Home Left

ଅର୍ପିତା ସମ୍ପୃକ୍ତ ଥିବା ୩ କମ୍ପାନୀ ଉପରେ ଇଡି ଚଢ଼ାଉ

କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଟିଏମ୍‌ସି ନେତା ତଥା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ବିପୁଳ ପରିମାଣର ସୁନା ମିଳିବା ପରେ…

ତ୍ୱରିତ ନ୍ୟାୟ ଦେଇ ବିଚାରପତି ନିଲମ୍ବିତ

ନୂଆଦିଲ୍ଲୀ,୩୦।୭(ପି.ଟି.): ଏକ ମାମଲାରେ ତ୍ୱରିତ ନ୍ୟାୟ ପ୍ରଦାନ କରି ବିହାରର ଜଣେ ନ୍ୟାୟିକ ଅଧିକାରୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ପାଟନା ହାଇକୋର୍ଟଙ୍କ ନିଲମ୍ବନ ଆଦେଶକୁ ଚ୍ୟାଲେଞ୍ଜ କରି ଅରାରିଆର ଉକ୍ତ ଅତିରିକ୍ତ ଜିଲା ଓ ସେସନ୍ସ ଜଜ୍‌ ଶଶିକାନ୍ତ ରାୟ ସୁପ୍ରିମକୋର୍ଟରେ…

ମୁକ୍ତା ଯୋଜନାରେ ଦୁର୍ନୀତି ଅଭିଯୋଗ

ଜଗତସିଂହପୁର ଅଫିସ, ୩୦।୭: କୋଭିଡ୍‌-୧୯ ଯୋଗୁ ରାଜ୍ୟର ବହୁ ଲୋକ ଜୀବିକା ହରାଇଥିଲେ । ବିଶେଷକରି ଗରିବ ଓ ପ୍ରବାସୀମାନେ କ୍ଷତିଗ୍ରସ୍ତ ହୋଇଥିଲେ। ଏନେଇ ସହରାଞ୍ଚଳ ଗରିବ ଓ ପ୍ରବାସୀଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ କର୍ମ…

ଶକିରାଙ୍କୁ ହୋଇପାରେ ୮ ବର୍ଷ ଜେଲ

ବାର୍ସିଲୋନା,୩୦।୭: ଖ୍ୟାତନାମା ପପ୍‌ ସିଙ୍ଗର ଶକିରାଙ୍କ ବିରୋଧରେ ଟାକ୍ସ ଠକେଇ ଅଭିଯୋଗ ସାମ୍ନାକୁ ଆସିଛି। ୨୦୧୨ରୁ ୨୦୧୪ ମଧ୍ୟରେ ସେ ୧୪.୫ ମିଲିୟନ୍‌ ୟୁରୋ (୧,୧୭,୩୮, ୪୭, ୫୦୦ ଟଙ୍କା) ଟାକ୍ସ ପୈଠ ନ କରିବା ଆଧାରରେ ସ୍ପେନ୍‌ର ଏକ କୋର୍ଟରେ…

ରାତି ୨ଟା ୩୦ରେ ଏହି ଅଭିନେତ୍ରୀଙ୍କୁ ଆସିଥିଲା ପ୍ରେମିକଙ୍କ ପ୍ରଥମ ମେସେଜ, ଲେଖାଥିଲା…

ଅଭିନେତ୍ରୀ ସୋନମ କପୁର ୨୦୧୮ରେ ଶିଳ୍ପପତି ଆନନ୍ଦ ଅହୁଜାଙ୍କୁ ବିବାହ କରିଥିଲେ। ତାଙ୍କ ପ୍ରେମ କାହାଣୀ ବେଶ୍‌ ରୋମାଞ୍ଚକର। ଆନନ୍ଦ ତାଙ୍କ ସାଙ୍ଗପାଇଁ ସୋନମଙ୍କୁ ବାଛିଥିବା ବେଳେ ଏକଦା ସାଙ୍ଗଙ୍କ ମନ କଥା କହିବାକୁ ସେ ତାଙ୍କ ସହ ଡେଟ୍‌ରେ ଯାଇଥିଲେ।…

ନିଆଁ ସହ ଖେଳ ନାହିଁ

ଓ୍ବାଶିଂଟନ/ବେଜିଂ,୩୦।୭: ତାଇଓ୍ବାନ ପ୍ରସଙ୍ଗରେ ପୁଣି ମୁହାଁମୁହିଁ ଅବସ୍ଥାରେ ଆମେରିକା ଓ ଚାଇନା। ଏହି ଦ୍ୱୀପ ରାଷ୍ଟ୍ରକୁ ନେଇ ମୁଣ୍ଡ ନ ଖେଳାଇବାକୁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ଜିନ୍‌ପିଙ୍ଗ୍‌ ତାଇଓ୍ବାନକୁ ବଳପୂର୍ବକ…

ରଣବୀରଙ୍କ ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଏଭଳି କହିଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ରଣବୀର ସିଂ ଏବେ ତାଙ୍କ ନ୍ୟୁଡ୍‌ ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ। କେତେକ ରଣବୀରଙ୍କର ଏଭଳି ଫଟୋଶୁଟ୍‌କୁ ପସନ୍ଦ କରୁଥିବା ବେଳେ ଆଉ କେତେକ ସମାଲୋଚନା କରୁଛନ୍ତି। ଏହାରି ମଧ୍ୟରେ ଅଭିନେତ୍ରୀ ବିଦ୍ୟା ବାଲାନ ରଣବୀରଙ୍କ ନ୍ୟୁଡ୍‌ ଫଟୋଶୁଟ୍‌ ନେଇ…

ଭାଜପା ଛାଡ଼ିଲେ କାଉନସିଲର

ପାରାଦୀପ, ୩୦ା୭ (ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ୧୭ ନଂ. ୱାର୍ଡର ଭାଜପା କାଉନସିଲର ରୁନି ପରିଡା ଶୁକ୍ରବାର ସାରେ ସ୍ବାଧୀନ ସଙ୍ଗଠନ ଆମ ପାରାଦୀପ ଆମ ପ୍ରଗତିରେ ମିଶିଛନ୍ତି। ଏ ନେଇ ନୂଆବଜାରଠାରେ ମିଶ୍ରଣ ପର୍ବ ହୋଇଥିଲା। ସଙ୍ଗଠନ ମୁଖ୍ୟ…

ବାଘ ରହୁଥିବା ଜଙ୍ଗଲ ଆଜି ବାଘୁଆମେଦ ଗାଁ

ମହାକାଳପଡ଼ା, ୩୦ା୭ (ଡି.ଏନ୍‌.ଏ.): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ପାଳନ ହେଉଛି ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ। ବାଘଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି। ଅସନ୍ତୁଳିତ ପରିବେଶ, ଶିକାରୀମାନଙ୍କ ଲୋଲୁପ…

୯ରୁ ‘ଘରେ ଘରେ ତ୍ରିରଙ୍ଗା’

ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ…

ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍‌ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ…

ଶିନ୍ଦେଙ୍କୁ ସମର୍ଥନ ଦେଲେ ଉଦ୍ଧବଙ୍କ ପୁତୁରା

ମୁମ୍ବାଇ,୩୦।୭: ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ହାତରୁ ମୁଖ୍ୟମନ୍ତ୍ରୀ ପଦ ଯିବା ପରେ ଦଳକୁ ଏକାଠି ରଖିବାରେ ସେ ଏକପ୍ରକାର ସଂଘର୍ଷ କରୁଛନ୍ତି। ଏହି ସମୟରେ ତାଙ୍କୁ ଆଉ ଏକ ରାଜନୈତିକ ଝଟକା ଲାଗିଛି। ବିଦ୍ରୋହୀ ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri