ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଭୁଶୁଡିଲା କୋଠା, ଫସିରହିଛନ୍ତି ଅନେକ ଲୋକ
ପାଟନା,୨୪।୭: ବିହାରର ଛାପରା ଜିଲାର ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ବିସ୍ଫୋରଣ ଯୋଗୁ ଏକ କୋଠା ଭୁଶୁଡି ପଡିଛି। ଫଳରେ କୋଠା ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି।…
ପୁରୁଷ ବନ୍ଧୁଙ୍କ ସହ ଝଗଡ଼ା ପରେ ନଦୀକୁ ଡେଇଁ ପଡ଼ିଲେ ଯୁବତୀ
ସମ୍ବଲପୁର,୨୪ା୭(ବ୍ୟୁରୋ): କୁଚିଣ୍ଡାରେ ରବିବାର ଜଣେ ଯୁବତୀ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । କୁଚିଣ୍ଡାର ସଇଡା ଭେଡେନ ନଦୀକୁ ଯୁବତୀ ଜଣଙ୍କ ଡେଇଁ ପଡ଼ିଛନ୍ତି। ପୁରୁଷ ବନ୍ଧୁଙ୍କ ସହିତ ଝଗଡ଼ା ପରେ ଯୁବତୀ ନଦୀକୁ ଡେଇଁ ପଡ଼ିଥିଲେ । ଗୁରୁତର…
ବାପା ହେଲେ କ୍ରୁନାଲ ପାଣ୍ଡ୍ୟା
ମୁମ୍ବାଇ,୨୪।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ରବିବାର ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ପଙ୍ଖୁରୀ ଶର୍ମା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କ୍ରୁନାଲ ତାଙ୍କ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଏହି ଖୁସି ଖବର ଶେୟାର କରିଛନ୍ତି।…
ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ପୋର୍ଟ ଅଫ ସ୍ପେନ୍,୨୪ା୭: ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳାଯିବ। ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ କଡା ସଂଘର୍ଷପୂର୍ଣ୍ଣ ବିଜୟ ପରେ ସିରିଜ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ। ଷ୍ଟାଣ୍ଡଇନ୍ କ୍ୟାପଟେନ୍ ଶିଖର ଧାଓ୍ବନଙ୍କ…
ନୁପୁର ଶର୍ମାଙ୍କ ସମର୍ଥକଙ୍କ ଉପରେ ଆକ୍ରମଣ
ଭୋପାଳ,୨୪।୭: ମଧ୍ୟପ୍ରଦେଶର ରେୱାଠାରେ ନୁପୁର ଶର୍ମାଙ୍କ ସମର୍ଥକଙ୍କ ଉପରେ ଆକ୍ରମଣ ହୋଇଛି। ଯୁବକ ଜଣଙ୍କ ସୋସିଆଲ ମିଡିଆରେ ନୁପୁର ଶର୍ମାଙ୍କ ସମର୍ଥନରେ ପୋଷ୍ଟ କରିବାରୁ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଏହି ମାମଲା ରେୱା ଜିଲାର ବୈକୁଣ୍ଠପୁର ପୋଲିସ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ପୋଲିସକର୍ମୀଙ୍କ ଜୀବନ
ହାଇଦ୍ରାବାଦ,୨୪।୭: ଆନ୍ଧ୍ରପ୍ରଦେଶର ଚିତ୍ତୋର ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନିଜଣ ବେଙ୍ଗାଲୁରୁ ପୋଲିସ ମୃତ୍ୟୁବରଣ କରିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଏହି ସମସ୍ତ ପୋଲିସ ଆନ୍ଧ୍ରପ୍ରଦେଶରେ ଡ୍ରଗ୍ସ ଚୋରା ଚାଲାଣକାରୀଙ୍କ ସନ୍ଧାନରେ…
ପ୍ରେମରେ ବିଫଳ ହେବାରୁ ଛାତ୍ରୀଙ୍କ ଚୁଟି କାଟିଲେ, ଶୌଚାଳୟରେ କିରୋସିନି ଢାଳି ପୋଡ଼ି ମାରିଦେଲେ
ଖଇରା,୨୪।୭: ବାଲେଶ୍ବର ଜିଲା ଖଇରା ଥାନା କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ପୋଡ଼ି ମାରିଦିଆଯାଇଥିବା ଅଭିଯୋଗ ହୋଇଛି। ସେହି ଗ୍ରାମର ଦୟାନିଧି ଜେନା ନାମକ ଯୁବକ ତାଙ୍କୁ ପୋଡି ମାରିଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ଖଇରା…
କେବଳ ପ୍ରକୃତି ନୁହନ୍ତି, ଦରକାର ପଡ଼ିଲେ ଆଉ କୌଣସି ଅଭିନେତ୍ରୀଙ୍କ ସହ ଫିଲ୍ମ କରିବି ନାହିଁ: ବାବୁସାନ
ଭୁବନେଶ୍ୱର,୨୪।୭: ପାରିବାରିକ କଳହ ଗଣମାଧ୍ୟମର ଶିରୋନାମା ପାଲଟିବା ପରେ ଭିଡିଓ ବାର୍ତ୍ତା ଜରିଆରେ ମନ କଥା କହିଛନ୍ତି ଅଭିନେତା ବାବୁସାନ ମହାନ୍ତି। ସେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସହ ଆଉ କାମ କରିବେ ନାହିଁ। କେବଳ ସେ ନୁହନ୍ତି, ଦରକାର ପଡ଼ିଲେ…
ପୂର୍ବତନ ଏମ୍ପି ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ: ମୁଖ୍ୟମନ୍ତ୍ରୀଙ୍କ ଶୋକ
କେସିଙ୍ଗା,୨୪।୭(ଡି.ଏନ୍.ଏ.): କଳାହାଣ୍ଡିର ପୂର୍ବତନ ଏମ୍ପି ସୁବାସ ଚନ୍ଦ୍ର ନାୟକଙ୍କ ରବିବାର ପରଲୋକ ହୋଇଛି । ସକାଳେ ଭବାନୀପାଟଣା ମେଡିକାଲରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ…
ପରଲୋକରେ ପୂର୍ବତନ ଏମ୍ପି ସୁବାସ ଚନ୍ଦ୍ର ନାୟକ
କେସିଙ୍ଗା,୨୪।୭(ଡି.ଏନ୍.ଏ.): କଳାହାଣ୍ଡିର ପୂର୍ବତନ ଏମ୍ପି ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ତେବେ ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି। ଭବାନୀପାଟଣା ଇରିଗେସନ କଲୋନୀ ସ୍ଥିତ ନିଜ…
କାନ୍ଦିଲେ ଅପରାଜିତା: କହିଲେ ‘ଯିଏ ଅନିଷ୍ଟ କରୁଛି ସେ କି ବନ୍ଧୁ, ପ୍ରାର୍ଥନା କରୁଛି ବାବୁସାନ ଫେରିଆସୁ’
ଭୁବନେଶ୍ୱର,୨୪।୭(ବ୍ୟୁରୋ): କ୍ୟାମେରା ସମ୍ମୁଖରେ କାନ୍ଦିଲେ ଅଭିନେତ୍ରୀ ଅପରାଜିତା ମହାନ୍ତି। ପାରିବାରିକ ବିବାଦ ସାମ୍ନାକୁ ଆସିବାର ଗୋଟିଏ ଦିନ ପରେ ସେ ପୁଅ ବାବୁସାନଙ୍କ ବିଷୟରେ ପ୍ରତିକ୍ରିୟା ରଖିଛନ୍ତି। ଅପରାଜିତା କହିଛନ୍ତି, ବାବୁସାନ ବହୁତ ଭଲ ପିଲା ଓ ସ୍ନେହୀ। ଅଭିନୟ, ଗୀତ,…
ଦର୍ପଦଳନ ରଥ ଖୋଲା କାର୍ଯ୍ୟ ଆରମ୍ଭ
ପୁରୀ ଅଫିସ, ୨୪।୭: ଶ୍ରୀମନ୍ଦିରରେ ରଥ ଖୋଲା କାର୍ଯ୍ୟ ରବିବାର ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ବିଶ୍ୱକର୍ମା ମହାରଣାଙ୍କ ତତ୍ତ୍ବାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତିି। ପରେ ତାଳଧ୍ୱଜ…
Archives


