Home Left

ସୋନାଲି ଫୋଗଟ ମୃତ୍ୟୁ ଘଟଣା: ପୁଣି ସିବିଆଇ ତଦନ୍ତ ଦାବି କଲେ ଝିଅ

ନୂଆଦିଲ୍ଲୀ,୧୧।୯: ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ରହସ୍ୟଜନକ ମୃତ୍ୟୁ ନେଇ ଚର୍ଚ୍ଚା ଜାରି ରହିଛି। ଏହି ଘଟଣାରେ ଗୋଆ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ଗୋଆ ପୋଲିସ ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନଙ୍କୁ ଗିରଫ କରିଛି। ତେବେ…

ଦ୍ୱାରକା ପୀଠ ଶଙ୍କରାଚାର୍ଯ୍ୟଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧।୯: ଦ୍ୱାରକା ପୀଠ ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ରବିବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ସମୟରେ ତାଙ୍କ ଅନୁଗାମୀମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା…

ଏସିଆ କପ୍‌ ଫାଇନାଲ୍‌: ପାକିସ୍ତାନକୁ ୧୭୧ ରନ୍‌ର ଟାର୍ଗେଟ୍‌

ଦୁବାଇ,୧୧।୯: ଏସିଆ କପ ୨୦୨୨ର ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦ ଓଭରରେ ୬ ଉଇକେଟ ହରାଇ ୧୭୦ ରନ ସଂଗ୍ରହ କରିଛି। ଫଳରେ ପାକିସ୍ତାନକୁ ୧୭୧ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଟସ ଜିତିବା ପରେ ପ୍ରଥମେ ବୋଲିଂ…

ବିବାହ ପ୍ରସ୍ତାବ କଥା ଶୁଣି ଏମିତି ପ୍ରତିକ୍ରିୟା ଦେଲେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୧।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦଳ ‘ଭାରତ ଯୋଡ’ ଯାତ୍ରା ଆରମ୍ଭ କରିଛି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଲୋକଙ୍କ ପାଖକୁ ଯାଇ ସେମାନଙ୍କ ଭଲ ମନ୍ଦ ପଚାରି ବୁଝୁଛନ୍ତି। ଏହି କ୍ରମରେ ରାହୁଲ ତାମିଲନାଡୁରେ…

ନିର୍ମାଣ କାର୍ଯ୍ୟରେ ଛାତ୍ରଙ୍କୁ ନିୟୋଜିତ କରି ପ୍ରଧାନଶିକ୍ଷକ ନିଲମ୍ବିତ

ମାଲକାନଗିରି,୧୧ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଥି ପଞ୍ଚାୟତ କଂସାରିପୁଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରମାନଙ୍କୁ ବିଦ୍ୟାଳୟର ଭାଙ୍ଗି ଯାଇଥିବା ପାଚେରି ନିର୍ମାଣ କାର୍ଯ୍ୟରେ ନିୟୋଜିତ କରିବା ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଏଥିଲାଗି ସେଠାକାର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରାଙ୍କୁ…

ପ୍ରମୋଶନରେ ବ୍ୟସ୍ତ ସ୍ବରା

ମୁମ୍ବାଇ:ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଜାହାଁ ଚାର୍‌ ୟାର୍‌’  ଆସନ୍ତା ୧୬ ତାରିଖରେ ମୁକ୍ତିଲାଭ କରିବ। ସ୍ବରାଙ୍କ ସହିତ ଫିଲ୍ମରେ ଶୀଖା ତାଲସାନିଆ, ପୂଜା ଚୋପ୍ରା ଏବଂ ମେହେର ଭିଜ୍‌ ଅଭିନୟ କରିଛନ୍ତି। ଏହାର ନିର୍ଦ୍ଦେଶନା ଦେଇଛନ୍ତି…

ପୁରୁଷ ବନ୍ଧୁଙ୍କ ଗୁପ୍ତାଙ୍ଗ କାଟିଦେଲେ ଯୁବକ

ଲକ୍ଷ୍ନୌ, ୧୧।୯:ଉତ୍ତର ପ୍ରଦେଶ ବରେଲି ଜିଲା ସିଭିଲ୍‌ ଲାଇନ୍‌ରେ ଥିବା ଏକ ହୋଟେଲରେ ଜଣେ ଯୁବକ (୩୨) ତାଙ୍କ ପୁରୁଷବନ୍ଧୁ (୩୦)ଙ୍କ ଗୁପ୍ତାଙ୍ଗ କାଟି ଦେଇଛନ୍ତି। ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଜରିଆରେ ପୁରୁଷବନ୍ଧୁ ଯୁବକଙ୍କୁ ବ୍ଲାକ୍‌ମେଲ୍‌ କରୁଥିବା ପୋଲିସ କହିଛି। ସମ୍ପୃକ୍ତ…

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ…

ବରଗଡ଼ ପଲିଟେକ୍ନିକ କଲେଜ ଛାତ୍ର ସର୍ବଭାରତୀୟ ଟପ୍ପର

ବରଗଡ଼ ଅଫିସ,୧୧।୯: ଭାରତୀୟସ୍ତରରେ ଅନୁଷ୍ଠିତ ହୋଇଥିବା ଏଆଇଟିଟି ପରୀକ୍ଷା ଆଇଟି ସେକ୍ଟରରେ ବରଗଡ଼ ସରକାରୀ ପଳିଟେକ୍ନିକ କଲେଜର ଛାତ୍ର ପିତେଶ୍ୱର ବାରିକ ସର୍ବଭାରତରେ ଟପ୍ପର ହୋଇଛନ୍ତି । ଏହି ସଫଳତାରେ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ତଥା କଲେଜର ସମସ୍ତ କର୍ମଚାରୀ,…

ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି: ପ୍ରଫୁଲ୍ଲ ପଟେଲ

ନୂଆଦିଲ୍ଲୀ,୧୧।୯: ୨୦୨୪ ଲୋକ ସଭା ନିର୍ବାଚନରେ ଏନସିପି ସୁପ୍ରିମୋ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି ବୋଲି ଏନସିପି ଏମ୍‌ପି ପ୍ରଫୁଲ୍ଲ ପଟେଲ ରବିବାର ସ୍ପଷ୍ଟ କରିଛନ୍ତି। ଦିଲ୍ଲୀର ଟକାଟୋରା ଷ୍ଟାଡିୟମରେ ଏନସିପିର ଅଷ୍ଟମ ଜାତୀୟ ସମ୍ମିଳନୀରେ ପ୍ରଫୁଲ୍ଲ କହିଛନ୍ତି, ଶରଦ…

ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କରୁଛନ୍ତି ଦିବ୍ୟାଙ୍ଗ ଯୁବତୀ, ଭିଡିଓ ଭାଇରାଲ

କଥାରେ ଅଛି, ଇଛା ଥିଲେ, ଉପାୟ ଆପେ ଆପେ ଆସେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ ଯୁବତୀ। ନିଜ ଅକ୍ଷମତାକୁ ପଛରେ ପକାଇ ଏହି ଯୁବତୀ ଜଣଙ୍କ ହ୍ବିଲ୍‌ଚେୟାରରେ ବସି ଫୁଡ୍‌ ଡେଲିଭରୀ କାର୍ଯ୍ୟ କରୁଛନ୍ତି। ଏହି…

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘର: ୫ ପରିବାର ବାସହରା

ପାରଳାଖେମୁଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ୫ଟି ଘର ଭାଙ୍ଗିଯାଇଛି। ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତ ଅଧୀନ ଅଢେଇ, କୁଣ୍ଢେଇସିଂ, ଜଗନ୍ନାଥପୁର ଓ ଗିରା ଗାଁରେ ଘର ଭାଙ୍ଗି ଭୁଶୁଡ଼ି ପଡିଛି। କୁଣ୍ଢେଇସିଂ ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri