Home Left

ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରୁଛି ବ୍ଲକ ପ୍ରଶାସନ

ଜଗତ୍‌ସିଂହପୁର ଅଫିସ, ୭ା୯: ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଅଣଦେଖା କରାଯାଉଛି। ମାତ୍ର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବ୍ଲକକୁ ଆସୁଥିବା ବିଭିନ୍ନ ଯୋଜନାର ଅର୍ଥ ତଥା ସ୍ବତନ୍ତ୍ର ଅନୁଦାନକୁ ଦଳୀୟ ଭିତ୍ତିରେ ଚୟନ…

ଅସ୍ଥିରତା ମଧ୍ୟରେ ଭଲ ପ୍ରଦର୍ଶନ କରୁଛି ଟଙ୍କା: ଶକ୍ତିକାନ୍ତ

ନୂଆଦିଲ୍ଲୀ,୭।୯: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଏପରିକି ମୁଦ୍ରା ବିନିମୟ ବଜାରରେ ଘୋର ଅସ୍ଥିରତା ସତ୍ତ୍ବେ ମଧ୍ୟ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ପ୍ରଦର୍ଶନ ଭଲ ରହିଛି। ସେହିଭଳି ଅନ୍ୟ ଦେଶଗୁଡ଼ିକର ମୁଦ୍ରା…

ଶ୍ରେଣୀଗୃହ ଅଭାବ: ଯଜ୍ଞ ମଣ୍ଡପରେ ଶିକ୍ଷାଦାନ

ମହାକାଳପଡା, ୭ା୯ (ଡି.ଏନ୍‌.ଏ.): ସର୍ବଶିକ୍ଷା ଅଭିଯାନ ଯୋଜନାରେ ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ନାରା ତୃଣମୂଳ ସ୍ତରରେ ଫେଲ୍‌ ମାରିଛି। ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ସରକାର ଅର୍ଥ ବ୍ୟୟ କରୁଛନ୍ତି। ଛାତ୍ରୀଛାତ୍ରମାନେ କିପରି ବେସରକାରୀ ବିଦ୍ୟାଳୟ ମୋହ ତୁଟାଇ ସରକାରୀ ବିଦ୍ୟାଳୟ…

ଆଳି ତହସିଲଦାରଙ୍କ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି

ଆଳି,୭ା୯(ଡି.ଏନ.ଏ): ରାଜ୍ୟ ସରକାର ପ୍ରଶାସନକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବାକୁ ପ୍ରୟାସ କରୁଥିବା ବେଳେ ପ୍ରଶାସକମାନେ କିଭଳି ରହିବେ ସେ କଥା ଭୁଲି ଯାଉଛନ୍ତି। ସରକାର ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ବ୍ୟୟ ସାଙ୍ଗକୁ ଯୋଜନା କରୁଛନ୍ତି। କିନ୍ତୁ ଜଣେ ତହସିଲଦାରଙ୍କ କ୍ୱାର୍ଟର୍ସ ଦୀର୍ଘ…

ଅଦାଲତ ଭିତ୍ତିଭୂମି ପାଇଁ ପାଣ୍ଠି ଅଟକାଇଛି କେନ୍ଦ୍ର

ନୂଆଦିଲ୍ଲୀ,୭।୯: କେନ୍ଦ୍ର ସରକାର ଗତ ୨ ବର୍ଷ ହେଲା ଓଡ଼ିଶାର ବିଚାର ବିଭାଗୀୟ ଭିତ୍ତିଭୂମି ନିର୍ମାଣ ପାଇଁ ଆବଶ୍ୟକ ପାଣ୍ଠିକୁ ଅଟକାଇ ରଖିଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ ଏକ ସତ୍ୟପାଠରେ ଅବଗତ କରାଯାଇଛି। ଓଡ଼ିଶା ସରକାରଙ୍କ…

ରାସ୍ତା ଅବସ୍ଥାକୁ ଶୋଚନୀୟ କରିଛି ବନ୍ୟା

କେନ୍ଦ୍ରାପଡ଼ା ଅଫିସ, ୭ା୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ହୋଇଥିବା ବନ୍ୟା ଏବେ ସମ୍ପୂର୍ଣ୍ଣ ଛାଡ଼ିଯାଇଛି। ଏହି ବନ୍ୟାଞ୍ଚଳରେ କେତେକ ପାଟ କ୍ଷେତରେ ଜଳ ନିଷ୍କାସିତ ହୋଇପାରି ନାହିଁ। ତେବେ ଗତ ବନ୍ୟା ଓ ଲଗାଣ ବର୍ଷା ଜଳ କେନ୍ଦ୍ରାପଡ଼ା…

ପୂର୍ବତନ ଏନ୍‌ଏସ୍‌ଇ ମୁଖ୍ୟ ରବିନାରାୟଣ ଗିରଫ

ନୂଆଦିଲ୍ଲୀ,୭।୯: ମନିଲଣ୍ଡରିଂ ମାମଲାରେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ଏମ୍‌ଡି ରବି ନାରାୟଣଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। କୋ-ଲୋକେଶନ ଦୁର୍ନୀତି ଏବଂ ବେଆଇନ ଭାବେ କର୍ମଚାରୀଙ୍କ ଫୋନ୍‌ ଟ୍ୟାପିଙ୍ଗ୍‌ରେ ସମ୍ପୃକ୍ତି ଅଭିଯୋଗରେ ଦୁଇଟି…

ସୁଶାନ୍ତଙ୍କ କଳାକୃତି ଜାତୀୟ ପୁରସ୍କାର ପାଇଁ ମନୋନୀତ

ଚଣ୍ଡିଖୋଲ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ପଲାଇ ଗ୍ରାମର ପ୍ରସ୍ତର ଶିଳ୍ପୀ ସୁଶାନ୍ତ କୁମାର ଦାସ ଜାତୀୟ ହସ୍ତଶିଳ୍ପ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ଭାରତ ସରକାରଙ୍କ ହସ୍ତଶିଳ୍ପ ଉନ୍ନୟନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଘୋଷଣା…

୭୭ ପୃଷ୍ଠାର ସୁଇସାଇଡ୍‌ ନୋଟ୍‌

ନୂଆଦିଲ୍ଲୀ,୭।୯: ଆତ୍ମହତ୍ୟା କରିବା ପୂର୍ବରୁ କେହି କେହି ଏହାର କାରଣ ଦର୍ଶାଇ ସୁଇସାଇଡ୍‌ ନୋଟ ଲେଖିଛନ୍ତି। ତେବେ ୭୭ ପୃଷ୍ଠାର ସୁଇସାଇଡ୍‌ ନୋଟ୍‌ ଲେଖିବା ପ୍ରଥମ ଘଟଣା। ଦିଲ୍ଲୀର ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରିବା ପୂର୍ବରୁ ଏଭଳି ଏକ…

ଖାଦାନ ବନ୍ଦ କରି ସାଟେଲାଇଟ୍‌ ମାପକୁ ବିରୋଧ

ଯାଜପୁର ଅଫିସ,୭ା୯: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଲିଜ୍‌ପ୍ରାପ୍ତ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କଳାପଥର ଖାଦାନ ଗତ ୮ ଦିନ ହେଲା ବନ୍ଦ ରହିଛି। ବେଆଇନ ଉତ୍ତୋଳନ, ଅନୁମୋଦନ ପରିମାଣଠାରୁ ଅଧିକ ଲୁଟ, ବିନା ଟ୍ରାନ୍‌ଜିଟ ଫର୍ମରେ ଖଣିଜ ପରିବହନ…

ଦାୟିତ୍ୱ ନେଲେ ଲିଜ୍‌ ଟ୍ରସ୍‌

ଲଣ୍ଡନ,୭।୯: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟ କଞ୍ଜରଭେଟିଭ୍‌ ପାର୍ଟିର ନବନିର୍ବାଚିତ ନେତା ଲିଜ୍‌ ଟ୍ରସ୍‌ଙ୍କୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ତଥା ଫାଷ୍ଟ ଲେଡି ଅଫ୍‌ ଟ୍ରେଜେରି ନିଯୁକ୍ତ କରିଛନ୍ତି। ୪୭ ବର୍ଷୀୟା ଟ୍ରସ୍‌ ହେଉଛନ୍ତି ୬ ବର୍ଷ ମଧ୍ୟରେ କଞ୍ଜରଭେଟିଭ୍‌ ପାର୍ଟିରୁ ନିର୍ବାଚିତ…

ତୋରଣରେ ‘କମିଶନରେଟ୍‌ ପୋଲିସ’

୧୯୭୮ରୁ ଆରମ୍ଭ ହୋଇଥିଲା ପୂଜା ମା’ ଦଶଭୁଜାଙ୍କ ଆବାହନ ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭିନ୍ନ ଭିନ୍ନ ତୋରଣ କରି ଚର୍ଚ୍ଚାରେ ରହିବାକୁ ସମସ୍ତ ପୂଜା କମିଟି ପ୍ରୟାସ ଚଳାଇଛନ୍ତି। ଏହି କ୍ରମରେ ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri