Home Left

ମରିଗଲା ମାନବିକତା; ବୃଦ୍ଧଙ୍କ ମୁଣ୍ଡକୁ ପିଟିଲେ, ବାଇକରେ ବାନ୍ଧି ୪-୫ କିଲୋମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଲେ…

ଭୋପାଳ,୨୫ା୧:  ମଧ୍ୟପ୍ରଦେଶର ରେୱା ଜିଲାରୁ ଏକ ଛାତିଥରା ଖବର ସାମ୍ନାକୁ ଆସିଛି ।ତିନି ଜଣ ଯୁବକ ଜଣେ ବୃଦ୍ଧଙ୍କୁ ନିର୍ମମ ଭାବରେ ପିଟି ପିଟି ତାଙ୍କ ବାଇକ୍ ଉପରେ କିଛି କିଲୋମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିବା ଅଭିଯୋଗ ହୋଇଛି। ରକ୍ତାକ୍ତ ବୃଦ୍ଧ…

ଏହି ଦେଶରେ ଷ୍ଟ୍ରିଟ୍‌ଲାଇଟ୍‌ ଲାଲ୍‌, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟଚକିତ

ସାଧାରଣତଃ ଷ୍ଟ୍ରିଟ୍‌ଲାଇଟ୍‌ଗୁଡ଼ିକ ଧଳା ରଙ୍ଗର ହୋଇଥାଏ। ମାତ୍ର ଦୁନିଆରେ ଏମିତି ଏକ ଦେଶ ରହିଛି, ଯେଉଁଠି ଏହାର ଷ୍ଟ୍ରିଟ୍‌ଲାଇଟ୍‌ଗୁଡ଼ିକ ଲାଲ୍‌ ରଙ୍ଗର ଅଟେ। ଏପରି ଏକ ଦେଶ ହେଉଛି ଡେନମାର୍କ। ଏହା ଉତ୍ତର ୟୁରୋପରେ ଅବସ୍ଥିତ ଏକ ଅତ୍ୟନ୍ତ ବିକଶିତ, ସମୃଦ୍ଧ…

୭୫ ବର୍ଷୀୟ ବୃଦ୍ଧଙ୍କ ଅଦମ୍ୟ ସାହସ: ଜାଣନ୍ତୁ ପ୍ରେମ ଓ ସଂଘର୍ଷର ହୃଦୟସ୍ପର୍ଶୀ କାହାଣୀ, ବାଟରେ ଘଟିଲା ଏମିତି

ଭୁବନେଶ୍ବର, ୨୫ା୧: ପ୍ରେମ ଓ ସଂଘର୍ଷର ଏକ ହୃଦୟସ୍ପର୍ଶୀ ଚିତ୍ର ଓଡ଼ିଶାରେ ଦେଖିବାକୁ ମିଳିଛି। ବିହାରର “ମାଉଣ୍ଟେନ୍ ମ୍ୟାନ୍” ଦଶରଥ ମାଝୀଙ୍କ ପରି ଜଣେ ୭୫ ବର୍ଷୀୟ ବୃଦ୍ଧ ନିଜ ପକ୍ଷାଘାତ ପୀଡ଼ିତ ସ୍ତ୍ରୀଙ୍କୁ ବଞ୍ଚାଇବା ପାଇଁ ରିକ୍ସାରେ ୩୦୦ କିଲୋମିଟର…

ଗଡଦେଉଳିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ରଙ୍ଗ ରୁଟରେ ଆସି…

ବୈଶିଙ୍ଗା,୨୫|୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଗଡଦେଉଳିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଦିନ ୨ଟା୩୦ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ…

ଖଣ୍ଡଗିରି ଯାତ୍ରା ପାଇଁ ୧୪ ନିୟମ ଜାରି କଲା ପୋଲିସ, ନଗ୍ନ ନୃତ୍ୟ ପରିବେଷଣ କଲେ….

ଭୁବନେଶ୍ବର, ୨୫ା୧: ଖଣ୍ଡଗିରି ଯାତ୍ରା ଆଜିଠାରୁ ଆରମ୍ଭ ହୋଇଥିବା ବେଳେ କମିଶନରେଟ ପୋଲିସ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ କମିଟିମାନଙ୍କୁ ନୋଟିସ୍‌ ଜାରି କଲା କମିଶନରେଟ ପୋଲିସ୍‌ । ୧୪ଟି ନିୟମ ଜାରି କଲା…

କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି

ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତିକୁ ଘରେ ରଖିଲେ ଶୁଭ ହୁଏ ବୋଲି ବିଶ୍ୱାସ ରହିଛି। ତେବେ ଏହି ମୂର୍ତ୍ତିକୁ ଘରର କେଉଁ ସ୍ଥାନରେ ରଖିଲେ କି ସୁଫଳ ମିଳେ ଜାଣନ୍ତୁ ସେ ସମ୍ପର୍କରେ… * ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତିକୁ ରଖିବା ପାଇଁ ଘରର…

ଫେବୃଆରୀରେ ତିନିଥର ଗତି ପରିବର୍ତ୍ତନ କରିବେ ସୂର୍ଯ୍ୟ, ସୁନା ଭଳି ଚମକିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ, ଭଗବାନ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କର ରାଜା ବୋଲି ବିବେଚନା କରାଯାଏ । ତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ସମ୍ମାନର କାରକ ବୋଲି ବିବେଚନା କରାଯାଏ । ସୂର୍ଯ୍ୟ ଦେବତା ପ୍ରତି କିଛି ଦିନରେ ରାଶି ଏବଂ ନକ୍ଷତ୍ର ପରିବର୍ତ୍ତନ…

ଭାଙ୍ଗିଲା ବ୍ରିିଜ୍‌, ଲଟକି ରହିଲା ମାଟି ବୋଝେଇ ହାଇଓ୍ବା

ବାଣପୁର,୨୫ା୧(ଦିଲ୍ଲୀପ କୁମାର ସ୍ବାଇଁ): ଭାଙ୍ଗିଲା ବ୍ରିଜ୍‌, ଫସିଲା ମାଟି ବୋଝେଇ ହାଇଓ୍ବା। ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗମ୍ଭାରୀମୁଣ୍ଡା ରାସ୍ତାରେ ଥିବା ନଛିପୁର ବ୍ରିଜ୍‌ ଭାଙ୍ଗିଲା। ମାଟି ବୋଝେଇ ହାଇଓ୍ବା ଗମ୍ଭାରୀମୁଣ୍ଡାରୁ ବାଣପୁର ଆସୁଥିବା ଥିବା ସମୟରେ ନଛିପୁର ବ୍ରିଜ ଭାଙ୍ଗିଯିବା…

ବଡ଼ ବୟାନ ଦେଲେ ବାବୁ: ଅପେକ୍ଷା କରନ୍ତୁ; ଅଙ୍କ ବିଗିଡ଼ିବ, ଚତୁର୍ଥ ସିଟ୍‌ ଭାଜପାକୁ ଯିବ…

ଭୁବନେଶ୍ୱର,୨୫।୧: ରାଜ୍ୟ ସଭା ନିର୍ବାଚନକୁ ନେଇ ଭାଜପା ବିଧାୟକ ବାବୁ ସିଂଙ୍କ ବିସ୍ଫୋରକ ବୟାନ। ନବୀନଙ୍କ ଉପରୁ MLAମାନଙ୍କ ଆସ୍ଥା ତୁଟିଲାଣି। ଅଙ୍କ ବିଗିଡ଼ିବ। ଅପେକ୍ଷା କରନ୍ତୁ ଚତୁର୍ଥ ସିଟ୍‌ ଭାଜପାକୁ ଯାଇପାରେ ବୋଲି ସେ କହିଛନ୍ତି। ଏହାକୁ ନେଇ ରାଜନୀତି…

ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ

କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ…

ଗୃହ ବିଭାଗ ପକ୍ଷରୁ ଘୋଷଣା: ୨୦ଜଣଙ୍କୁ ମିଳିବ ରାଜ୍ୟପାଳ ପଦକ

ଭୁବନେଶ୍ୱର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର,…

ଗୁଣପୁରରେ ବୃହତ୍ ହିନ୍ଦୁ ସମ୍ମିଳନୀ, ହିନ୍ଦୁ ସମାଜକୁ ଏକତ୍ରିତ ଓ ସଚେତନ କରିବା ପାଇଁ ଆହ୍ୱାନ

ଗୁଣପୁର, ୨୫ା୧ (ସଂକେତ ପାତ୍ର ) : ଗୁଣପୁରରେ ଆୟୋଜିତ “ହିନ୍ଦୁ ସମ୍ମିଳନୀ” ବୃହତ୍ ଧାର୍ମିକ, ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ପ୍ରାୟ ୫ ହଜାରରୁ ଅଧିକ ଭକ୍ତ ଓ ସାଧାରଣ ଲୋକଙ୍କ ଅଂଶଗ୍ରହଣ ମାଧ୍ୟମରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri