Home Left

ସହରାଞ୍ଚଳରେ କମୁଛି ବେରୋଜଗାରୀ

ନୂଆଦିଲ୍ଲୀ,୭।୯(ଆଇଏଏନ୍‌ଏସ୍‌): ଗତ ଏପ୍ରିଲ-ଜୁନ୍‌ ତ୍ରୈମାସିକରେ ଭାରତର ସହରାଞ୍ଚଳରେ ବେରୋଜଗାରୀ ହାରରେ ଉନ୍ନତି ଘଟିଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ରିପୋର୍ଟରୁ ଜଣାପଡ଼ିଛି। ଏହି ତ୍ରୈମାସିକରେ ବେରୋଜଗାରୀ ହାର ୭.୬%କୁ ହ୍ରାସ ପାଇଛି, ଯାହାକି ପୂର୍ବବର୍ଷ ୧୨.୬ ପ୍ରତିଶତ ଥିଲା। ଦେଶର ଅର୍ଥନୀତି କୋଭିଡ୍‌ଜନିତ…

ଅସମ୍ଭାଳ ଭିଡ଼, ଲୋକେ ହଇରାଣ

ଭୁବନେଶ୍ୱର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରି ମଙ୍ଗଳବାର ଓଡ଼ିଶା ଫେରିବା ପରେ ତାଙ୍କୁ ବିଜେଡି ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ସମ୍ବର୍ଦ୍ଧନା…

ଜନସ୍ବାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଫୋସିଟି ଅଞ୍ଚଳର ନାବାଳିକା ଗଣବଳାତ୍କାର ଘଟଣାକୁ ନେଇ ଆଗତ ଜନସ୍ବାର୍ଥ ମାମଲାର ମଙ୍ଗଳବାର ହାଇକୋର୍ଟ ଶୁଣାଣି କରି ଏହାର ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌.ମୁରଲୀଧର ଓ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ…

ଆସାମରେ ୪ର୍ଥ ମଦ୍ରାସା ଭଙ୍ଗାଗଲା

ଗୁଆହାଟୀ,୭।୯: ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହୃତ ହେଉଥିବା ଅଭିଯୋଗରେ ଆସାମ ଗୋଆଲପରା ଜିଲାର ଏକ ମଦ୍ରାସାକୁ ସ୍ଥାନୀୟ ଲୋକେ ଭାଙ୍ଗିଦେଇଛନ୍ତି। ଅଲ୍‌ କାଏଦା ସ୍ବୀକୃତିପ୍ରାପ୍ତ ସଂଗଠନର ସଦସ୍ୟ ଥିବା ଦୁଇ ବାଂଲାଦେଶୀ ଉକ୍ତ ମଦ୍ରାସାକୁ ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରୁଥିଲେ…

ମା’ କାଳିଜାଈଙ୍କ ଦର୍ଶନ କଲେ ରାଜ୍ୟପାଳ

କୃଷ୍ଣପ୍ରସାଦ,୭ା୯(ଡି.ଏନ୍‌.ଏ.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ମା’ କାଳିଜାଈଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଗରୁଡ଼ ଭାସମାନ ଲଞ୍ଚରେ ରାଜ୍ୟପାଳ ଅପରାହ୍ନ ୩ଟାରେ କାଳିଜାଈ ପୀଠରେ ପହଞ୍ଚିଥିଲେ। ନାଭାଲର କମାଣ୍ଡିଂ ଅଫିସର ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଚିଲିକାର ଇତିହାସ…

୬ ସପ୍ତାହ ମଧ୍ୟରେ ଜବାବ ଦେବାକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ବ୍ୟୁରୋ): ମାଲକାନଗିରି ଜିଲା ମାରିୱାଡ଼ା ଆଶ୍ରମ ସ୍କୁଲର ଅନ୍ତେବାସୀମାନେ ୨୦ କିଲୋମିଟର ଚାଲିଚାଲି ଯାଇ ଜିଲା ଅଧିକାରୀଙ୍କୁ ଅଭିଯୋଗ କରିବା ଘଟଣାରେ ଲୋକାୟୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେପ୍ଚେମ୍ବର ୪ ତାରିଖରେ ଗଣମାଧ୍ୟମରେ ‘ଛାତ୍ରମାନେ ହଷ୍ଟେଲ ମେସ୍‌ ବିରୋଧରେ ଅଭିଯୋଗ କରିବା…

ଘରୋଇ ହସ୍ପିଟାଲରେ ସୁରକ୍ଷା ଯୋଗାଇବାକୁ ସରକାରଙ୍କୁ କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୯: ପ୍ରାଇଭେଟ ହସ୍ପିଟାଲଗୁଡ଼ିକ ଘରୋଇ ଉଦ୍ୟୋଗ ହୋଇଥିବାରୁ ସେମାନଙ୍କୁ ନିଜସ୍ବ ସୁରକ୍ଷା ବ୍ୟବସ୍ଥା କରିବାକୁ ହେବ। ସୁରକ୍ଷା ଯୋଗାଇବାକୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସରକାରୀ ହସ୍ପିଟାଲ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି।…

ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ

ଝାରସୁଗୁଡ଼ା ଅଫିସ,୭ା୯: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃ ଜିଲା ହନୁମାନ ପଇସା ଠକେଇ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସୁନ୍ଦରଗଡ଼ର ଟିଙ୍କୁ…

ପ୍ରେମିକଙ୍କ ଘର ଆଗରେ ଧାରଣା

ଦେବଗଡ଼,୭।୯(ଡି.ଏନ.ଏ): ବୋହୂର ମାନ୍ୟତା ଦାବିରେ ଜଣେ ଯୁବତୀ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମ ସ୍ଥିତ ପ୍ରେମିକଙ୍କ ଘର ଆଗରେ ଧାରଣାରେ ବସିଛନ୍ତି। ଯୁବତୀ ଜଣକ ସୋମବାରଠାରୁ ସେଠାରେ ଧାରଣା ଦେଇଥିଲେ ମଧ୍ୟ ତାଙ୍କୁ ବୋହୂ ମାନ୍ୟତା ଦେବା…

ଓଏସ୍‌ଏଲ୍‌ ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୭।୯(ବ୍ୟୁରୋ): ପାରାଦୀପ ବନ୍ଦରରେ କନଭେୟର ବେଲ୍ଟ ମରାମତି ପାଇଁ ହୋଇଥିବା ଲାଞ୍ଚ କାରବାର ମାମଲାରେ ଗିରଫ ହୋଇ ଜେଲରେ ଥିବା ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ମଙ୍ଗଳବାର ଜାମିନ…

ଟଙ୍କାଛପା କାଗଜ କାରଖାନା ଲାଗି ସ୍ଥିତି ଅନୁଧ୍ୟାନ

ବାଲେଶ୍ୱର ଅଫିସ, ୭।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ଟଙ୍କାଛପା କାଗଜ କାରଖାନା ସ୍ଥାପନ ଲାଗି ନିଷ୍ପତ୍ତି ହେବା ପରେ ଅଧିକାରୀମାନଙ୍କ ପକ୍ଷରୁ ବାରମ୍ବାର ଜମି ସର୍ବେକ୍ଷଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାହ୍ନରେ ଆର୍‌ବିଆଇର ୩ଜଣିଆ…

୧୭ରେ ଆସୁଛନ୍ତି ୬ ଆଫ୍ରିକୀୟ ଚିତା

ଭୋପାଳ,୭।୯:୧୯୪୭ରେ ଭାରତର ଶେଷ ଚିତାର ମୃତ୍ୟୁ ଘଟିଥିଲା ଛତିଶଗଡ଼ର କୋରେଆ ଜିଲାରେ। ଏହା ପରେ ବିଶ୍ୱର ଦ୍ରୁତତମ ପ୍ରାଣୀକୁ ଦେଶରେ ବିଲୁପ୍ତ ଘୋଷଣା କରାଯାଇଥିଲା। ଏହାର ୭୫ ବର୍ଷ ପରେ ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କକୁ ୬ ଆଫ୍ରିକୀୟ ଚିତା ଆସୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri