ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା
ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ସାଂଗଠନିକ ଦାୟିତ୍ବ ଘୋଷାଣା କରିଚାଲିଛନ୍ତି । ରବିବାର ଜିଲା ବିଜୁ ଯୁବ…
ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ
ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ) ସିମାଞ୍ଚଳ ପାତ୍ର(୯୭) ଙ୍କୁ କେନ୍ଦ୍ର ସରକାର ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପାଇଁ ମନୋନୀତ…
ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା
ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି ସବିଶେଷ ସୂଚନା ଦେଇଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୁହେଁ ବରଂ ବର୍ତ୍ତମାନର ପଞ୍ଚାୟତ…
ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍
ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ଓଡ଼ିଶାର ପ୍ରଥମ (AI) ଏବଂ ମେସିନ୍ ଲର୍ନିଂ ଲ୍ୟାବ୍ ପ୍ରତିଷ୍ଠା…
ଟି୨୦ ବିଶ୍ୱକପ୍ରେ ସ୍କଟ୍ଲାଣ୍ଡ ସାମିଲ ହେବା ପରେ ମୁହଁ ଖୋଲିଲା ବାଂଲାଦେଶ କ୍ରିକେଟ ବୋର୍ଡ
ଢାକା,୨୫ା୧: ଆସନ୍ତା ୭ ତାରିଖରୁ ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ୍ ଲାଗି ବାଂଲାଦେଶ ବଦଳରେ ସ୍କଟ୍ଲାଣ୍ଡକୁ ସାମିଲ କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିକୁ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସ୍ବୀକାର କରିବା ସହିତ ଏହା ଉପରେ ପ୍ରତିକ୍ରିୟା ରଖିଛି।…
ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା
ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି । ଭଞ୍ଜନଗର ପୋଲିସ ମୋବାଇଲ ଫେରାଇବା ପରେ ଲୋକମାନଙ୍କ ମନରେ ଖୁସି ଦେଖାଯାଇଥିଲା ।…
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି
ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ ସରପଞ୍ଚ ଶାଗୁ ମାଝୀଙ୍କର ପରଲୋକ ଘଟିଛି । ଗତ ଶନିବାର ଅପରାହ୍ନରେ ଏକ…
ନକ୍ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ
ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ୧୬ଟି କ୍ରିକେଟ ଦଳ ଅଂଶ ଗ୍ରହଣ କରିଥିବା ବେଳେ ଫାଇନାଲ…
୨୭ରୁ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ, ବଲାଙ୍ଗୀର ବିଧାୟକ…
ବଲାଙ୍ଗୀର, ୨୫।୧(ସୁନିଲ କୁମାର ମହାନ୍ତି) : ଆସନ୍ତା ୨୭ ଜାନୁଆରୀ ଠାରୁ ୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣାମେଣ୍ଟ ବଲାଙ୍ଗୀର ଗାନ୍ଧୀ ଷ୍ଟାଡ଼ିୟମ୍ ଠାରେ ଆରମ୍ଭ ହେବ । ମହାରାଜା ଫୁଟବଲ ଏସୋସିଏସନ୍ ବଲାଙ୍ଗୀର…
ଗୋପାଳପୁର ମହୋତ୍ସବ ପାଇଁ ମା’ ତାରାତାରିଣୀଙ୍କୁ ନିମନ୍ତ୍ରଣ, ପ୍ରଥମଥର ପାଇଁ…
ପୁରୁଷୋତ୍ତମପୁର,୨୫/୧(ସବିତା ମିଶ୍ର): ଗୋପାଳପୁର ମହୋତ୍ସବକୁ ଆଉ ମାତ୍ର ଦୁଇ ଦିନ ବାକି ରହିଛି । ଗଞ୍ଜାମ ଜିଲାର ଗୋପାଳପୁର ଠାରେ ହେବାକୁଥିବା ବେଳାଭୂମି ମହୋତ୍ସବ ଲାଗି ପ୍ରଶାସନ ପକ୍ଷରୁ ପ୍ରଥମେ ଗଞ୍ଜାମର ଇଷ୍ଟଦେବୀ ମା ତାରାତାରିଣୀଙ୍କୁ ନିମନ୍ତ୍ରଣ କରାଯାଇଛି । ରବିବାର…
ATMରୁ ଟଙ୍କା ବାହାରିଲାନାହିଁ, ହେଲେ ଆକାଉଣ୍ଟରୁ କଟିଲା ଟଙ୍କା? ମନେ ରଖନ୍ତୁ RBIର ଏହି ନିୟମ…
ନୂଆଦିଲ୍ଲୀ,୨୫।୧:ଆମର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ, ଆମକୁ ପ୍ରାୟତଃ ନଗଦ ଟଙ୍କା ଆବଶ୍ୟକ ହୁଏ। ହେଲେ ସବୁବେଳେ ନଗଦ ଟଙ୍କା ରଖିବା କଷ୍ଟକର। ତେଣୁ ଆମେ ATMରୁ ନଗଦ ଟଙ୍କା ଉଠାଇବା ପାଇଁ ଚେଷ୍ଟା କରୁ। ଆଜିର ଡିଜିଟାଲ ଯୁଗରେ,…
ସୂଚନା ଫଳକରେ ପିଟି ହେଲା ବାଇକ୍: ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ଲାଞ୍ଜିଗଡ଼,୨୫।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ସୂଚନା ଫଳକରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଜଣେ…
Archives


