Home Left

କ୍ଷୟକ୍ଷତି ରିପୋର୍ଟ ଜିଲା ପ୍ରଶାସନକୁ ହସ୍ତାନ୍ତର

ଜଳେଶ୍ୱର, ୭।୯(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟା କ୍ଷୟକ୍ଷତିର ସମ୍ପୂର୍ଣ୍ଣ ରିପୋର୍ଟ ଜିଲା ପ୍ରଶାସନକୁ ହସ୍ତାନ୍ତର ହୋଇଛି। ଏଥିରେ ଆପଦକାଳୀନ ସହାୟତା ଲାଗି ୨୦ କୋଟି ଟଙ୍କା ମଗାଯାଇଥିବା ପ୍ରାଥମିକ ସ୍ତରରେ ଜଣାଯାଇଛି। ବର୍ଷା ଓ ବନ୍ୟା ଯୋଗୁ କ୍ଷୟକ୍ଷତି ରିପୋର୍ଟ ବ୍ଲକ ପ୍ରଶାସନ…

ମା’ଙ୍କୁ ମାଡ଼ ମାରି ପୁଅ ଗିରଫ

ବନ୍ତ, ୭।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ ଆର୍‌.ଏନ୍‌.ବେତଡା ଗ୍ରାମରେ ଜଣେ ଯୁବକ ମା’ଙ୍କୁ ମାଡ ମାରି ଗିରଫ ହୋଇଥିବା ଜଣାଯାଇଛି। ଗିରଫ ଯୁବକ ହେଲେ ଅନନ୍ତ ମଲ୍ଲିକ। ମଙ୍ଗଳବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଉକ୍ତ ଗ୍ରାମର…

ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ଭାଜପା: ବନ୍ୟା କ୍ଷୟକ୍ଷତି ତାଲିକାରୁ ସଦର ବ୍ଲକ ବାଦ୍‌

ବାଲେଶ୍ୱର ଅଫିସ, ୭।୯: ବନ୍ୟା କ୍ଷୟକ୍ଷତି ତାଲିକାରୁ ବାଲେଶ୍ୱର ଜିଲା ସଦର ବ୍ଲକ ବାଦ୍‌ ପଡିଛି। ଜିଲା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ଜିଲା ସ୍କୁଲ ନିକଟସ୍ଥ ସଦର ଭାଜପା କାର୍ଯ୍ୟାଳୟରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ…

୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୭।୯: ମହାପ୍ରଭୁଙ୍କ ବାମନ ଜନ୍ମୋତ୍ସବ ବୁଧବାର ଅନୁଷ୍ଠିତ ହେବ। ସକାଳ ଧୂପ ପରେ ମହାସ୍ନାନ ଓ ସର୍ବାଙ୍ଗ ନୀତି ବଢ଼ିବ। ଅଧିବାସ ହୋଇଥିବା ପବିତ୍ରା ଲାଗି କରାଯାଇ ଠାକୁରଙ୍କୁ ଛଅମୂର୍ତ୍ତି ତଢ଼ାଉ ଲାଗି କରାଯିବ । ମଧ୍ୟାହ୍ନ ଧୂପ ସରିଲେ…

ସମୋସା ପ୍ଲେଟ୍‌ରେ ନ ଦେବାରୁ ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍‌

ଛତ୍ରପୁର: ମଧ୍ୟପ୍ରଦେଶର ଜଣେ ଦୋକାନୀ ସମୋସା ପ୍ଲେଟ୍‌ରେ ପରିବେଷଣ ନ କରିବା ଏବଂ ଚାମଚ ନ ଦେବାରୁ ଜଣେ ଗ୍ରାହକ ଉତ୍‌କ୍ଷିପ୍ତ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହେଲ୍ପଲାଇନକୁ ଫୋନ ଲଗାଇଥିଲେ। ଛତ୍ରପୁର ବସ୍‌ଷ୍ଟାଣ୍ଡରେ ଥିବା ‘ରାକେଶ ସମୋସା’ ନାମକ ଜଳଖିଆ ଦୋକାନ…

ବିନା ସିଟିଓ ପ୍ରମାଣପତ୍ରରେ ଚାଲିଛି ହୋଟେଲ, ଲଜ୍‌

କେନ୍ଦୁଝର, ୭।୯ (ସ୍ବ.ପ୍ର): କେନ୍ଦୁଝର ଜିଲାରେ ଦିନକୁ ଦିନ ବୃଦ୍ଧିପାଉଛି ହୋଟେଲ, ଲଜ୍‌ ଶିଳ୍ପ। କେନ୍ଦୁଝର ସହର ସମେତ ଜିଲାର ବିଭିନ୍ନ ସହରରେ ବଡ଼ ବଡ଼ ହୋଟେଲ ଏବଂ ଲଜ୍‌ ଖୋଲୁଛି। କିନ୍ତୁ ଏକାଧିକ ହୋଟେଲ ଓ ଲଜ୍‌ ବିନା ଅନୁମତିରେ…

