ଲୋକ ସଭାରେ ଦରବୃଦ୍ଧି ତାତି
ନୂଆଦିଲ୍ଲୀ,୨।୮: ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ଲୋକ ସଭାରେ ସୋମବାର ଆଲୋଚନା ବେଳେ ପ୍ରବଳ ହଟ୍ଟଗୋଳ ହୋଇଛି। ବିତର୍କର ଜବାବରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଦେଶରେ ଆର୍ଥତ୍କ ସ୍ଥିତିର ଏକ ହିସାବ ରଖିବା ସହ ମାନ୍ଦାବସ୍ଥା ଆସିବାର ପ୍ରଶ୍ନ ଉଠୁନାହିଁ…
‘ବାୟୁସେନାରେ ସଶକ୍ତ ଯୁବଗୋଷ୍ଠୀଙ୍କ ଆବଶ୍ୟକତା ରହିଛି’
ଭୁବନେଶ୍ୱର, ୨।୮(ବ୍ୟୁରୋ):ବାୟୁସେନା ମୁଖ୍ୟାଳୟ ନୂଆଦିଲ୍ଲୀସ୍ଥିତ ବାୟୁଭବନରୁ ଏୟାର ମାର୍ଶଲ ଏସ୍.କେ. ଝା, ଏଭିଏସ୍ଏମ୍, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିଥିଲେ। ଭାରତୀୟ ବାୟୁସେନାର ଅଗ୍ନିପଥ ଯୋଜନାରେ କିଭଳି…
ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର କଳିଙ୍ଗ ହକି ଷ୍ଟାଡିୟମ୍ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବିଜୟ ନାୟକଙ୍କୁ ରାଷ୍ଟ୍ରପତିଙ୍କ ଅତିରିକ୍ତ ସଚିବ ଦାୟିତ୍ୱ
ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ସଚିବ(ପ୍ରେସ୍) ଭାବେ ପୂର୍ବତନ ପ୍ରଶାସନିକ ଅଧିକାରୀ ବିଜୟ ନାୟକଙ୍କୁ ନିଯୁକ୍ତି ଦିଆଯାଇଛି। ବିଜୟ ନାୟକ ବର୍ତ୍ତମାନ ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସ୍ଡି ଭାବେ କାର୍ଯ୍ୟରତ ଅଛନ୍ତି। ସେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଥିଲେ।…
ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
ସୁନ୍ଦରଗଡ଼/ସବ୍ଡେଗା,୨ା୮ (ଡି.ଏନ୍.ଏ.):ସୁନ୍ଦରଗଡ଼ ଜିଲା ତଳସରା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ ଡା. ପ୍ରଫୁଲ୍ଲ କୁମାର ମାଝିଙ୍କ କାର୍ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରୁ ଡା. ମାଝି ଓ ତାଙ୍କ…
କମର୍ସିଆଲ ଗ୍ୟାସ୍ ମୂଲ୍ୟ ୩୬ ଟଙ୍କା ହ୍ରାସ
ଭୁବନେଶ୍ୱର,୨/୮: କ୍ରମାଗତ ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ପାଉଛି। ତା’ର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି। ବିଶେଷକରି ଗତ କିଛି ମାସ ହେବ ଦେଶରେ ତୈଳ ଉତ୍ପାଦଗୁଡ଼ିକର ମୂଲ୍ୟ ପରିବର୍ତ୍ତନ ହେଉଛି। ଏପରିକି କମର୍ସିଆଲ ଗ୍ୟାସ୍ ଏବଂ…
ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷୀୟ ଶିଶୁ
