ପ୍ରହଲ୍ଲାଦ ମୀନା ହେଲେ ବୌଦ୍ଧ ଏସ୍ପି, ପ୍ରମୋଦ ରଥ ଦେବଗଡ଼ ଏସ୍ପି
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଏବଂ ବରିଷ୍ଠ ଓପିଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୨୦୧୭ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରହଲ୍ଲାଦ ସହାଏ ମୀନାଙ୍କୁ ବୌଦ୍ଧ…
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି: ଖେଳିବେନି ଜାଡେଜା
ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ତୃତୀୟ ଟି୨୦ ମୁକାବିଲା ଖେଳାଯାଉଛି। ଏଥିରେ ଭାରତ ପ୍ରଥମେ ଟସ୍ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛି। ଉଭୟ ଦଳ ଚୂଡାନ୍ତ ଏକାଦଶରେ ଗୋଟିଏ ଗୋଟିଏ ପରିବର୍ତ୍ତନ କରିଛି। ମ୍ୟାଚ୍ରେ…
ଟେବୁଲ୍ ଟେନିସ୍ରେ ସ୍ବର୍ଣ୍ଣ ପଦକ ଜିତିଲା ଭାରତ
ବର୍ମିହାମ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଉଲ୍ଲେଖନୀୟ ପ୍ରଦର୍ଶନ ଜାରି ରଖିଛନ୍ତି ଭାରତୀୟ ଖେଳାଳି। ଏଥିଯୋଗୁ କ୍ରମାଗତ ଭାବେ ଭାରତର ପଦକ ସଂଖ୍ୟା ବୃଦ୍ଧି ପାଉଛି। ମଙ୍ଗଳବାର ଭାରତୀୟ ଲନ୍ ବଲ୍ ମହିଳା ଟିମ୍ ପରେ ଭାରତର ଟେବୁଲ୍ ଟେନିସ୍ ପୁରୁଷ ଦଳ…
ଡିପିରେ ତ୍ରିରଙ୍ଗା ଲଗାଇ ଟ୍ରୋଲ
ବମ୍ବେ: ଟ୍ରୋଲ ହେଉଛନ୍ତି ବଲିଉଡ୍ର ଖୀଲାଡି କିଙ୍ଗ ଅକ୍ଷୟ କୁମାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜର ସମସ୍ତ ସୋସିଆଲ ମିଡିଆ ପୃଷ୍ଠାର ଡିପି ସ୍ଥାନରେ ତ୍ରିରଙ୍ଗା ଲଗାଇବା ସହ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଅପିଲ୍ କରିଥିଲେ।…
ପାକିସ୍ତାନୀ ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୬ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ…
ଇସଲାମାବାଦ, ୨।୮ : ବାଲୁଚିସ୍ତାନରେ ବନ୍ୟା ସହାୟତା କାର୍ଯ୍ୟରେ ନିୟୋଜିତ ଥିବା ପାକିସ୍ତାନୀ ସେନାର ହେଲିକପ୍ଟର ଲାସବେଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୬ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ଆନ୍ତଃସେବା ଜନସମ୍ପର୍କ ବିଭାଗ ଏସମ୍ପର୍କରେ ସୂଚନା ପ୍ରଦାନ…
ନିରାଶ କଲେ ଦୂତି: ପ୍ରଥମ ରାଉଣ୍ଡରୁ ବିଦା
ବର୍ମିହାମ,୨।୮: ନିରାଶ କଲେ ଓଡ଼ିଶାର ଧାବିକା ଦୂତୀ ଚାନ୍ଦ। ମଙ୍ଗଳବାର ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ୧୦୦ ମିଟର ଦୌଡ଼ରେ ଭାଗନେଇଥିଲେ ହେଁ ସେମି ଫାଇନାଲ ଲାଗି ଯୋଗ୍ୟତା ଅର୍ଜନ କରିପାରିନାହାନ୍ତି। ଦୂତିଙ୍କୁ ୧୦୦ ମିଟର ଅତିକ୍ରମ କରିବା ଲାଗି ୧୧.୫୫ ସେକେଣ୍ଡ…
