ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ…
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ ମଇଳା ପାଣି ବାହାରିଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖା…
ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ
ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି ଦିନ ଧରି ସେଠାରେ ଚିକିତ୍ସାଧୀନ ଅଛନ୍ତି। ସୂତ୍ର ଅନୁଯାୟୀ, ଜଣେ ନ୍ୟୁରୋସର୍ଜନଙ୍କ ତତ୍ତ୍ୱାବଧାନରେ ତାଙ୍କର…
ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…
ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି, କିମ୍ବା ଯଦି ସେମାନେ ଭୁଲବଶତଃ ନିକଟତର ହୁଅନ୍ତି, ତେବେ ସେମାନେ ସାପକୁ ଦେଖିବା…
ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…
ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁରରେ ୧୧.୮ ଡିଗ୍ରୀ, ହୀରାକୁଦରେ ୧୩ ଡିଗ୍ରୀ, ଭୁବନେଶ୍ୱରରେ ୧୩.୨ ଡିଗ୍ରୀ…
ମେସିଙ୍କ ସହ ସେଲ୍ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…
ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ ଏବଂ ଏବେ ଡିସେମ୍ବର ୧୪ରେ ସେ ମୁମ୍ବାଇରେ ରହିବେ। ମେସି ମୁମ୍ବାଇରେ ଅନେକ କାର୍ଯ୍ୟକ୍ରମରେ…
‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ
ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର ହେଉଛନ୍ତି। ଏହି ସମୟରେ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ…
‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା
ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି ଅଡିଓରେ, ମାସୁଦ ଆଝାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ୧୯୯୦ ଦଶକରେ,…
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି ତୁଷାରପାତ ସହ ଶୀତର ଲହରୀ ଅଭ୍ୟାହତ ରହିଛି । ଅସହ୍ୟ ଜାଡ଼ ସାଙ୍ଗକୁ ଦକ୍ଷିଣ…
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ ଲାଗିଛି। ଜଳବାୟୁର ପରିବର୍ତ୍ତନ ଲାଗି ପ୍ରକୃତି ଦେଇଥିବା ଅନେକଉ ପାଦାନ ଆପେ ଆପେ ହଜିବାରେ…
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନଧରି ହେବାକୁ ଥିବା…
‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…
ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସରକାର କହିଛନ୍ତି ଯେ ଭାରତୀୟ ରପ୍ତାନିକାରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ‘ପ୍ରୟୋଜନୀୟ ନିଷ୍ପତ୍ତି’ ନେବାର…
Archives