ନୂଆଦିଲ୍ଲୀ, ୨ା୮:ସମ୍ପ୍ରତି ଦେଶରେ ଅତ୍ୟବଶ୍ୟକ ସାମଗ୍ରୀର ଦରଦାମ୍ ହୁ ହୁ ହୋଇ ବଢ଼ିଚାଲିଛି। ମୂଲ୍ୟବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ପାର୍ଲାମେଣ୍ଟ ଅଧିବେଶନରେ ବିରୋଧୀ ଏହା ଉପରେ ଆଲୋଚନା ଦାବି କରି ହଟ୍ଟଗୋଳ ଜାରି ରଖିଛନ୍ତି। ପରିବାର ଚଳାଇବା ସାଧାରଣ ଲୋକଟିଏ…
ଚାରା ରୋପଣରେ ଦୁର୍ନୀତି
ଭୁବନେଶ୍ୱର,୨ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ହୋଇଛି। ଜଙ୍ଗଲ ଧ୍ୱଂସ ଏହାର ଏକ ପ୍ରମୁଖ କାରଣ। ବନୀକରଣ ଉପରେ ସବୁସ୍ତରରେ ଜୋର ଦିଆଯାଉଛି। କିନ୍ତୁ ଓଡ଼ିଶା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରେ ହେଉଥିବା ଅନିୟମିତତା ରାଜ୍ୟର…
ହାରିଲା ଭାରତ
ସେଣ୍ଟ କିଟ୍ସ,୨।୮: ସେଣ୍ଟ କିଟ୍ସରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ୱେଷ୍ଟଇଣ୍ଡିଜ ଭାରତକୁ ପରାସ୍ତ କରିଛି। ତିନି ବର୍ଷ ପରେ ୱେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ ଟି-୨୦ରେ ଭାରତ ବିପକ୍ଷରେ ଜିତିଛି। ପ୍ରଥମେ ଖେଳି ଭାରତୀୟ ଦଳ ୱେଷ୍ଟଇଣ୍ଡିଜକୁ ୧୩୯ ରନ୍ର ଟାର୍ଗେଟ ଦେଇଥିଲା। ୱେଷ୍ଟଇଣ୍ଡିଜ…
ସ୍ତ୍ରୀଙ୍କୁ ବ୍ଲାକ୍ମେଲ କରୁଥିଲେ ପୋଲିସ କର୍ମଚାରୀ: କାନ, ଓଠ, ନାକ ହାଣିଲେ ସ୍ବାମୀ
ଲାହୋର,୧।୮: ପାକିସ୍ତାନରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ମହିଳାଙ୍କୁ ବ୍ଲାକ୍ମେଲ କରିବା ମହଙ୍ଗା ପଡ଼ିଛି। ଯେଉଁଥିରେ ସ୍ବାମୀ ଉକ୍ତ ପୋଲିସ କର୍ମଚାରୀଙ୍କ ନାକ, କାନ, ଓଠ କାଟିଦେଇଛନ୍ତି। ଏଭଳି ଘଟଣା ଘଟିଛି ପାକିସ୍ତାନର ପଞ୍ଜାବ ପ୍ରଦେଶରେ। ସୂଚନାଯୋଗ୍ୟ,…
କାଶୀପୁର ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି
ଟିକିରି,୧ା୮(ଡି.ଏନ୍.ଏ.): ଓଡ଼ିଶା ଜନଜାଗରଣ ଅଭିଯାନର ରାଜ୍ୟ ସଭାପତି ମଧୁସୁଦନଙ୍କ ନେତୃତ୍ୱରେ ଏକ ଟିମ୍ କାଶୀପୁର ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ଗସ୍ତ କରି ମୃତକମାନଙ୍କ ପରିବାରକୁ ସାକ୍ଷାତ କରିଛନ୍ତି। ମୃତକଙ୍କ ପରିବାର ଲୋକେ ଶ୍ରମିକ ଶ୍ରେଣୀର ହୋଇଥିବାରୁ ପ୍ରତ୍ୟେକ ପରିବାରକୁ ୨୦…
ରାଜଧାନୀରେ ଦ୍ୱିତୀୟ ମଙ୍କିପକ୍ସ ମାମଲା ଚିହ୍ନଟ
ନୂଆଦିଲ୍ଲୀ,୧।୮: କରୋନା ପରେ ଏବେ ମଙ୍କିପକ୍ସ ଦେଶରେ କାୟାବିସ୍ତାର କରିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉକ୍ତ ୩୫ବର୍ଷୀୟ ଆକ୍ରାନ୍ତ ନାଇଜେରିଆର ହୋଇଥିବା ବେଳେ ବର୍ତ୍ତମାନ ସେ ଦିଲ୍ଲୀରେ ରହୁଛନ୍ତି। ନିକଟରେ ସେ ବିଦେଶ…
Archives


