ଅଗଷ୍ଟ ୧୫ରେ ୭୫୦୦ ଅମୃତ ସରୋବରରେ ଉଡିବ ତ୍ରିରଙ୍ଗା, କାମରେ ଲାଗିବେ ମନରେଗା ଶ୍ରମିକ
ଲକ୍ଷ୍ନୌ,୪ ।୮: ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି ସ୍ୱାଧିନତା ଦିବସର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୫ ଅଗଷ୍ଟରେ ରାଜ୍ୟର ୭୫୦୦ ଅମୃତ ସରୋବରେ ତ୍ରିରଙ୍ଗା ଉଡାଯିବ । ଅମୃତ ସରୋବାରର ଦେଖାଶୁଣା କରିବା ଲାଗି…
ୟୁକ୍ରେନର ରିଫ୍ୟୁଜି ପିଲାଙ୍କ ସହ ସମୟ କାଟିଲେ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କେବଳ ବଲିଉଡ ନୁହେଁ ହଲିଉଡରେ ବି ଏବେ ଖୁବ୍ ଆକ୍ଟିଭ । ଅଭିନୟ ମାଧ୍ୟମରେ ସେ ହଲିଉଡରେ ବି ଜଣେ ପରିଚିତ ଚେହେରା ପାଲଟି ଯାଇଛନ୍ତି । ଏବେ ସେ ତାଙ୍କ ପର୍ସନାଲ…
‘ଲୋକେ ମୋତେ ବିବାଦକୁ ଟାଣି ଆଣୁଛନ୍ତି’
ମୁମ୍ବାଇ: ଅଭିନେତ୍ରୀ କରୀନା କପୁର, ଅମିର ଖାନ୍ଙ୍କ ସହ ତାଙ୍କର ଆଗାମୀ ଫିଲ୍ମ ‘ଲାଲ୍ ସିଂହ ଚଢ଼ା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ଏକ ସାକ୍ଷାତକାରରେ କରୀନା କହିଛନ୍ତି, ‘ସୀତା: ଦି ଇନ୍କରେନେଶନ’ ପାଇଁ ୧୨ କୋଟି ଟଙ୍କା ମାଗିବା ତାଙ୍କ…
ମନ୍ତ୍ରୀଙ୍କୁ ସ୍କୁଟିରେ ବସାଇ କାର୍ଯ୍ୟାଳୟରେ ଛାଡିଲେ ସ୍ମୃତି ଇରାନୀ: ଭିଡିଓ ଭାଇରାଲ୍
ନୂଆଦିଲ୍ଲୀ,୩।୮: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବୁଧବାର ତାଙ୍କ ସହକର୍ମୀ ତଥା ମନ୍ତ୍ରୀ ଭାରତୀ ପାୱାରଙ୍କୁ ସ୍କୁଟିରେ ବସାଇ ତାଙ୍କ କାର୍ଯ୍ୟାଳୟରେ ଛାଡିଛନ୍ତି। ସେ ଏହାର ଭିଡିଓକୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ମଧ୍ୟ ପୋଷ୍ଟ କରିଛନ୍ତି। ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ…
କିରାଣିଙ୍କୁ ଘରୁ ମିଳିଲା ୮୫ ଲକ୍ଷ ନଗଦ ଟଙ୍କା
ଭୋପାଳ,୩।୮: ମଧ୍ୟପ୍ରଦେଶ ଚିକିତ୍ସା ବିଭାଗରେ କାର୍ଯ୍ୟରତ ଜଣେ କିରାଣିଙ୍କ ଘରେ ଚଢାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କା ଜବତ କରାଯାଇଛି। ଚଢାଉ କରିବାକୁ ଯାଇଥିବା ଅଧିକାରୀମାନେ ଏତେ ଟଙ୍କା ଦେଖି ଆଶ୍ଚର୍ଯ୍ୟ ହୋଇପଡିଛନ୍ତି। ସୂଚନାଯୋଗ୍ୟ, ହିରୋ କେଶଓ୍ବାନୀ ଜଣେ କିରାଣି ଭାବରେ…
ବଜ୍ରପାତରେ ୨ ଗାଈ ମୃତ, ମହିଳା ଗୁରୁତର
କୋରୁକୋଣ୍ଡା,୩ା୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ କିଛିଦିନ ପ୍ରବଳ ଗରମ ହେବା ପରେ ମଙ୍ଗଳବାରଠାରୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାରେ ଲାଗିଛି। ବୁଧବାର କୋରୁକୋଣ୍ଡା ବ୍ଲକ ଅଧିନସ୍ଥ ଡୁଡା ମେଟା ପଞ୍ଚାୟତ ଅଧିନସ୍ଥ କୋୟାଗୁଡ଼ାର ମୁକା ମାଡ଼କାମୀଙ୍କ ସ୍ତ୍ରୀ ମୁକେ…
ଆସନ୍ତା ୫ରେ ରାଜଭବନ ଘେରିବ କଂଗ୍ରେସ
ଭୁବନେଶ୍ବର, ୩ା୮(ବ୍ୟୁରୋ): ଦିନକୁ ଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ହେବାରେ ଲାଗିଛି। ବେକାରି ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍ଟି ଲାଗୁ ଆଦି ବିରୋଧରେ…
ମାଡ୍ପିଟ୍ରେ ଜଣଙ୍କ ଜୀବନ ଗଲା
ଜମନକିରା,୩ା୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…
ଲୋନ୍ କରାଇଦେବାକୁ କହି ଏସ୍ଏଚ୍ଜି ସଦସ୍ୟାଙ୍କ ଲକ୍ଷାଧିକ ଟଙ୍କା ଠକିଥିଲେ: ଭଡାଘରୁ ଦମ୍ପତିଙ୍କୁ ବାନ୍ଧିଲା ପୋଲିସ
ଝାରସୁଗୁଡା ଅଫିସ୍,୩।୮: ଝାରସୁଗୁଡା ଜିଲା ଲଇକେରା ଥାନା ଓ କୁଲବିଲା ଥାନା ଅଞ୍ଚଳର ବିଭିନ୍ନ ଗ୍ରାମର ଏସ୍ଏଚ୍ଜି ଗ୍ରୁପ୍ ସଦସ୍ୟାମାନଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ଋଣ କରାଇଦେବା କହି ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ପୋଲିସ୍ରେ ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ…
ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: କଂଗ୍ରେସ
ନୂଆଦିଲ୍ଲୀ,୩।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ହେରାଲ୍ଡ ହାଉସ୍ରେ ଥିବା ୟଙ୍ଗ୍ ଇଣ୍ଡିଆନ୍ ଲିମିଟେଡ୍ର ଅଫିସକୁ ସିଲ୍ କରିଛି। ଏଥିସହ କଂଗ୍ରେସ ମୁଖ୍ୟାଳୟ ସଂଯୋଗ କରୁଥିବା ରାସ୍ତାରେ ବ୍ୟାରିକେଡ୍ କରାଯିବା ସହ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବାସଭବନ ବାହାରେ ଅଧିକ ସଂଖ୍ୟକ…
୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର
କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି ଜିଲାପାଳଙ୍କ ଅଫିସ ଘେରାଉ କରି ସେମାନଙ୍କ ସମସ୍ୟା ଜଣାଇଛନ୍ତି। ଖାଦ୍ୟ,ପାନୀୟ,ପୋଷାକ ଯୋଗାଣ ତଥା…
ଦୀକ୍ଷା ନେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୩।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଲିଙ୍ଗାୟତ ସମ୍ପ୍ରଦାୟର ଦୀକ୍ଷା ଗ୍ରହଣ କରିଛନ୍ତି। କର୍ନାଟକର ଚିତ୍ରଦୁର୍ଗାଠାରେ ଥିବା ପ୍ରସିଦ୍ଧ ଲିଙ୍ଗାୟତ ମଠର ମୁଖ୍ୟ ଡାକ୍ତର ଶିବମୂର୍ତ୍ତୀ ମୁରଗା ଶରଣରୁ ସ୍ବାମୀଙ୍କୁ ଭେଟି ସେ ଇଷ୍ଟଲିଙ୍ଗ ଦୀକ୍ଷା ନେଇଥିଲେ। ଏହି ସମୟରେ…
Archives