ଟ୍ରାକ୍ଟରରେ ଉଦ୍ଧାର ହେଲେ ସିଇଓଙ୍କ ପରିବାର

ବେଙ୍ଗାଲୁରୁ,୭।୯: ବେଙ୍ଗାଲୁରୁରେ ଗତ ୭୫ ବର୍ଷ ମଧ୍ୟରେ ତୃତୀୟ ସର୍ବାଧିକ ବର୍ଷା ହୋଇଛି। ତିନିଦିନର ଲଗାଣ ବର୍ଷାରେ ସହର ଜଳାର୍ଣ୍ଣବ ହୋଇଯିବାରୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ବର୍ଷା ସାଙ୍ଗକୁ ବିଦ୍ୟୁତ୍‌ କାଟ, ଟ୍ରାଫିକ୍‌ ଜାମ ସମସ୍ୟାକୁ ଦ୍ୱିଗୁଣିତ କରିଛି।…

କ୍ୟାଶ୍‌ବ୍ୟାକ୍‌ ଏସ୍‌ବିଆଇ କାର୍ଡର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୯: ଦେଶର ପ୍ରମୁଖ ପିଓର-ପ୍ଲେ କ୍ରେଡିଟ୍‌ କାର୍ଡ ଜାରିକର୍ତ୍ତା ଏସ୍‌ବିଆଇ କାର୍ଡ ପକ୍ଷରୁ ନିକଟରେ ‘କ୍ୟାଶ୍‌ବ୍ୟାକ୍‌ ଏସ୍‌ବିଆଇ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। କ୍ୟାଶ୍‌ବ୍ୟାକ୍‌ ଏସ୍‌ବିଆଇ କାର୍ଡ ହେଉଛି ଉଦ୍ୟୋଗର ପ୍ରଥମ କ୍ୟାଶ୍‌ବ୍ୟାକ୍‌ ଉପରେ ଧ୍ୟାନ ଆକର୍ଷଣ କରୁଥିବା କ୍ରେଡିଟ୍‌…

ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୯: ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନ ‘ଦିଲ୍‌ ସେ ଓପୋନ୍‌-ଆପ୍‌କେ ଲିଏ’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଲୋୟେ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି ଅଭିଯାନରେ ୫ଟି ସ୍ବତନ୍ତ୍ର ଫିଲ୍ମ ପ୍ରଦର୍ଶନ କରାଯିବ। ବିଶେଷକରି ବ୍ୟାଙ୍କର କର୍ମଚାରୀମାନଙ୍କ ବାସ୍ତବ…

ଜଳର ପୁନଃ ଚକ୍ରଣ କରୁଛି ବେଦାନ୍ତ ଆଲୁମିନିୟମ

ଭୁବନେଶ୍ୱର,୭।୯: ଦେଶର ପ୍ରମୁଖ ଘରୋଇ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ାସ୍ଥିତ ଆଲୁମିନିୟମ ସ୍ମେଲଟର-୧ ଆର୍ଥିକ ବର୍ଷ-୨୨ରେ ନିର୍ଦ୍ଧାରିତ ପରିମାଣର ଜଳ ବିନିଯୋଗକୁ ୧୧% ହ୍ରାସ କରିବାର ଗୌରବ ଅର୍ଜନ କରିଛି। ଗତ ଆର୍ଥିକ ବର୍ଷ-୨୧ରେ ୧୭,୪୦୦ ଟନ୍‌ରୁ ଅଧିକ ଆଲୁମିନିୟମ…

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଦ୍ୱାରା ଡୁଏଲ୍‌ ସିଷ୍ଟମ ଟ୍ରେନିଂ

ଭୁବନେଶ୍ୱର,୭।୯: ଆର୍ସଲର ମିତ୍ତଲ-ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ) ଏହାର ଦକ୍ଷତା ଉନ୍ନୟନ କାର୍ଯକ୍ରମ ଅଧୀନରେ ଏକ ସିଏସ୍‌ଆର୍‌ ପଦକ୍ଷେପକୁ ତ୍ୱରାନ୍ବିତ କରିବାକୁ ଯାଇ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ, କୋଇଡା ସହ ବୁଝାମଣାପତ୍ର ତଥା ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଷ୍ଟୋନ୍‌…

୮% ବୃଦ୍ଧି ପାଇଛି ବିଦେଶୀ ଋଣ

ନୂଆଦିଲ୍ଲୀ,୭।୯: ଗତ ଆର୍ଥିକ ବର୍ଷରେ ଭାରତର ବିଦେଶୀ ଋଣ ହାର ପୂର୍ବ ବର୍ଷ ତୁଳନାରେ ଅନେକ ମାତ୍ରାରେ ବୃଦ୍ଧି ପାଇଛି। ଏପରିକି ସରକାରଙ୍କ ପକ୍ଷରୁ ଜାରି ପରିସଂଖ୍ୟାନ ଅନୁସାରେ ୨୦୨୨ ମାର୍ଚ୍ଚ ୩୧ ସୁଦ୍ଧା ଭାରତର ବିଦେଶୀ ଋଣ ୬୨୦.୭ ବିଲିୟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri