ଶ୍ରୀଲଙ୍କା ଫେରିଲେ ଗୋଟାବାୟା
କଲମ୍ବୋ,୩ା୯: ଦୁଇମାସ ପୂର୍ବେ ଥାଇଲାଣ୍ଡ ପଳାଇଯାଇଥିବା ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଶୁକ୍ରବାର ରାତିରେ ସ୍ବଦେଶ ଫେରିଛନ୍ତି। ତାଙ୍କୁ କଲମ୍ବୋ ବିମାନବନ୍ଦରରେ ଦଳୀୟ ନେତାମାନେ ସ୍ବାଗତ କରିଛନ୍ତି। ଶ୍ରୀଲଙ୍କା ପୋଦୁଜନ ପେରାମୁନା (ଏସ୍ଏଲ୍ପିପି)ର ଅନୁରୋଧକ୍ରମେ ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ପୂର୍ବତନ…
ହରିୟାଣାରେ ଭାଜପା ନେତାଙ୍କୁ ହତ୍ୟା
ଗୁରୁଗ୍ରାମ,୩ା୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟାରଙ୍କ ଘନିଷ୍ଠ ସହଯୋଗୀ ଭାବେ ପରିଚିତ ଭାଜପା ନେତା ତଥା ସୋହନା ବଜାର କମିଟିର ପୂର୍ବତନ ଉପସଭାପତି ସୁଖବୀର ଖଟାନାଙ୍କୁ ୫ ଜଣ ଦୁର୍ବୃତ୍ତ ଗୁରୁଗ୍ରାମର ଏକ ଶୋ’ରୁମ୍ ଭିତରେ ଗୁଳିକରି ହତ୍ୟା କରିଛନ୍ତି। ସୁଖବୀର…
ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀ ମତଭେଦ
ଯାଜପୁର ରୋଡ,୩ା୯(ଡି.ଏନ.ଏ.): ବ୍ୟାସନଗର ପୌର ପରିଷଦରେ ପରିମଳ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତାର ପର୍ଦ୍ଦାଫାଶ ହୋଇଛି। ଏହାବାଦ୍ ବିନା ଟେଣ୍ଡରରେ ପରିମଳ ବ୍ୟବସ୍ଥାରେ ନିୟୋଜିତ ଠିକାସଂସ୍ଥାକୁ ୧ ବର୍ଷ ପାଇଁ ସଂପ୍ରସାରଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପୌରାଧ୍ୟକ୍ଷା ଏବଂ ନିର୍ବାହୀ ଅଧିକାରୀଙ୍କ…
୬ ମାସ ବିତିଲା, ଆଶାକର୍ମୀରୁ ନାମ କଟିନି
ପାରାଦୀପ, ୩ା୯ (ସ୍ବ.ପ୍ର.): ଯେକୌଣସି ସରକାରୀ କର୍ମଚାରୀ କିମ୍ବା ସରକାରୀ ଅର୍ଥରେ ପ୍ରତିପୋଷଣ ହେଉଥିବା କର୍ମୀ ଜନପ୍ରତିନିଧି ହେବା ପୂର୍ବରୁ ତାହା ଫେରିଯିବା କଥା। କିନ୍ତୁ ପାରାଦୀପରେ ତା’ର ବ୍ୟତିକ୍ରମ ଦେଖିବାକୁ ମିଳିଛି। ପୌର ଉପାଧ୍ୟକ୍ଷା ଥିବା ଛବିଲତା ରାଉତ ଶାସନରେ…
କଲମ୍ବିଆରେ ସୁରକ୍ଷାକର୍ମୀଙ୍କ ଉପରେ ସବୁଠାରୁ ବଡ ଧରଣର ଆକ୍ରମଣ: ୮ ପୋଲିସ ମୃତ
ବୋଗୋଟା,୩ ।୯: ପଶ୍ଚିମ କଲମ୍ବିଆରେ ଶୁକ୍ରବାର ହୋଇଥିବା ଏକ ବିସ୍ଫୋରଣରେ ୮ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ଗୁସ୍ତଭୋ ପେଟ୍ରୋ କହିଛନ୍ତି ଦେଶର ପ୍ରାୟ ୬୦ ବର୍ଷର ସଂଘର୍ଷକୁ ଶେଷ କରିବାକୁ…
ରାଜସ୍ଥାନର ୫ ଯୁବକଙ୍କ ସମେତ ୭ ଗିରଫ
ଧର୍ମଶାଳା,୩ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ବାଜାରରୁ ଏସ୍ବିଆଇ ଏଟିଏମ୍ ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ୍ ଘଟଣାରେ ସମ୍ପୃକ୍ତ ରାଜସ୍ଥାନର ୫ ଯୁବକଙ୍କ ସମେତ ଓଡ଼ିଶାର ୨ଜଣ ଯୁବକଙ୍କୁ ମିଶାଇ ମୋଟ୍ ୭ଜଣଙ୍କୁ ପୋଲିସ ଗିରଫ…
