Home Left

ହିଟ୍‌ମ୍ୟାନ୍‌କୁ ପଛରେ ପକାଇ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ହେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୮।୭: ଅନ୍ତର୍ଜାତୀୟ ଟି-୨୦ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ଖେଳାଳି ଦୌଡ଼ରେ ନ୍ୟୁଜିଲାଣ୍ଡର ଅଭିଜ୍ଞ ଓପନର୍‌ ମାର୍ଟିନ ଗୁପ୍ତିଲ ଏବଂ ରୋହିତ ଶର୍ମାଙ୍କ ମଧ୍ୟରେ ପ୍ରତିଯୋଗିତା ଚାଲିଛି। ବିରାଟ କୋହଲି ଫର୍ମରେ ନ ଥିବାରୁ ଏହି ଦୁଇ ବ୍ୟାଟ୍ସମ୍ୟାନ୍‌ ଆଗେଇ ଚାଲିଛନ୍ତି।…

ନିଲମ୍ବିତ ହେଲେ ଆଇଆଇସି, ଲାଞ୍ଚ ନେବାବେଳେ ଧରିଥିଲା ଭିଜିଲାନ୍ସ

ଉମରକୋଟ,୨୮।୭(ସ୍ବ.ପ୍ର): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅତିରିକ୍ତ ଅଧିକାରୀ(ଆଇଆଇସି)ଲିମରାଜ ପ୍ରଧାନଙ୍କୁ ଡିଜିପି ନିଲମ୍ବିତ କରିଛନ୍ତି। ଏକ ପୁରୁଣା କେସ୍‌କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଗତ ଜୁଲାଇ ୧୦ ତାରିଖ ଦିନ ୨୦ ହଜାର ଟଙ୍କା ଲାଞ୍ଚ ନେବା…

ସୋନିଆ-ସ୍ମୃତିଙ୍କ ମଧ୍ୟରେ କଥା କଟାକଟି

ନୂଆଦିଲ୍ଲୀ,୨୮।୭: ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂପର୍କରେ ଆପତ୍ତିଜନକ ଟିପ୍ପଣୀ ଦେଇ ଫସି ଯାଇଛନ୍ତି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ। ଦେଶର ରାଷ୍ଟ୍ରପତିଙ୍କୁ ‘ରାଷ୍ଟ୍ରପତ୍ନୀ’ ସମ୍ବୋଧିତ କରିଛନ୍ତି। ଏହି ପ୍ରସଙ୍ଗରେ ସଂସଦର ଉଭୟ ସଦନରେ ଶାସକ ଦଳ…

ଜାଣନ୍ତୁ ‘ଏକ୍‌ ଭିଲେନ୍‌ ରିଟର୍ନସ’ ପାଇଁ କେଉଁ ଷ୍ଟାର୍‌କାଷ୍ଟ କେତେ ଫି ନେଇଛନ୍ତି

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ତେବେ ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢିବାରେ ଲାଗିଛି। ଏଥିରେ ଦିଶା ପଟାନି, ଅର୍ଜୁନ କପୁର୍‌, ଜନ୍‌ ଆବ୍ରହମ୍‌ ଏବଂ ତାର ସୂତାରିଆଙ୍କୁ ଦେଖିବାକୁ ମିଳିବ।…

ହଂସଲ ମେହେତାଙ୍କ ୱେବ ସିରିଜରେ ମହାତ୍ମାଙ୍କ ଜୀବନୀ

ମୁମ୍ବାଇ: ଫିଲ୍ମ ନିର୍ମାତା ହଂସଲ ମେହେତା ରାମଚନ୍ଦ୍ର ଗୁହାଙ୍କ ଦୁଇଟି ପୁସ୍ତକ: ଗାନ୍ଧୀ ବିଫୋର ଇଣ୍ଡିଆ ଓ ଗାନ୍ଧୀ ଦ ଇୟର୍ସ ଦ୍ୟାଟ ଚେଞ୍ଜ ଦ ୱାର୍ଲଡ ଉପରେ ଆଧାରିତ ଆଗାମୀ ସିରିଜ ଗାନ୍ଧୀର ନିର୍ଦ୍ଦେଶନା ପାଇଁ ବୋର୍ଡକୁ ଆସିଯାଇଛନ୍ତି ।…

ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବୁଗୁଡା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି। ଏନ୍‌ଡିପିଏସ୍‌ ଆଇନ ଅନୁଯାୟୀ କୋଲକାତାର ଏକ ପ୍ରାଧିକୃତ ସଂସ୍ଥା ଅଧିକାରୀମାନେ ଏହି ସମ୍ପତ୍ତି…

ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ ସ୍ଥାନ…

ଏହି ଦିନ ଓଟିଟିରେ ରିଲିଜ୍‌ ହେବ ‘ଲାଲ ସିଂ ଚଡ୍ଡା’

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଲାଲ ସିଂ ଚଡ୍ଡା’ ଅଗଷ୍ଟ ୧୧ରେ ପ୍ରେକ୍ଷାଳୟରେ ମୁକ୍ତଲାଭ କରିବାକୁ ଯାଉଛି। ବଲିଉଡ୍‌ ଅଭିନେତା ଆମିର ଖାନ୍‌ ଏବଂ କରୀନା କପୁରଙ୍କୁ ବହୁଦିନ ପରେ ପରଦାରେ ଦେଖିବାକୁ ମିଳିବ । ତେବେ ଫିଲ୍ମକୁ ଦେଖିବାକୁ ଦର୍ଶକ…

ଘୋଡ଼ା ଜିତିଲା ମେୟର ପଦ, ମିଳିଲା ସ୍ବତନ୍ତ୍ର ଆସନ

ଯେକୌଣସି ଦେଶ ପାଇଁ ଗଣତନ୍ତ୍ର ଅତ୍ୟନ୍ତ ସୁସ୍ଥ ବୋଲି ବିବେଚନା କରାଯାଏ। ଲୋକମାନେ ନିଜର ନେତା ବାଛନ୍ତି। ଏହି ମନୋନୀତ ବ୍ୟକ୍ତି ଆଗକୁ ଲୋକଙ୍କ ହିତ ପାଇଁ କାମ କରନ୍ତି। କିନ୍ତୁ ଯଦି ଲୋକମାନେ ନିଜ ନେତା ଭାବରେ ନିଜ ପାଇଁ…

ସିରିଜ ପୋଛିନେବା ପରେ ଏମିତି କହିଲେ ଅଧିନାୟକ ଧାଓ୍ବନ

ପୋର୍ଟ ଅଫ୍‌ ସ୍ପେନ୍‌,୨୮।୭: ଶିଖର ଧାଓ୍ବନ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ବୁଧବାର ଖେଲାଯାଇଥିବା ତୃତୀୟ ତଥା ଅନ୍ତିମ ମୁକାବିଲାକୁ ୧୧୯ ରନ୍‌ରେ ଜିତି ସିରିଜକୁ ୩-୦ରେ ଜିତି ନେଇଥିଲା। ଏହି ବିଜୟ…

ପାର୍ଥ ଚାଟାର୍ଜୀଙ୍କ ଘରେ ଚୋର

କୋଲକାତା,୨୮ ।୭: ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଏସଏସସି ଘୋଟାଲାର ମୁଖ୍ୟ ଅଭିଯୁକ୍ତ ପାର୍ଥ ଚାଟାର୍ଜୀଙ୍କ ଦକ୍ଷିଣ ୨୪ ପ୍ରଗଣା ସ୍ଥିତ ଘରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମିିଳିଥିବା ସୂଚନା ଅନୁଯାୟୀ, ବୁଧବାର ରାତିରେ କେତେଜଣ ତାଲା ଭାଙ୍ଗି ତାଙ୍କ…

ଠିକ୍‌ ସମୟରେ ଠିକ୍‌ କଥା କହିବି: ବାବୁସାନ୍‌

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ବିବାଦରେ ଫସିଥିବା ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଗୁରୁବାର ଘରର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି, ଠିକ୍‌ ସମୟରେ ଠିକ୍‌ କଥା କହିବି। ଏବେ ମୁଁ ମୋ’ ପରିବାର ସହ ଖୁସିରେ ଅଛି। ଅପରପକ୍ଷରେ ବାବୁସାନ୍‌ଙ୍କ ମା’ ଅପରାଜିତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri