Home Left

ପ୍ରକାଶ ପାଇଲା ପିଜି ନାମଲେଖା ପାଇଁ ମେଧା ତାଲିକା

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ସେପ୍ଟେମ୍ବର ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ତେବେ ଛାତ୍ରୀଛାତ୍ର ୧୯ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ ଅପ୍‌…

‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ରଣବୀର-ଆଲିଆ ନେଇଛନ୍ତି ଏତିକି ଫିସ୍‌

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଆଗାମୀ ଫିଲ୍ମ ବ୍ରହ୍ମାସ୍ତ୍ର ଏବେ ଚର୍ଚ୍ଚାରେ ଅଛି। ଏହି ଫିଲ୍ମ ୯ ସେପ୍ଟେମ୍ବରରେ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି। ବ୍ରହ୍ମାସ୍ତ୍ରରେ ପ୍ରଥମ ଥର ପାଇଁ ରିଅଲ ଲାଇଫ ଦମ୍ପତି ଆଲିଆ ଏବଂ ରଣବୀର…

ଭାଜପାର କୋର କମିଟି ବୈଠକ ଆରମ୍ଭ

ଭୁବନେଶ୍ୱର,୬।୯(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟରେ ଭାଜପାର କୋର କମିଟି ବୈଠକ ଆରମ୍ଭ ହୋଇଯାଇଛି। ଏହି ବୈଠକରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, କେନ୍ଦ୍ର ମନ୍ତ୍ରୀ…

ପିଏମ୍‌-ଶ୍ରୀ ଯୋଜନା: ୧୪,୫୦୦ ସ୍କୁଲ୍‌ର ଉନ୍ନତୀକରଣ ହେବ

ନୂଆଦିଲ୍ଲୀ,୬।୯: ଭାରତର ୧୪,୫୦୦ ସ୍କୁଲ୍‌ର ବିକାଶ ତଥା ଉନ୍ନତୀକରଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପିଏମ୍‌-ଶ୍ରୀ (ପ୍ରଧାନମନ୍ତ୍ରୀ ସ୍କୁଲ୍‌ ଫର୍‌ ରାଇଜିଂ ଇଣ୍ଡିଆ) ଯୋଜନା ଘୋଷଣା କରିଛନ୍ତି। ଗୁରୁ ଦିବସ ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ପିଏମ୍‌-ଶ୍ରୀ ସ୍କୁଲ୍‌…

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୧୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ବିଦ୍ୟୁତ୍‌ ଆଘାତ, ଦୁର୍ଘଟଣାଗ୍ରସ୍ତଙ୍କୁ ମିଳୁନି କ୍ଷତିପୂରଣ

ଛତ୍ରପୁର,୬ା୯(ଡି.ଏନ.ଏ.): ଛତ୍ରପୁର ସ୍ଥିତ ଡିଆର୍‌ଡିଏ ଜଉଗଡ଼ ସମ୍ମିଳନୀ କକ୍ଷରେ ଦିବ୍ୟାଙ୍ଗଜନ ସମାଧାନ ଜଣଶୁଣାଣୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରୁ ଜନସାଧାରଣମାନେ ସେମାନଙ୍କ ଅଭିଯୋଗ କରିଥିଲେ। ଏହି ଅବସରରେ ଗଞ୍ଜାମ ବ୍ଲକ ବୋରିଗାଁର ଭ୍ରମର ପଲାଇଙ୍କ ୮ବର୍ଷର ପୁଅ ରୁଦ୍ର…

ହୃଦଘାତରେ ବିଧାୟକଙ୍କ ପରଲୋକ

ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶର ଗୋଲା ବିଧାନସଭାର ପାଞ୍ଚ ଥରର ବିଧାୟକ ଅରବିନ୍ଦ ଗିରିଙ୍କ ହୃଦଘାତରେ ମଙ୍ଗଳବାର ସକାଳୁ ପରଲୋକ ଘଟିଛି। ଅରବିନ୍ଦ ବର୍ତ୍ତମାନ ଭାଜପାର ବିଧାୟକ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ମୃତ୍ୟୁରେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ ଗିରି ଗତ…

ପାଣି ଘେରରେ ବେଙ୍ଗାଲୁରୁ

ବେଙ୍ଗାଲୁରୁ,୬ା୯: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ରବିବାର ସନ୍ଧ୍ୟାରୁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ସୂଚନା ଅନୁସାରେ ୧୩୧.୬ ମି.ମି. ବର୍ଷା ହୋଇଛି, ଯାହା କି ଗତ ୮ ବର୍ଷର ରେକର୍ଡ ଭାଙ୍ଗିଛି।…

ଆଜି ଭାରତ ପାଇଁ ‘କର ବା ମର’ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ

ଦୁବାଇ,୬।୯: ଏସିଆ କପ ୨୦୨୨ରେ ଆଜି ଭାରତୀୟ ଦଳ ସୁପର-୪ ରାଉଣ୍ଡରେ ଦ୍ୱିତୀୟ ମ୍ୟାଚ ଖେଳିବ। ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରିବା ପରେ ଭାରତ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଏହି ମ୍ୟାଚ ଜିତିବା ପରେ ହିଁ ଭାରତୀୟ…

ଆର.ଉଦୟଗିରି-ଶରଳାପଦର ରାସ୍ତା ମରଣଯନ୍ତା

ଆର.ଉଦୟଗିରି,୬ା୯(ଡି.ଏନ.ଏ.): ଆର.ଉଦୟଗିରି ଥାନା ଶରଳାପଦରରୁ ଆର.ଉଦୟଗିରି ରାସ୍ତା ମରଣଯନ୍ତା ପାଲଟିଛି। ୨୦୦୮ରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଏହି ରାସ୍ତା କାମ ହୋଇଥିଲା। ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାମ ସରିବା ପରେ…

୮ରେ ସେଣ୍ଟ୍ରାଲ ଭିଷ୍ଟା ଆଭେନ୍ୟୁ ଉଦ୍‌ଘାଟନ

ନୂଆଦିଲ୍ଲୀ,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ ତାରିଖରେ ବିଜୟ ଚୌକରୁ ଇଣ୍ଡିଆ ଗେଟ୍‌ ପର୍ଯ୍ୟନ୍ତ ସେଣ୍ଟ୍ରାଲ ଭିଷ୍ଟା ଆଭେନ୍ୟୁର ଉଦ୍‌ଘାଟନ କରିବେ। ସେଥିପାଇଁ କେନ୍ଦ୍ରୀୟ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗୁ ହୋଇଛି। ଗୁରୁବାର ଜରୁରୀ ଆବଶ୍ୟକ ନ…

‘ଭାରତ ଏକ ବଡ଼ ଦେଶ,ବହୁତ କିଛି କରିପାରିବ’

ନୂଆଦିଲ୍ଲୀ,୬।୯: ଚାରି ଦିନିଆ ଭାରତ ଗସ୍ତରେ ଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ରୋହିଙ୍ଗ୍ୟା ଶରଣାର୍ଥୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାହାଯ୍ୟ ଆଶା କରୁଛନ୍ତି। ସେ କହିଛନ୍ତି, ଭାରତ ଏକ ବଡ ଦେଶ। ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ସମସ୍ୟାର ମୁକାବିଲା ପାଇଁ ବାଂଲାଦେଶକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri