ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ , ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ
ପୁରୀ ଅଫିସ, ୨୫।୭(ବ୍ୟୁରୋ): ରାଷ୍ଟ୍ରପତି ଭାବେ ସୋମବାର ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି । ଓଡ଼ିଶାର ଝିଅ ରାଷ୍ଟ୍ରପତି ହେବା ପରେ ସବୁଠି ଖୁସିର ଲହରି ଦେଖିବାକୁ ମିଳିଛି। ଏହି ଅବସରରେ ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ…
ସମଗ୍ର ବିଶ୍ୱ ପାଇଁ ଚାଇନା ଏକ ନମ୍ବର ବିପଦ: ସୁନକ
ଲଣ୍ଡନ,୨୫।୭: ବ୍ରିଟେନର ପ୍ରଧାନମନ୍ତ୍ରୀ ରେସ୍ରେ ଥିବା ଋଷି ସୁନକ ଚାଇନା ଉପରେ କଠୋର ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଯଦି ସେ ବ୍ରିଟେନର ପ୍ରଧାନମନ୍ତ୍ରୀ ହୁଅନ୍ତି, ତେବେ ସେ ଚାଇନା ବିରୋଧରେ କଡା ନୀତି ଆପଣାଇବେ। କେବଳ ବ୍ରିଟେନ ପାଇଁ ନୁହେଁ,…
୧୭ ବର୍ଷର ରେକର୍ଡ ଭାଙ୍ଗିଲେ ଅକ୍ଷର ପଟେଲ
ପୋର୍ଟ ଅଫ୍ ସ୍ପେନ୍,୨୫।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ସ୍ପିନର ଅକ୍ଷର ପଟେଲ ମାତ୍ର ୩୫ ବଲରୁ ଅପରାଜିତ ୬୪ ରନ୍ ସ୍କୋର କରି ଦଳର ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ବିସ୍ଫୋରକ ଇନିଂସରେ ଅକ୍ଷୟ ୩…
ଜିଲାପାଳ,ଏସ୍ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ
ଦିଗପହଣ୍ଡି,୨୫।୭(ଡି.ଏନ୍.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍ପି…
ଭଙ୍ଗାଯିବ ୪୧୦ ସରକାରୀ କ୍ବାର୍ଟର
ଭୁବନେଶ୍ୱର,୨୫।୭(ବ୍ୟୁରୋ): ଭୁବନେଶ୍ବର ୟୁନିଟ-୨ରେ ଥିବା ୪୧୦ଟି ସରକାରୀ କ୍ବାର୍ଟର ଭଙ୍ଗାଯିବ। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ପ୍ରଶ୍ନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଲିଖିତ ଉତ୍ତର…
ଦ୍ରୌପଦୀଙ୍କ ସହ କାମ କରିବାକୁ ପ୍ରସ୍ତୁତ- ସି ଜିନପିଙ୍ଗ୍
ନୂଆଦିଲ୍ଲୀ,୨୫।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ହୋଇଥିବା ଦ୍ରୌପଦୀଙ୍କୁ ଦେଶ ଓ ଦେଶ ବାହାରୁ ଅନେକେ ଶୁଭେଚ୍ଛା ଜଣାଉଛନ୍ତି। ଏହି ଅବସରରେ ଚାଇନାର ରାଷ୍ଟ୍ରପତି ସି…
ହେଲିକପ୍ଟରରେ ବସି କାଉଡିଆଙ୍କ ଉପରେ ଫୁଲବର୍ଷା କଲେ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୫।୭: ଶ୍ରାବଣର ଦ୍ୱିତୀୟ ସୋମବାର ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହେଲିକପ୍ଟରରେ ବସି କାଉଡି ଯାତ୍ରାର ସର୍ବେକ୍ଷଣ କରିଛନ୍ତି। ଏହି ଅବସରରେ ସେ କାଉଡିଆଙ୍କ ଉପରେ ଫୁଲବର୍ଷା କରିଥିଲେ। ଆକାଶରୁ ଫୁଲ ପଡୁଥିବା ଦେଖି ଶିବଙ୍କ ଭକ୍ତମାନେ ହାତ ହଲାଇ ଅଭିବାଦନ…
ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ: ଦୁଇ ସପ୍ତାହ ମଧ୍ୟରେ ବିଦ୍ୟାଳୟରେ ଏହା ଦ୍ୱିତୀୟ ଘଟଣା
ତିରୁଭାଲୁର,୨୫।୭: ତାମିଲନାଡୁର ତିରୁଭାଲୁର ଜିଲା ସାକ୍ରେଡ ହାର୍ଟ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ସୋମବାର ପୋଲିସ ଜଣେ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି। ଛାତ୍ରୀ ଜଣକ ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରୁ କୌଣସି ସୁସାଇଡାଲ ନୋଟ ଜବତ…
ଅଗଷ୍ଟ ୯ରୁ ୭୫ କି.ମି. ପଦଯାତ୍ରା କରିବ କଂଗ୍ରେସ
ଭୁବନେଶ୍ବର,୨୫।୭(ବ୍ୟୁରୋ): ଦେଶ ସ୍ବାଧୀନତାର ୭୫ବର୍ଷ ପୁରୁଥିବାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅଗଷ୍ଟ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ କଂଗ୍ରେସ ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ। ଏହି…
‘ବେଳେବେଳେ ମନକୁ ଆସୁଛି ରାଜନୀତି ଛାଡିଦେବି’
ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ନିଜ ସଚ୍ଚୋଟତା ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ବିଷୟ ଯାହା ବି ହେଉ, ସେ ଖୋଲାଖୋଲି ଭାବରେ ନିଜର ମତ ପ୍ରକାଶ କରନ୍ତି। ଏକ କାର୍ଯ୍ୟକ୍ରମ ସମୟରେ ସେ ବର୍ତ୍ତମାନର ରାଜନୈତିକ ପରିସ୍ଥିତି…
ମେହେବୁବାଙ୍କୁ ଜବାବ ଦେଲା ଭାଜପା
ନୂଆଦିଲ୍ଲୀ,୨୫ ।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହେବୁବା ମୁଫତି ପୂବ;ତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଯେଭଳି ଟାର୍ଗେଟ କରିଥିଲେ ଏବେ ଏହାର ଜବାବ ରଖିଛି ଭାରତୀୟ ଜନତା ପାର୍ଟି(ଭାଜପା) । ମେହେବୁବାଙ୍କ ଝବାବ ଦେବାକୁ ଯାଇ ଭାଜପା…
ଗିରଫ ହେବା ପରେ ୩ଥର ମମତାଙ୍କୁ ଫୋନ କରିଥିଲେ ପାର୍ଥ ଚାଟାର୍ଜୀ
କୋଲକାତା,୨୫।୭: ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ ହେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୩ ଥର କଲ୍ କରିଥିଲେ। ହେଲେ ମମତା କୌଣସି ଉତ୍ତର ଦେଇ ନ ଥିବା ଜଣାପଡିଛି। ବିଳମ୍ବିତ ରାତି ୧ଟା ୫୫ରେ ପାର୍ଥ ଚାଟାର୍ଜୀ ଗିରଫ…
Archives