୮୧ ଚାଇନା ନାଗରିକଙ୍କୁ ଭାରତ ଛାଡ଼ିବାକୁ ଦିଆଯାଇଛି ନୋଟିସ୍
ନୂଆଦିଲ୍ଲୀ,୨।୮: ସଂସଦର ଚାଲିଥିବା ମୌସୁମୀ ଅଧିବେଶନ ସମୟରେ ମଙ୍ଗଳାବର ଲୋକ ସଭାରେ ଭାରତ ଆସିଥିବା ଚାଇନା ନାଗରିକଙ୍କ ବିଷୟରେ ସରକାର ସୂଚନା ଦେଇଛନ୍ତି। ଗତ ୨ବର୍ଷ ମଧ୍ୟରେ ୮୧ ଜଣ ଚାଇନା ନାଗରିକଙ୍କୁ ଭାରତ ଛାଡିବାକୁ ନୋଟିସ ଦିଆଯାଇଛି ବୋଲି କେନ୍ଦ୍ର…
ଅବୈଧ ପ୍ରେମ ସମ୍ପର୍କକୁ ନେଇ ସଂକୀର୍ତ୍ତନ ଗୁରୁଙ୍କୁ ହତ୍ୟା, ବାପ ପୁଅ ସମେତ ୩ ଅଟକ
ଦେବଗଡ଼,୨।୮(ଡି.ଏନ୍.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ବୁଢାପାଳ ଫାଣ୍ଡି ଅନ୍ତର୍ଗତ ଠିଆନାଳ ଗ୍ରାମରେ ଏକ ଅବୈଧ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। ସୋମବାର ରାତିରେ ଠିଆନାଳ କେନ୍ଦୁପତ୍ର ଫଡ଼ି ଘର ନିକଟରେ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ପୋଲିସ ହତ୍ୟାକାଣ୍ଡରେ…
ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏଭଳି ପରିସ୍ଥିତିରେ ସଂସଦରେ ମୌସୁମୀ ଅଧିବେଶନ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନ୍ସୁଖ…
ଆଉ ଜଣେ ପଞ୍ଜାବୀ ଗାୟକଙ୍କୁ ମିଳିଲା ହତ୍ୟା ଧମକ: ମୁଖ୍ୟମନ୍ତ୍ରୀ-ପୋଲିସକୁ ଚିଠି ଲେଖି ମାଗିଲେ ସୁରକ୍ଷା
ଚଣ୍ଡିଗଡ଼,୨।୮: ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ଓ୍ବାଲାଙ୍କୁ ହତ୍ୟା କରାଯିବାର ୨ମାସ ପରେ ଆଉ ଜଣେ ଗାୟକଙ୍କୁ ହତ୍ୟା ଧମକ ମିଳିଛି। ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ପଞ୍ଜାବୀ ଗାୟକ ତଥା ଗୀତିକାର ଜାନି ପୋଲିସର ସୁରକ୍ଷା…
ବଲିଉଡ୍ର ତିନି ଖାଁଙ୍କ ସହ କାମ କରିବାକୁ ଚାହୁଁନାହାନ୍ତି ଜାହ୍ନବୀ
ବମ୍ବେ: ବଲିଉଡ୍ର ତିନି ଖାଁଙ୍କ ସହ କାମ କରିବାକୁ ଚାହୁଁନାହାନ୍ତି ଅଭିନେତ୍ରୀ ଜାହ୍ନବୀ କପୁର। ନିକଟରେ ସେ କହିଥିବା ଏଭଳି କିଛି କଥା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୨୦୧୮ରେ ‘ଧଡକ’ ଜରିଆରେ ବଲିଉଡ୍ରେ ପାଦ ଥାପିଥିଲେ ଜାହ୍ନବୀ। ସେବେଠାରୁ ସେ…
ମୃତ୍ୟୁ ପୂର୍ବରୁ ଭବିଷ୍ୟବାଣୀ
୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ‘ସୂର୍ଯ୍ୟବଂଶମ’ ଫିଲ୍ମରେ ଅମିତାଭ ବଚ୍ଚନଙ୍କ ନାୟିକା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କୁ ଦର୍ଶକ ଖୁବ ପସନ୍ଦ କରିଥିଲେ। ସୌନ୍ଦର୍ଯ୍ୟା ଏହି ଚଳଚ୍ଚିତ୍ର ସହିତ ବଲିଉଡ୍ରେ ଡେବ୍ୟୁ କରିଥିଲେ। ପରେ ସେ ଅନ୍ୟ କୌଣସି ବଲିଉଡ…
Archives