୪ ଦିନ ପୋଲିସ ହାଜତକୁ ଗଲେ ବଳାତ୍କାର ଅଭିଯୁକ୍ତ ମହନ୍ତ ଶିବମୂର୍ତ୍ତି
ବେଙ୍ଗାଲୁରୁ,୩ା୯: କର୍ନାଟକର ଶକ୍ତିଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଧର୍ମୀୟ ନେତା ତଥା ମୁରୁଘା ମଠର ମହନ୍ତ ଶିବମୂର୍ତ୍ତି ମୁରୁଘା ଶରାନାରୁଙ୍କୁ ନାବାଳିକା ବଳାତ୍କାର ଅଭିଯୋଗରେ ଗୁରୁବାର ଗିରଫ କରାଯାଇଥିଲା। ସ୍ଥାନୀୟ ଅଦାଲତ ତାଙ୍କୁ ୪ ଦିନ ପାଇଁ ପୋଲିସ ହାଜତକୁ ପଠାଇଦେଇଛନ୍ତି। ଗିରଫ…
ଭଙ୍ଗାଗଲା ପୁରୁଣା ଜେଲ ପ୍ରାଚୀର
ନୟାଗଡ଼ ଅଫିସ,୩।୯: ନୟାଗଡ଼ ପୁରୁଣା ଜେଲର ପୂର୍ବ ପାର୍ଶ୍ୱ ପ୍ରାଚୀର ସହ ଜୁବୁଲି ମାର୍କେଟ ପଛ ପାଖରେ ନିର୍ମାଣ ହୋଇଥିବା ୧୬ଟି ଦୋକାନ ଗୃହ ପାଇଁ ନୟାଗଡ଼ ଦେୱାନୀ ଜଜ୍ କନିଷ୍ଠ କୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର ରହିଛି। ତେବେ ବିପଦସଙ୍କୁଳ ଦର୍ଶାଇ…
କିଚରଲିଙ୍ଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାବି
ପାରଳାଖେମୁଣ୍ଡି, ୩ା୯ (ଡି.ଏନ୍.ଏ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ ସ୍ଥଳୀ କିଚରଲିଙ୍ଗ। ପାହାଡ଼ ବକ୍ଷରେ ବୋହି ଯାଉଥିବା ଝରଣା ସହ ପ୍ରକୃତିର ମନଲୋଭା ସୃଷ୍ଟିର ଏଭଳି ଏକ ଆକର୍ଷଣୀୟ ସ୍ଥାନ ରହିଛି ଗଜପତି ଜିଲା ନୂଆଗଡ ବ୍ଲକ ସଦରମହକୁମା…
ପକ୍କାରାସ୍ତା ନିର୍ମାଣ ପାଇଁ ବିଧାୟକଙ୍କ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୩ା୯(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକର ଦୁର୍ଗମ ଗ୍ରାମ ତଜଡ଼ବାଡ଼ିରେ ଶୁକ୍ରବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପହଞ୍ଚି ଲୋକଙ୍କ ଦୁର୍ଦ୍ଦଶା ଅନୁଭବ କରିବା ସହ ଲୋକଙ୍କ ଗୁହାରି ଶୁଣିଛନ୍ତି ା ତଜଡ଼ବାଡ଼ି ଗ୍ରାମକୁ ସବୁଦିନିଆ ରାସ୍ତାଟିଏ ନଥିବା ବେଳେ କରୋନା…
ହୋଇପାରୁନି ଅସ୍ତ୍ରୋପଚାର, ଯାଇପାରୁନି ସ୍କୁଲ
ଫୁଲବାଣୀ ଅଫିସ, ୩ା୯: ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ମିଳିବ। ଚିକିତ୍ସାରେ କାହାରିକୁ ଅବହେଳା କରାଯିବ ନାହିଁ। ମେଡିକାଲରେ ମାଗଣା ଚିକିତ୍ସା ସହ ଅସ୍ତ୍ରୋପଚାର କରାଯିବ। ଏଥିପାଇଁ ବିଜୁ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରିଛନ୍ତି ସରକାର। ହେଲେ ସବୁଥିଲେ ବି ଏହି…
ଅଭ୍ୟାସ ଲାଗି ନାହିଁ ଜମ୍ପିଂ ପିଟ୍
ବ୍ରହ୍ମପୁର ଅଫିସ,୩।୯: ହାଇଜମ୍ପ, ଲଙ୍ଗଜମ୍ପ ଓ ଟ୍ରିପଲ ଜମ୍ପ ଆଦି କ୍ରୀଡ଼ାରେ କ୍ଷେତ୍ରରେ ପୂର୍ବରୁ ପ୍ରତିବର୍ଷ ଗଞ୍ଜାମ ଜିଲାରୁ ୪୦ରୁ ୫୦ କ୍ରୀଡ଼ାବତ୍ ଜିଲା, ରାଜ୍ୟ ଓ ଜାତୀୟ ସ୍ତରୀୟ କ୍ରୀଡ଼ାରେ ଭାଗ ନେଇ ବହୁ ପଦକ ଅର୍ଜନ କରିଥିବା ନଜିର…
Archives


