ଫିମି ପକ୍ଷରୁ ଟାଟା ଷ୍ଟିଲ ମାଇନିଂ ସମ୍ମାନିତ
ଭୁବନେଶ୍ୱର,୫।୯: ଫେଡରେଶନ୍ ଅଫ୍ ଇଣ୍ଡିଆନ୍ ମାଇନିଂ ଇଣ୍ଡଷ୍ଟ୍ରିଜ (ଫିମି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ମାଇନିଂର ସୁକିନ୍ଦା କ୍ରୋମାଇଟ୍ ଖଣିକୁ ଅଭିରାଜ ବାଲଡୋଟା ପରିବେଶ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶେଷକରି ପରିବେଶ ଓ ପ୍ରାକୃତିକ ସଂସାଧନର…
ଟିପିସିଓଡିଏଲ୍ ପକ୍ଷରୁ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ
ଭୁବନେଶ୍ୱର,୫।୯: ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଟିପିସିଓଡିଏଲ୍-ଦକ୍ଷତା ବିକାଶ କେନ୍ଦ୍ର (ଏସ୍ଡିସି)ର ସ୍ଥାପନ କରାଯାଇଛି। ଏପରିକି ସ୍ଥାନୀୟ ଗଜପତିନଗର ନିକଟସ୍ଥ ସୈନିକ ସ୍କୁଲଠାରେ ଏହାର ପ୍ରଥମ ତାଲିମ କେନ୍ଦ୍ରର ଶୁଭାରମ୍ଭ ନିକଟରେ ହୋଇଯାଇଛି।…
ମେଟା ପକ୍ଷରୁ ନୋ-କଷ୍ଟ ଇଏମ୍ଆଇର ଶୁଭାରମ୍ଭ
ନୂଆଦିଲ୍ଲୀ,୫।୯: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ସାଇଟ୍ ମେଟାର ‘ଗ୍ରୋ ୟୋର୍ ବିଜ୍ନେସ୍’ ସମ୍ମିଳନୀର ୨ୟ ସଂସ୍କରଣ ନିକଟରେ ଆୟୋଜିତ ହୋଇଯାଇଛି। ବିଶେଷ କରି ୱର୍କିଙ୍ଗ କ୍ୟାପିଟାଲ ବା ପୁଞ୍ଜିର ବର୍ଦ୍ଧିତ ଆବଶ୍ୟକତାକୁ ପୂରଣ କରିବା ପାଇଁ ମେଟା ପକ୍ଷରୁ ଭାରତରେ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କୁକୁରର ଶେଷକୃତ୍ୟ
ବେଙ୍ଗାଲୁରୁ, ୫ା୯: କର୍ନାଟକର ମାଙ୍ଗାଲୁରୁରେ ରବିବାର ପୋଲିସ କୁକୁର ଗୀତାର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ୧୧ ବର୍ଷ ବୟସରେ ଶନିବାର ଲାବ୍ରେଡର ପ୍ରଜାତିର ଏହି କୁକୁର ଆଖି ବୁଜିଥିଲା। ୨୦୧୧ ମେ ୨୧ରେ ଜନ୍ମିତ ଗୀତା ପୋଲିସ ବାହିନୀରେ ସେହିବର୍ଷ ଅଗଷ୍ଟ…
ପ୍ରଧାନମନ୍ତ୍ରୀ ହେଲେ ସପ୍ତାହକରେ ଶକ୍ତି ସଙ୍କଟର ସମାଧାନ
ଡାଉନିଂ ଷ୍ଟ୍ରିଟ୍ ଦୌଡ଼ରେ ଆଗୁଆ ଥିବା ୪୭ ବର୍ଷୀୟା ଲିଜ୍ ଟ୍ରସ୍ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ସପ୍ତାହକ ମଧ୍ୟରେ ଶକ୍ତିସଙ୍କଟର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ୧୯୭୫ରେ ଅକ୍ସଫୋର୍ଡରେ ଜନ୍ମିତ ମେରି ଏଲିଜାବେଥ୍ ଟ୍ରସ୍ଙ୍କ ପ୍ରତିଦ୍ୱନ୍ଦ୍ୱିତା ଭାରତୀୟ…
ଓବାମାଙ୍କୁ ଏମି ପୁରସ୍କାର
ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ନେଟ୍ଫ୍ଲିକ୍ସ ପ୍ରାମାଣିକ ଚିତ୍ର ସିରିଜ୍ ‘ଆଓ୍ବାର ଗ୍ରେଟ୍ ନ୍ୟାଶନାଲ ପାର୍କ୍ସ’ ପାଇଁ ଶ୍ରେଷ୍ଠ ବ୍ୟାଖ୍ୟାକାର ଭାବେ ଏମି ଆଓ୍ବାର୍ଡ ପାଇଛନ୍ତି। ତାଙ୍କ ପ୍ରଯୋଜନା କମ୍ପାନୀ ହାୟର ଗ୍ରାଉଣ୍ଡ ଉକ୍ତ ଡକୁମେଣ୍ଟାରି ପ୍ରସ୍ତୁତ କରିଛିି। ଏମି…
ବିଶ୍ୱ ଐତିହ୍ୟ ତାଲିକାରୁ ହଟିପାରେ ମହେଞ୍ଜୋଦାରୋ
ଲର୍କାନା, ୫ା୯: ବିଶ୍ୱର ଐତିହ୍ୟ ତାଲିକାରୁ ମହେଞ୍ଜୋଦାରୋ ହଟିବା ନେଇ ପାକିସ୍ତାନର ପ୍ରତ୍ନତତ୍ତ୍ୱ ବିଭାଗ ଆଶଙ୍କା ବ୍ୟକ୍ତ କରିଛି। ଏଥିସହ ଏହି ପ୍ରାଚୀନ ସଭ୍ୟତାର ତ୍ୱରିତ ସଂରକ୍ଷଣ ତଥା ମରାମତି ପାଇଁ ଦୃଷ୍ଟି ଆକର୍ଷଣ କରିଛି। ଅଗଷ୍ଟ ୧୬ରୁ ୨୬ ତାରିଖ…
ପନ୍ତଙ୍କ ଉପରେ ପ୍ରବଳ ରାଗିଗଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ
ଦୁବାଇ,୫।୯: ଏସିଆ କପ ୨୦୨୨ର ସୁପର-୪ ରାଉଣ୍ଡର ଏକ ମ୍ୟାଚ୍ରେ ପାକିସ୍ତାନ ୫ ଉଇକେଟ୍ରେ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଭାରତ ଆରମ୍ଭ ଭଲ ବ୍ୟାଟିଂ କରିଥିଲେ ମଧ୍ୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଭାରତ ବଡ଼ ସ୍କୋର…
ଗଣେଶ ପେଣ୍ଡାଲରେ ହନୁମାନଙ୍କ ମୃତ୍ୟୁ
ଲକ୍ଷ୍ନୌ,୫।୯: ଗଣେଶ ଚତୁର୍ଥୀ ଅବସରରେ ଉତ୍ତରପ୍ରଦେଶର ମୈନପୁରରେ ଶନିବାର ସନ୍ଧ୍ୟାରେ ଭଜନ ପରିବେଷଣ କରାଯାଉଥିଲା। ଭଜନ ଦଳ ସହ ରବି ଶର୍ମା (୩୫) ନାମକ ବ୍ୟକ୍ତି ଆସିଥିଲେ। ଭଜନ ପରିବେଷଣ ବେଳେ ସେ ଗଣେଶ ପେଣ୍ଡାଲରେ ହନୁମାନ ବେଶ ଧାରଣ କରି…
ମୃତକ, ଆହତଙ୍କ ପରିବାରକୁ ମିଳୁନି ସହାୟତା
ଛତ୍ରପୁର,୫/୯(ଡି.ଏନ୍.ଏ.):ରାଜ୍ୟରେ ସର୍ବାଧିକ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲାରେ ଘଟୁଛି। ଏପରିକି ଅଜଣା ଗାଡି ଧକ୍କାରେ ପ୍ରତିବର୍ଷ ବହୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଅଜଣା ଗାଡି ଧକ୍କାରେ ଯଦି କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟେ କିମ୍ବା ଗୁରୁତର ଆହତ ହୋଇଥାନ୍ତି ସେମାନଙ୍କ…
୧୧୦.୮୩ କୋଟିର ଦୁର୍ନୀତି ଧରିଲେ ଏଜି
ଭୋପାଳ,୫।୯: ମଧ୍ୟପ୍ରଦେଶରେ ମହିଳା ଓ ଶିଶୁଙ୍କ ପୋଷଣ ଯୋଜନାରେ ବ୍ୟାପକ ଦୁର୍ନୀତି ପଦାକୁ ଆସିଛି। ୧୧୦.୮୩ କୋଟି ଟଙ୍କାର ଖାଦ୍ୟଶସ୍ୟ ବଣ୍ଟନ ସମ୍ପର୍କରେ ଭୁଲ୍ ତଥ୍ୟ ଦିଆଯାଇଥିବା ରାଜ୍ୟ ଆକାଉଣ୍ଟାଣ୍ଟ ଜେନେରାଲ (ଏଜି) ଅଡିଟ୍ରୁ ଧରାପଡ଼ିଛି। ୨୦୨୦ରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…
ବିଦେଶରୁ ଫେରିଲେ ବାଚସ୍ପତି
ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଭେଟି ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ସ୍ଥାନୀୟ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ଭଞ୍ଜନଗର…
Archives


