Home Left

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ: ଚାଷୀଙ୍କ ଧାରଣା

କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ…

ପ୍ରଥମ ଥର କମ୍ପାନୀର ସିଇଓ ହେଲା ରୋବୋ

ବେଜିଂ,୮ା୯: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଜୀବନକୁ ଅଧିକ ସହଜ କରିଥିବା ବେଳେ ଏହାର ଉପଯୋଗରେ ନିର୍ମିତ ରୋବୋ ଧୀରେ ଧୀରେ ମାନବ କର୍ମଚାରୀଙ୍କ ସ୍ଥାନ ନେବାକୁ ଯାଉଛି। ଚାଇନା ଏହାର ମେଟାଭର୍ସ କମ୍ପାନୀ ନେଟ୍‌ଡ୍ରାଗନ୍‌ ଓ୍ବେବ୍‌ସଫ୍ଟରେ ଏକ ରୋବୋକୁ ସିଇଓ ନିଯୁକ୍ତି…

୩ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବରଗଡ଼ ଅଫିସ୍‌,୮।୯: ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ କେନ୍ଦପାଲି ଗ୍ରାମରେ ୨୦୧୬ରେ ଜମିବାଡ଼ି ବିବାଦକୁ ନେଇ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ସ୍ରୋତସ୍ବିନୀ କର ମାମଲାର ଶୁଣାଣି କରି…

ବିବାଦୀୟ ସ୍ଥାନରୁ ସେନା ପ୍ରତ୍ୟାହାର କଲା ଭାରତ, ଚାଇନା

ଲଦାଖ,୮।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…

ଆସିଲେନି ସମ୍ପର୍କୀୟ, କାନ୍ଧ ଦେଲେ ପୋଲିସ ଏଏସ୍‌ଆଇ, ସ୍ବେଚ୍ଛାସେବୀ

ବୌଦ୍ଧ,୮ା୯(ସ୍ବ.ପ୍ର.): ବୌଦ୍ଧ ସହରର ନୂଆଁସାହି କଚେରୀ ପଡିଆ ନିକଟସ୍ଥ ଏକ ଭଡାଘରେ ରହୁଥିବା ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତା ମହିଳା ହେଲେ ସୁରୁବୁଢୀ ବେହେରା ମିଳିଥିବା ସୂଚନା ମୁତାବକ, ଗୁରୁବାର ସକାଳେ ଭଡା ଘର ଦୁଆରେ ଥିବା…

୩ବର୍ଷ ପରେ କୋହଲିଙ୍କ ଶତକ

ଦୁବାଇ,୮।୯: ଦୀର୍ଘ ଦିନର ବିଫଳତା ପରେ ଏସିଆ କପର ଗୁରୁବାର ଭାରତ-ଆଫଗାନିସ୍ତାନ ଶେଷ ମ୍ୟାଚରେ ବିରାଟ କୋହଲିିଙ୍କ ଦମ୍‌ଦାର ଶତକୀୟ ଇନିଂସ ଦେଖିବାକୁ ମିଳିଛି। ଏହି ଇନିଂସ୍‌ ବଳରେ କୋହଲି ନିଜ ୭୧ତମ ଇଣ୍ଟରନ୍ୟାସନାଲ ଶତକ ପୂରା କରିଛନ୍ତି। କୋହଲି ୬୧…

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲା:ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୮ା୯-ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗୁରୁବାର ଜଣେ ୧୦ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହୋଇଥିବା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି।…

ଏମ୍‌କେସିଜିରେ ଚିକିତ୍ସା ଅବହେଳା, ଶିଶୁ ମୃତ୍ୟୁ ନେଇ ଅଭିଯୋଗ

ବ୍ରହ୍ମପୁର ଅଫିସ,୮ା୯: ଚିକିତ୍ସା ଅବହେଳାରୁ ବ୍ରହ୍ମପୁର ବଡ ମେଡିକାଲରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ମୃତ ଶିଶୁଙ୍କ ବାପା ପ୍ରମୋଦ କୁମାର ଉଥାନସିିଂ ଏମ୍‌କେସିଜି ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୮।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧ ଜିଲାରେ ମାଓବାଦୀ ଦମନ ପାଇଁ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମିଳିଥିବା ସୂଚନା…

ଟ୍ରଲର ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ରଗଡି,୮ା୯(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ଛକରେ ଗୁରୁବାର ସକାଳେ ଏକ ଟ୍ରଲର ଧକ୍କାରେ ସ୍ବାମୀଙ୍କ ମୃତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର କାଳନ୍ଦୀ…

ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ କାର୍ଯ୍ୟସୂଚୀ ପ୍ରକାଶ: ଦର୍ଶକଙ୍କୁ ମିଳିବନି ଅନୁମତି

ଦୁବାଇ,୮।୯: ଆଇସିସି ଟି-୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ ଅକ୍ଟୋବର ୧୭ ଏବଂ ଅକ୍ଟୋବର ୧୯ରେ ଖେଳାଯିବ। ରୋହତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ଉଭୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବ୍ରିସ୍‌ବେନ୍‌ର ଗାବାଠାରେ ଖେଳିବ।…

ଡେଙ୍ଗୁ: ଗଞ୍ଜାମରେ ୩୮ ଆକ୍ରାନ୍ତ

ବ୍ରହ୍ମପୁର,୮ା୯-ଗଞ୍ଜାମ ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବାହାର ରାଜ୍ୟ ଓ ଜିଲାରୁ ଲୋକେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗଞ୍ଜାମ ଆସୁଥିବାରୁ ସଂଖ୍ୟା ବଢ଼ୁଛି। ଗୁରୁବାର ଦିନକରେ ୩ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କବିସୂର୍ଯ୍ୟନଗର ବ୍ଲକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri