Home Left

ରବିବାର ଶ୍ରୀମନ୍ଦିରରେ ଚକ୍ରବୁଲା ଏକାଦଶୀ

ପୁରୀ ଅଫିସ, ୨୩।୭: ଶ୍ରୀମନ୍ଦିରରେ ରବିବାର ଚକ୍ରବୁଲା ତଥା ଚକ୍ରନାରାୟଣ ଏକାଦଶୀ ନୀତି ପାଳିତ ହେବ । ପ୍ରଭୁ ଚକ୍ରନାରାୟଣ ବିମାନରେ ଅଧିଷ୍ଠିତ ହୋଇ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଚାରି ଆଶ୍ରମରେ ବିଜେ ହେବା ସହ ନଗର ପରିକ୍ରମା କରିବେ । ଚକ୍ରନାରାୟଣ…

ସ୍ବାଇନ୍‌ ଫ୍ଲୁରେ ଜଣଙ୍କର ମୃତ୍ୟୁ

ମୋରାଦାବାଦ,୨୩।୭: ଉତ୍ତରପ୍ରଦେଶର ମୋରାଦାବାଦରେ ସ୍ବାଇନ୍‌ ଫ୍ଲୁରେ ଜଣଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁ ପରେ ଉକ୍ତ ଅଞ୍ଚଳରେ ଭୟର ବାତବରଣ ଖେଳିଯାଇଛି। ଦିଲ୍ଲୀର ସର୍‌ ଗଙ୍ଗାରାମ ହସ୍ପିଟାଲରେ ସ୍ବାଇନ୍‌ ଫ୍ଲୁ ଯୋଗୁ ମୋରାଦାବାଦର ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଏହି ଖବର…

କାଉଡିଆଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ୬ ମୃତ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶ ହଥରସ୍‌ ଜିଲା ଅଧୀନ ବଧାର୍‌ ଗ୍ରାମ ନିକଟ ହଥରସ-ଆଗ୍ରା ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ କାଉଡିଆ ଭକ୍ତଙ୍କ ଉପରେ ଏକ ଟ୍ରକ୍‌ ମାଡିଯାଇଥିଲା। ଫଳରେ ୬ଜଣ କାଉଡିଆଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ମଧ୍ୟପ୍ରଦେଶର କିଛି…

କାଶିପୁରରେ ଝାଡ଼ାବାନ୍ତି ନେଲା ପୁଣି ଜଣଙ୍କ ଜୀବନ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ରାୟଗଡ଼ା ଅଫିସ/ ଟିକିରି,୨୩।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକରେ ଝାଡ଼ାବାନ୍ତି ଥମିବାର ନାଁ ଧରୁନି। ଏଥିରେ ଆଉ ଜଣଙ୍କର ଜୀବନ ଯାଇଛି। ମୃତକ ହେଉଛନ୍ତି ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଘାଗୁଡ଼ା ଗ୍ରାମର ଅର୍ଜୁନ ଜାନି (୫୫)। ୧୯ତାରିଖରେ ତାଙ୍କୁ ଝାଡାବାନ୍ତି ହେଉଥିଲା। ଡାକ୍ତରୀ…

ପୁଣି ବାପା ହେବେ ରାହାଣେ, ଫଟୋ ଶେୟାର କରି ଦେଲେ ସୂଚନା

ନୂଆଦିଲ୍ଲୀ,୨୩।୭: ପୁଣି ବାପା ହେବେ ଭାରତୀୟ କ୍ରିକେଟ୍‌ ଟିମ୍‌ର ବ୍ୟାଟ୍ସମ୍ୟାନ ଆଜିଙ୍କ୍ୟ ରାହାଣେ। ଏହାକୁ ନେଇ ରାହାଣେଙ୍କ ସ୍ତ୍ରୀ ସୋସିଆଲ ମିଡ଼ିଆରେ ଶେୟାର କରିଛନ୍ତି। ଯେଉଁଥିରେ ସେ ଅଜିଙ୍କ୍ୟ ରାହାଣେ ଓ ଝିଅଙ୍କ ସହ ନଜର ଆସିଛନ୍ତି। ଏହି ଖବର ସାମ୍ନାକୁ…

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ: ହତ୍ୟା ସନ୍ଦେହ

କଣ୍ଟାପଡ଼ା,୨୩।୭(ଡି.ଏନ୍‌.ଏ.): କଟକ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମ ବଜାର ପଛପଟୁ ଶନିବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରଯାଇଛି। ମୃତକ ହେଲେ ସେହି ଗ୍ରାମର ଦେବେନ୍ଦ୍ର ବେହେରା(୩୫)। ଖବରପାଇ ଗୋବିନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ…

ଷ୍ଟାର୍‌ଙ୍କ କଳି: ଥାନାରେ ଦ୍ୱାରସ୍ଥ ହେଲେ ପ୍ରକୃତିଙ୍କ ମା’ବାପା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଏକ ଭିଡ଼ିଓ ଭାଇରାଲ ହେଉଛି। ଯାହାକୁ ନେଇ ସବୁଆଡେ ଚର୍ଚ୍ଚା ହେଉଛି। ଏମିତି କି ବାବୁସାନଙ୍କ ସ୍ତ୍ରୀ ଅଭିନେତ୍ରୀ ପ୍ରକୃତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଏହି…

ଜ୍ୱାଇଁ ଟାଙ୍ଗିଆ ଚୋଟରେ ଶ୍ୱଶୁର ମୃତ

ପରଜଙ୍ଗ,୨୩।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପଙ୍ଗାତିରା ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଶ୍ୱଶୁରଙ୍କୁ ଟାଙ୍ଗିଆରେ ହାଣିଲେ ଜ୍ୱାଇଁ। ମୃତ ଶ୍ୱଶୁର ଜଣଙ୍କ ପରଜଙ୍ଗ ଥାନା ପଙ୍ଗାତିରା ଗଁାର…

ବୁଲାଗୋରୁଙ୍କୁ ମୁକୁଳେଇବାକୁ ଆସିଲେ ମାଲିକ ଗଣିବେ ୫୦୦

ଗଞ୍ଜାମ,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ବୁଲାଗୋରୁଙ୍କ ଉପଦ୍ରବ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା । ତେବେ ବିଳମ୍ବରେ ହେଲେ ମଧ୍ୟ ଏନ୍‌ଏସି…

ଲଗାଣ ବର୍ଷାରେ ପୁଣି ଧୋଇଗଲା ଆପ୍ରୋଚ ପୋଲ: ଜୁନାଗଡ଼-ଧର୍ମଗଡ଼ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ

ଭବାନୀପାଟଣା,୨୩।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼-ଧର୍ମଗଡ଼ ମଧ୍ୟରେ ଥିବା ହାଲେର ଯୋରରେ ଶନିବାର ବନ୍ୟା ପାଣି ଆସି ପୁଣି ଆପ୍ରୋଚ ପୋଲକୁ ଧୋଇନେଇଛି। ଫଳରେ ଜୁନାଗଡ଼-ଧର୍ମଗଡ଼ ମୁଖ୍ୟ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ ୧୨ ତାରିଖରେ ହୋଇଥିବା ଲଗାଣ ବର୍ଷାରେ ହାଲେର…

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ଉପରେ କଂଗ୍ରେସ ଲଗାଇଛି ଗୁରୁତର ଅଭିଯୋଗ । ଦଳ ପକ୍ଷରୁ ସ୍ମୃତିଙ୍କ ଇସ୍ତଫା ଦାବି କରାଯାଇଛି । ପ୍ରଧାନମନ୍ତ୍ରୀ ତାଙ୍କ ଇସ୍ତଫା ଗ୍ରହଣ କରନ୍ତୁ ବୋଲି କଂଗ୍ରେସ କହିଛି । କଂଗ୍ରେସର ଅଭିଯୋଗ ସ୍ମୃତିଙ୍କ…

ରେଳ ଷ୍ଟେଶନରେ ମହିଳାଙ୍କୁ ଗଣବଳାତ୍କାର, ୪ ଗିରଫ

ନୂଆଦିଲ୍ଲୀ,୨୩।୭: ମହିଳାଙ୍କୁ ଗଣବଳାତ୍କାର। ରାଜଧାନୀ ଦିଲ୍ଲୀ ରେଳ ଷ୍ଟେଶନରେ ଏଭଳି ଘଟଣା ଘଟିଛି। ଷ୍ଟେଶନ ପ୍ଲାଟଫର୍ମରେ ତିଆରି ଏକ କୋଠରୀ ଭିତରେ କିଛି ରେଲୱେ କର୍ମଚାରୀ ମହିଳାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏଥିରେ ୪ ଜଣଙ୍କୁ ପୋଲିସ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri