Home Left

ଶିକ୍ଷକ, ଶ୍ରେଣୀଗୃହ ଅଭାବ, ପାଠପଢ଼ାରେ ବ୍ୟାଘାତ

ଡେରାବିଶ, ୧୦ା୯ (ସ୍ବ.ପ୍ର.): ଡେରାବିଶ ବ୍ଲକ ଛୋଟି ପଞ୍ଚାୟତ ରାମଚଣ୍ଡୀ ନୋଡାଲ ଶିକ୍ଷା ନିକେତନ ୫-ଟି ଯୋଜନାରେ ରୁପାନ୍ତରୀକରଣ କରାଯାଇଥିଲା। ଏହି କାମରେ ପ୍ରାୟ ୩୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହୋଇଛି। ବ୍ଲକ ପ୍ରଶାସନ ତତ୍ତ୍ୱାବଧାନରେ ହୋଇଥିବା ଏହି କାମର…

ଜଗତ୍‌ସିଂହପୁରରେ ହେବ ଗାମ୍ବୁସିଆ ମାଛ ଚାଷ

ଜଗତ୍‌ସିଂହପୁର ଅଫିସ, ୧୦ା୯: ଜଗତ୍‌ସିଂହପୁର ଜିଲାରେ ସନ୍ତୋଷଜନକ ଭାବେ ଅଲ୍‌ଟ୍ରାସାଉଣ୍ଡ ସେବା ଉପଲବ୍ଧ ହେଉନାହିଁ। ବିଶେଷକରି ସରକାରୀ ଡାକ୍ତରଖାନାରେ ଏହି ଅଭାବ ଚିନ୍ତାର କାରଣ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଅଛି। କିନ୍ତୁ ଏହାକୁ ଚଳାଇବା…

ଉଚ୍ଛେଦ ବେଳେ ପୋଲିସକୁ ଆକ୍ରମଣ: ୫ ଗିରଫ

ରଘୁନାଥପୁର,୧୦ା୯(ଡି.ଏନ୍‌.ଏ.): ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ରଘୁନାଥପୁର ତହସିଲ ଅନ୍ତର୍ଗତ ଧରାଧରପୁର ପଞ୍ଚାୟତସ୍ଥିତ ଭାସିଲପୁର ଗ୍ରାମ୍ୟ ରାସ୍ତାରୁ ଜବରଦଖଲ ଉଚ୍ଛେଦ ହୋଇଛି। ଏହି ସମୟରେ ତହସିଲ୍‌ଦାରଙ୍କ ଉପସ୍ଥିତିରେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରାଯାଇଛି। ଏନେଇ ତହସିଲଦାର ରୂପାଲିକା ଦାଶ ରଘୁନାଥପୁର ଥାନାରେ…

ଭିଜିଲାନ୍ସ ଜାଲରେ ବେଆଇନ କଳାପଥର ପରିବହନ

ଯାଜପୁର ଅଫିସ,୧୦ା୯: ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା କଲେଜ ରୋଡ୍‌ ନିକଟରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ୍‌ ପକ୍ଷରୁ ଚଢ଼ାଉ କରାଯାଇ ୨୫ ଲକ୍ଷ ୨୪ ହଜାର ଟଙ୍କାର କଳାପଥର ସମେତ ଏକ ହାଇୱା ଜବତ ହୋଇଛି।…

ବୁଲା କୁକୁରଙ୍କୁ ଖାଦ୍ୟ ଦେଉଥିବା ବ୍ୟକ୍ତି ତା’ର ଟିକାକରଣ ବି କରାଇବେ

ନୂଆଦିଲ୍ଲୀ,୧୦ ।୯: ବୁଲା କୁକୁର କାମୁଡା ଘଟଣାରେ ସୁପ୍ରିମକୋର୍ଟ କହିଛନ୍ତି, ଯେଉଁ ବ୍ୟକ୍ତିମାନେ ବୁଲା କୁକୁରଙ୍କୁ ଖାଇବାକୁ ଦେଉଛନ୍ତି, ସେମାନଙ୍କ ଟିକାକରଣର ଦାୟିତ୍ୱ ମଧ୍ୟ ସେହିମାନେ ନେବେ । ସେହି କୁକର ଯଦି କାହାକୁ କାମୁଡିଲା ତେବେ ତାଙ୍କର ଚିକିତ୍ସା ଓ…

ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦ା୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ…

ଉନ୍ନୟନ କାର୍ଯ୍ୟ ପାଇଁ ଭିକ୍ଷା ମାଗିଲେ ସରପଞ୍ଚ

କେନ୍ଦ୍ରାପଡ଼ା ଅଫିସ, ୧୦ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡା ପଞ୍ଚାୟତବାସୀ ପ୍ରଶାସନିକ ଅବହେଳାର ଶିକାର ହୋଇଛନ୍ତି। ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ଲୋକ ପ୍ରତିନିଧି ଉନ୍ନୟନ କାର୍ଯ୍ୟ କରିବାରେ ବାଧା ଉପୁଜୁଛି। ସରକାରୀ ଯୋଜନା ଏହି ପଞ୍ଚାୟତରେ କାର୍ଯ୍ୟକାରୀ ହୋଇପାରୁନାହିଁ। ପଞ୍ଚାୟତର…

ମିଳିଲାନି ସହାୟତା, ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ

ବାହାନଗା, ୧୦ା୯(ଡି.ଏନ.ଏ.): ସଡ଼କ ଦୁର୍ଘଟଣାରେ ଦିବ୍ୟାଙ୍ଗ ପାଲଟିଯାଇଥିବା ଜଣେ ଯୁବକ ସହାୟତା ନ ପାଇ ଚାରିଆଡୁ ନିରାଶ ହେବା ପରେ ଶେଷରେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। କିଟନାଶକ କିଣି ପିଇବା ସମୟର ଏକ ଭିଡିଓ କରି ସେ ନିଜେ ଫେସବୁକ୍‌…

ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ…

ଉତ୍ତମ ସମାରିଟାନ ନାମ ସୁପାରିସ କରିବ ପୋଲିସ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିଚାଲିଛି। ଦୁର୍ଘଟଣାଗ୍ରସ୍ତଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ଲାଗି ଆଗେଇ ଆସୁଥିବା ବ୍ୟକ୍ତିଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବା ସକାଶେ ରାଜ୍ୟ…

ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ…

ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri