ବାଟ ହୁଡୁଛି ସର୍ବଶିକ୍ଷା ଅଭିଯାନ ଯୋଜନା
ମହାକାଳପଡ଼ା,୫ା୯(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଉପାନ୍ତ ଅଞ୍ଚଳରେ ସର୍ବଶିକ୍ଷା ଅଭିଯାନ ଯୋଜନା ବାଟ ହୁଡିଛି। କୋମଳମତି ଶିଶୁ ନିଜର ଭୋକିଲା ପେଟ ପାଇଁ ମା’ ପଛରେ ଖାଦ୍ୟ ଅନ୍ବେଷଣରେ ବାରଦୁଆର ବୁଲି ଭିକ୍ଷା ବୃତ୍ତି କରୁଥିବା ଦେଖିବାକୁ ମିଳିଛି। ଏହି କୁନି ଶିଶୁଟିର…
ଚିହ୍ନଟରେ ସୀମିତ ସୁନାମି ପ୍ରବଣ ୬୪ ଗ୍ରାମ
କେନ୍ଦ୍ରାପଡ଼ା ଅଫିସ, ୫ା୯:ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୪୬ ଓ ମହାକାଳପଡ଼ା ବ୍ଲକ ଅଞ୍ଚଳର ୧୮ ଗ୍ରାମକୁ ସୁନାମି ପ୍ରବଣ ବୋଲି ଚିହ୍ନଟ କରାଯାଇଛି। ଓସ୍ଡମା ପକ୍ଷରୁ ସମୁଦ୍ର ତଟଠାରୁ ପ୍ରାୟ ଦେଢ଼କିମି ଭୂଭାଗ ଅଞ୍ଚଳରେ ସୁନାମି…
ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୫ ।୯: ରାଜଧାନୀ ଦିଲ୍ଲୀର ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏହି ବିଲଡିଂରେ କପଡା ଭର୍ତ୍ତି ଥିବାରୁ ନିଆଁ ଶୀଘ୍ର ବ୍ୟାପିଯାଇଥିବା କୁହାଯାଉଛି । ନିଆଁ ଲାଗିଥିବା ଖବର ମିଳିବା…
ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର
ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇବା ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ…
ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ
ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ ଧାନ ପଚି ନଷ୍ଟ ହୋଇଯାଇଥିଲା। ଫଳରେ ଜମି ସବୁ ଏକ ରକମ ପଡ଼ିଆ ପଡିଯାଇଥିଲା।…
‘ଏକ ଦୌଡ ଦେଶ କା ନାମ’
ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ ଦେଶ କା ନାମ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି ଭାରତୀୟ…
ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ
ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ ତାଙ୍କଠାରୁ…
ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ
କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ କେନ୍ଦୁଆଡିଅ…
ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା
ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍ରେ ଚାଲୁଥିବା ୫ବର୍ଷିଆ ଇଣ୍ଟିଗ୍ରେଟେଡ ଏମ୍ବିଏ, ଆଇଏମ୍ଏସ୍ସି-ଇଟିସି, ଆଇଏମ୍ଏସ୍ସି ବିଆଇ, ୨ବର୍ଷିଆ ଏମ୍ଜେଏମ୍ସିର ଫି’…
ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା
ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ…
ଆତ୍ମହତ୍ୟା ଏଡ଼ାଇବାକୁ ସାମଗ୍ରିକ ରଣନୀତି ଆବଶ୍ୟକ
ଭୁବନେଶ୍ୱର,୫।୯ (ବ୍ୟୁରୋ):ବର୍ତ୍ତମାନ ଆତ୍ମହତ୍ୟା ପ୍ରବଣତା ଦିନକୁ ଦିନ ବଢିବାରେ ଲାଗିଛି। ପାରିବାରିକ କଳହ, ପ୍ରେମ ପ୍ରତାରଣା, ଅର୍ଥନୈତିକ ସମସ୍ୟା ଭଳି ଅନ୍ୟାନ୍ୟ କାରଣ ପାଇଁ ସେଲିବ୍ରିଟି ହୁଅନ୍ତୁ ବା ସାଧାରଣ ଲୋକ ଜୀବନ ହାରିଦେଉଛନ୍ତି। ୨୦୨୧ ଏନ୍ସିଆର୍ବି ରିପୋର୍ଟ ମୁତାବକ, ଆତ୍ମହତ୍ୟା…
ଏ ନାବେ ଗୁରୁ କର୍ଣ୍ଣଧାର
ଭାରତୀୟ ଗୁରୁ-ଶିଷ୍ୟ ପରମ୍ପରାରେ ଗୁରୁ କେବଳ ଜଣେ ବ୍ୟକ୍ତି ନୁହନ୍ତି, ସେ ଏକ ଶକ୍ତିର ଉତ୍ସ। ଜୀବନ ଗଢ଼ିବାର ମହାସୂତ୍ର। ସ୍ବାମୀ ବିବେକାନନ୍ଦଙ୍କ ମତରେ, ଯେଉଁ ଆତ୍ମାରୁ ଶକ୍ତି ସଞ୍ଚରି ଆସେ ସେ ଗୁରୁ। ଯେଉଁଥିରେ ସଞ୍ଚାରିତ ହୁଏ ସେ ଶିଷ୍ୟ।…
Archives


