍ଜୀବ ଝା…

ଭାଉଜ ହତ୍ୟା ଅଭିଯୋଗରେ ଦିଅର ଗିରଫ

ବଡ଼ଗାଁ, ୧୨।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଗରିଆମାଲ ଗାଁ ନିକଟ ଜଙ୍ଗଲରେ ପୋତା ଯାଇଥିବା ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ସୋମବାର ଜବତ କରିଛି। ହତ୍ୟା କରି ପୋତିଥିବା ଅଭିଯୋଗରେ ପୋଲିସ ମୃତା ମହିଳାଙ୍କ ଦିଅର ଜିତେନ୍ଦ୍ର କିଣ୍ଡୋ(୩୦)ଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri