Home Left

ତୃତୀୟ ଟି୨୦ରେ ଭାରତ ବିଜୟୀ

ବାସେଟେରେ, ୩ା୮: ଉଭୟ ବୋଲିଂ ଓ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ କରି ଭାରତ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୭ ଉଇକେଟରେ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୫ ଉଇକେଟ ହରାଇ ୧୬୪ ରନ କରିଥିବାବେଳେ…

ଟ୍ରକ୍‌ ଟର୍ମିନାଲକୁ ଜୋର୍‌ଦାର ବିରୋଧ

ଅନୁଗୋଳ ଅଫିସ,୩।୮: ଅନୁଗୋଳ ସଦର ଥାନା ଅନ୍ତର୍ଗତ ଶାବଳଭଙ୍ଗାରେ ହେବ ଟ୍ରକ୍‌ ଟର୍ମିନାଲ। ଏଥିପାଇଁ ଜାଗା ଚିହ୍ନଟ ହୋଇଥିବା ବେଳେ ଏହାକୁ ଶାବଳଭଙ୍ଗା ଗ୍ରାମର ମହିଳା ଓ ପୁରୁଷମାନେ ଜୋର୍‌ଦାର ବିରୋଧ କରିଛନ୍ତି। ଏ ନେଇ ସେମାନେ ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳଙ୍କୁ…

ସୁନ୍ଦରୀ ପ୍ରତିଯୋଗିତାରୁ ରାଜ୍ୟଗୋଷ୍ଠୀ ପଦକ

ବର୍ମିଂହାମ୍‌,୩ା୮: ଇଂଲଣ୍ଡ ଭାରୋତ୍ତୋଳିକା ସାରା ଡେଭିସ୍‌ ୭୧ କିଗ୍ରା ଓଜନ ବର୍ଗରେ ରେକର୍ଡ କରିବା ସହିତ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। କ୍ଲିନ୍‌ ଆଣ୍ଡ ଜର୍କରେ ୧୨୬ କିଗ୍ରାର ଓଜନ ଉଠାଇ ରାଜ୍ୟଗୋଷ୍ଠୀ ରେକର୍ଡ ନିଜ ନାମରେ କରିଥିଲେ ସାରା। ଏହା…

ହତାଶ କରୁଛନ୍ତି ହାତୀପଲ: ୧୫ ବର୍ଷରେ ବନ ବିଭାଗ ଦେଇଛି ମାତ୍ର ୭୫ ଲକ୍ଷ ଟଙ୍କାର କ୍ଷତିପୂରଣ

ଛେଣ୍ଡିପଦା,୩।୮(ସ୍ବ.ପ୍ର.)- ଆଖି ଆଗରେ ଉଜୁଡ଼ିଯାଉଛି ନଡ଼ିଆ, ଆମ୍ବ ଓ କଦଳୀ ବଗିଚା। ଦଳା ଚକଟାରେ ନଷ୍ଟ ହୋଇଯାଉଛି ଧାନ, ମୁଗ, ପୋଟଳ, ବାଇଗଣ ଫସଲ। ବୋର୍‌ଓ୍ବେଲଠାରୁ ଘର, ଆସବାବପତ୍ର କିଛି ବି ବର୍ତ୍ତୁନି ହାତୀ ଉପଦ୍ରବରୁ। ବର୍ଷକୁ ଲକ୍ଷ ଲକ୍ଷ ଟଙ୍କାର…

ବିକାଶ, ବ୍ୟାଡ୍‌ମିଣ୍ଟନରୁ ରୌପ୍ୟ

ବର୍ମିଂହାମ୍‌, ୩ା୮(ପି.ଟି.): ଭାରତର ହେଭିଓ୍ବେଟ୍‌ ଲିଫ୍ଟର ବିକାଶ ଠାକୁର ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଦେଶ ପାଇଁ ଆଉ ଏକ ପଦକ ଆଣିଦେଇଛନ୍ତି। ମଙ୍ଗଳବାର ପୁରୁଷ ୯୬କେଜି ଶ୍ରେଣୀରେ ସେ ରୌପ୍ୟ ପଦକ ଲାଭ କରିଛନ୍ତି। ସେହିପରି ବ୍ୟାଡ୍‌ମିଣ୍ଟନ୍‌ ମିକ୍ସଡ୍‌ ଟିମ୍‌ ଇଭେଣ୍ଟରେ ଭାରତ…

ଜଗଦୀପ ଧନଖରଙ୍କୁ ସମର୍ଥନ କରିବ ବିଏସ୍‌ପି

ଲକ୍ଷ୍ନୌ,୩।୮: ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖରଙ୍କୁ ସମର୍ଥନ କରିବେ। ବୁଧବାର ଏନେଇ ବିଏସ୍‌ପି ସୁପ୍ରିମୋ ମାୟାବତୀ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହି…

ମାଇଁ ମେଡିସିନ ପଲିକ୍ଲିନିକ ଉଦ୍‌ଘାଟିତ

ଭୁବନେଶ୍ୱର,୩ା୮: ସ୍ବଳ୍ପ ମୂଲ୍ୟରେ ଉନ୍ନତମାନର ଚିକିତ୍ସା ସହ ଅର୍ଥାଭାବରୁ ବଞ୍ଚିତ ହେଉଥିବା ଲୋକମାନଙ୍କ ପାଖରେ ଚିକିତ୍ସା ସୁବିଧା ଯୋଗାଇଦେବାର ଲକ୍ଷ୍ୟ ନେଇ ମାଇଁ ମେଡିସିନ ପଲିକ୍ଲିନିକର ଶୁଭାରମ୍ଭ ସ୍ଥାନୀୟ ଲୁଇସ୍‌ ରୋଡ୍‌ଠାରେ ଆରମ୍ଭ ହୋଇଯାଇଛି। ଏଠାରେ ପ୍ରାୟ ସବୁ ବିଭାଗର ବହୁ…

୭ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀଙ୍କ ପରାଜୟ

ବ୍ରହ୍ମପୁର ଅଫିସ,୩।୮: ଗଞ୍ଜାମ ଜିଲାରେ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀର ଗୁରୁତ୍ୱ ରହିଛି। ଏଠାରୁ ବିଶିଷ୍ଟ ବ୍ୟକ୍ତିମାନେ କଂଗ୍ରେସରୁ ବିଧାୟକ ହେବା ସହ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହୋଇଥିବା ନଜିର ଅଛି। ତେବେ ୧୯୯୦ରୁ ୨୦୧୯ ମଧ୍ୟରେ ହୋଇଥିବା ୭ ସାଧାରଣ ନିର୍ବାଚନରେ…

କାଜଲ ଅଗ୍ରୱାଲ ମୋବିଲାର ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ

ନୂଆଦିଲ୍ଲୀ,୩ା୮: ଅଗ୍ରଣୀ ମୋବାଇଲ ଆସେସୋରିଜ ବ୍ରାଣ୍ଡ ମୋବିଲାର ମାର୍କେଟିଂ ଓ ବ୍ରାଣ୍ଡିଂ ପଦକ୍ଷେପ ମାଧ୍ୟମରେ ଏହାର ବଜାର ସ୍ଥିତିକୁ ମଜଭୁତ କରିବାରେ ଲାଗିଛି। କମ୍ପାନୀର ସ୍ଥିତିକୁ ଅଧିକ ମଜଭୁତ କରିବା, ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଓ ଅଧିକରୁ ଅଧିକ ଗ୍ରାହକଙ୍କ ନିକଟରେ…

ଗଞ୍ଜାମ ମାନଚିତ୍ରରୁ ଲିଭିଯିବ ପୋଡ଼ମପେଟା

ଛତ୍ରପୁର/ଗଞ୍ଜାମ(ଡି.ଏନ.ଏ)/ବ୍ରହ୍ମପୁର ଅଫିସ,୩।୮: ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ପୋଡମପେଟା ଗାଁ ଗଞ୍ଜାମ ମାନଚିତ୍ରରୁ ଲିଭିଯିବାକୁ ବସିଛି। ଦିନକୁ ଦିନ ସମୁଦ୍ର କୂଳ ଖାଉଥିବାରୁ ଏହି ଆଶଙ୍କା ଦେଖାଦେଇଛି ା ପୂର୍ବରୁ ସମୁଦ୍ର ଗାଁଠାରୁ ୨ କି.ମି. ଦୂରରେ ଥିବା ବେଳେ ବାରମ୍ବାର…

ଜୁଲାଇରେ ବାଣିଜ୍ୟ ନିଅଣ୍ଟ ୩୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୩ା୮: ଜୁଲାଇରେ ଭାରତର ବାଣିଜ୍ୟ ନିଅଣ୍ଟ ୩୧ ବିଲିୟନ ଡଲାର ବୃଦ୍ଧି ପାଇଛି। ସେହିଭଳି ରପ୍ତାନିରେ କ୍ରମାଗତ ହ୍ରାସ ଏବଂ ବିକଶିତ ଅର୍ଥନୀତିରେ ବିମୁଦ୍ରୀକରଣର ଧାରା ଓ ବାଣିଜ୍ୟ ଦ୍ରବ୍ୟର ବୃଦ୍ଧି ଘଟାଇଛି। ମଙ୍ଗଳବାର ବାଣିଜ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ଜୁଲାଇରେ…

ଓଏମ୍‌ସିରେ ନିରାପତ୍ତା ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର,୩ା୮: ଓଡ଼ିଶା ଖଣି ନିଗମ (ଓଏମ୍‌ସି) ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ‘ସେଫ୍ଟି କନ୍‌କ୍ଲେଭ-୨୨’ ଶୀର୍ଷକ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିଗମର ଅଧ୍ୟକ୍ଷ ଡି. କେ. ସିଂହ ଓ ଏମ୍‌ଡି ବଲ୍‌ୱନ୍ତ ସିଂହ ସମ୍ମାନିତ ଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri