Home Left

ଜଙ୍ଗଲ କିସମ ଜମି ପାକ୍ସରେ ଚାଷୀ ପଞ୍ଜୀକରଣରେ ବାଧକ, ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ଦଲାଲ ହେଉଛନ୍ତି

ମହାକାଳପଡ଼ା, ୨୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଖରିନାସି, ଜମ୍ବୁ, ରାମନଗର, ସୁନିତି ପଞ୍ଚାୟତ ସମେତ ଅନ୍ୟ ଅଞ୍ଚଳରୁ କେତେଜଣ ଧାନ ବ୍ୟବସାୟୀ ଓ ଦଲାଲ ଚାଷୀଙ୍କଠାରୁ ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ହେଉଛନ୍ତି।…

କୋରାପୁଟରେ ଉଡ଼ିଲା ତ୍ରିରଙ୍ଗା, ଉପମୁଖ୍ୟମନ୍ତ୍ରୀ କହିଲେ ଭାରତ ଗଠନ ନେଇ ଜାତୀୟ ପତାକା ତଳେ ସମସ୍ତ…

କୋରାପୁଟ,୨୬ା୧(ଅମିତାଭ ବେହେରା): ସୋମବାର କୋରାପୁଟ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ପରେଡରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଆୟୋଜିତ ପରେଡକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପ୍ରଥମେ…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।…

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ ଘଟିଲା ଅଘଟଣ, ବିମାନରେ ଥିଲେ…

ଓ୍ବାଶିଂଟନ୍‌,୨୬।୧: ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌ ଚ୍ୟାଲେଞ୍ଜର୍‌ ୬୦୦ ବିମାନ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ମୋଟ ୮ ଜଣ…

YouTube କଣ୍ଟେଣ୍ଟ କ୍ରିଏଟର୍ସ ହେବେ ମାଲାମାଲ: ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧: YouTube କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଖୁସିଖବର। ଚଳିତବର୍ଷ କଣ୍ଟେଣ୍ଟ କ୍ରିଏଟର୍‌ଙ୍କ ଉପରେ ହେବ ଟଙ୍କା ବର୍ଷା। ସେମାନଙ୍କୁ ଅଧିକ ରୋଜଗାର କରିବାରେ ସାହାଯ୍ୟ କରିବା ପାଇଁ YouTube ଅନେକ ନୂତନ ଉପାୟ ପ୍ରଚଳନ କରୁଛି। YouTube ସିଇଓ ନିଆଲ ମୋହନ…

ନିୟମିତ ଖାଆନ୍ତୁ ଅମୃତଭଣ୍ଡା: ଫାଇଦା ଜାଣିଲେ ଉଡ଼ିଯିବ ହୋଶ୍‌

ଅମୃତଭଣ୍ଡାରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ହଜମ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏଥିରେ ଭିଟାମିନ୍‌-ସି ଭରି ରହିଛି। ତେଣୁ ଏହାକୁ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଅମୃତଭଣ୍ଡାରେ…

ସାଧାରଣତନ୍ତ୍ର ଦିବସରେ ମୋଦିଙ୍କୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ

କଟକ,୨୬।୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ…

ଏଣିକି ଶସ୍ତା ହୋଇଯିବ କାର୍‌: EU-ଭାରତ ମଧ୍ୟରେ ବଡ଼ ଡିଲ୍‌

ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ ଆମଦାନୀ ହେଉଥିବା କାର ଉପରେ ଶୁଳ୍କକୁ ୧୧୦ ପ୍ରତିଶତରୁ ୪୦ ପ୍ରତିଶତକୁ ହ୍ରାସ…

ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

ଭୁବନେଶ୍ବର,୨୬।୧: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧି ମାର୍ଗରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଭବ୍ୟ ପରେଡ ଆରମ୍ଭ ହୋଇଯାଇଛି। ରାଜ୍ୟପାଳ ଅଭିବାଦନ ଗ୍ରହଣ କରୁଛନ୍ତି। ଏଥର ପରେଡ୍‌ରେ ୫୪ଟି…

କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର ୨୮ ରାଜସ୍ବ ଗ୍ରାମ ମଧ୍ୟରୁ କତ୍ରାଗୁଡା, ଗୁମେଇପଦର, ତଳକାନ୍ତି, ଥୁରିଆ, ବଡ଼ବନ୍ଧ, ମାଥଲମ୍ବା…

ଦୁଃଖଦ ଖବର: ଆମବସ୍‌ ଧକ୍କାରେ ଯୁବକ ମୃତ

ସମ୍ବଲପୁର,୨୬ା୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ତଳି ଛକରେ ଆମବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ପ୍ରେସ୍‌କ୍ଲବ କର୍ମଚାରୀ ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ କଞ୍ଜରା ଗ୍ରାମର ନୀରଦ କୁମାର ସାହୁ(୪୮)। ଜିଲା ମୁଖ୍ୟ ଚିକିତ୍ସାଳୟରେ…

କ୍ରିକେଟ୍‌ରେ ହଇଚଇ କଲେ ଅଭିଷେକ ଶର୍ମା: କଲେ ବିଶ୍ୱରେକର୍ଡ

ଗୌହାଟୀ,୨୬।୧: ଟିମ ଇଣ୍ଡିଆର ଷ୍ଟାର ଓପନର ଅଭିଷେକ ଶର୍ମା ଆଜିକାଲି ଚମତ୍କାର ଫର୍ମରେ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ତାଙ୍କ ବିସ୍ଫୋରକ ବ୍ୟାଟିଂ ଦ୍ୱାରା ବୋଲରମାନଙ୍କୁ ଚକିତ କରିସାରିଥିବା ଅଭିଷେକ ତୃତୀୟ ମ୍ୟାଚରେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri