Home Left

ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଏକାଧିକ ଦୋକାନ

ଭୁବନେଶ୍ୱର,୩।୯: ଗ୍ୟାସ୍‌ ଟାଙ୍କି ଫାଟି ନିଆଁ ଲାଗିଯିବାରୁ ଭିଏସଏସ୍‌ ନଗର ପାଣିଟାଙ୍କି ସମ୍ମୁଖରେ ଥିବା ଏକାଧିକ ଦୋକାନ ଜଳିଯାଇଛି। ଶୁକ୍ରବାର ଅପରାହ୍ନରେ ଫଳ ଦୋକାନୀ ରୋଷେଇ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଉକ୍ତ ଅଗ୍ନିକାଣ୍ଡର ଭୟାବହତା ଏତେ ଅଧିକ ଥିଲା…

ଏଣିକି ପଡି ରହିଥିବା ପୁରୁଣା ମାମଲା ତୁରନ୍ତ ଫଇସଲା ହେବ

ଭୁବନେଶ୍ୱର,୩।୯ (ବ୍ୟୁରୋ): ରାଜଧାନୀରେ ଆଉ ଏକ ପରିବାର ଅଦାଲତ ଖୋଲିଛି। ଭୁବନେଶ୍ବର କୋର୍ଟ ପରିସରରେ ଶୁକ୍ରବାର ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ପ୍ରଥମ କୋର୍ଟ ଉପରୁ ଚାପ ହଟିବା…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା

ବାଲୁଗଁା,୩ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗଁା ଥାନା ଅଞ୍ଚଳରେ ଅଧିକ ଯୌତୁକ ଦାବିରେ ଜଣେ ମହିଳାଙ୍କୁ ଶ୍ୱଶୁରଘର ଲୋକେ ସଂଘବଦ୍ଧ ଭାବେ ହତ୍ୟା କରିଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ମୃତା ହେଲେ ଏହି ଥାନା ଅଧୀନ ସିଙ୍ଗେଶ୍ୱର ଅଞ୍ଚଳର ପ୍ରୀତମ ହୋତାଙ୍କ…

ଉନ୍ନୟନ କାର୍ଯ୍ୟ ପ୍ରଭାବିତ, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୩ା୯: ରାଜ୍ୟ ସରକାରଙ୍କ ଅନୁମୋଦନକ୍ରମେ ୮ଟି ରାଜସ୍ବ ଗ୍ରାମକୁ ନେଇ ୧୯୬୦ ମସିହା ଜୁଲାଇ ୧୨ ରେ ଖୋର୍ଦ୍ଧା ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ହୋଇଥିଲା। ଜନସଂଖ୍ୟା ଏବଂ କାର୍ଯ୍ୟକାରିତାର ବୃଦ୍ଧିକୁ ନେଇ ସରକାରଙ୍କ ପୁନଃ ଚିଠି ଅନୁଯାୟୀ ଖୋର୍ଦ୍ଧା…

ସ୍ପେସ୍‌ରେ ଧାନ ଚାଷ

ବେଜିଂ: ବିଶ୍ୱର ଅଗ୍ରଣୀ ରାଷ୍ଟ୍ର ଭାବେ ଜଣାଯାଉଥିବା ଚାଇନାର ବୈଜ୍ଞାନିକମାନେ ମହାକାଶରେ ଧାନଚାଷ କରିଛନ୍ତି। ଚାଇନା ମହାକାଶଚାରୀମାନେ ଜିରୋ ଗ୍ରାଭିଟେସ୍‌ନାଲ ଲାବୋରେଟରୀରେ ଚାଉଳରୁ ଧାନ ଗଛ ବାହାର କରାଯାଇଛି। ଚାଇନା ଏକାଡେମୀ ଅଫ୍‌ ସାଇନ୍ସ (ସିଏଏସ୍‌) ପକ୍ଷରୁ ଏ ନେଇ ବିସ୍ତୃତ…

ଡିଜିଟାଲ ରେପ୍‌: ବିପଦରେ ନାବାଳିକା

ନୂଆଦିଲ୍ଲୀ: ନୋଏଡା ସୁରଜପୁର ଜିଲା ସଲାରପୁର ଗ୍ରାମର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କୁ ଡିଜିଟାଲ ରେପ୍‌ ଅଭିଯୋଗରେ ସେସନ୍ସ କୋର୍ଟ ମଙ୍ଗଳବାର ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ପୋସ୍କୋ ଆକ୍ଟ ଅନ୍ତର୍ଗତ ଆଇପିସି ଧାରା ୩୭୫ ଅଧୀନରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ…

ଦିଲ୍ଲୀ ଗଲେ ଯୁବ-ଛାତ୍ର ବିଜେଡି କର୍ମକର୍ତ୍ତା

ଭୁବନେଶ୍ବର,୩ା୯(ବ୍ୟୁରୋ): କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ବର୍ଦ୍ଧନା ଉତ୍ସବରେ ସାମିଲ ହେବା ପାଇଁ ବିଜେଡି ବିଧାୟକ, ନେତା ଦିଲ୍ଲୀ ଗସ୍ତ କରିଛନ୍ତି। ଏଥିସହ ଯୁବ…

ଓପିଜିସିକୁ ପୁଣି ଘରୋଇ କମ୍ପାନୀକୁ ବିକ୍ରି ପାଇଁ ପ୍ରୟାସ

ଝାରସୁଗୁଡ଼ା ଅଫିସ,୩ା୯: ବିଦ୍ୟୁତ୍‌ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଶା ପାଓ୍ବାର ଜେନେରେଶନ୍‌ କର୍ପୋରେଶନ (ଓପିଜିସି) ଗଠନ ହୋଇଥିଲା। ଏହା ଅଧୀନରେ ରାଜ୍ୟରେ ୬ଗୋଟି କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ (ମିନି ମାଇକ୍ରୋ ହାଇଡ୍ରୋ ପାଓ୍ବାର) ଓ ଗୋଟିଏ ତାପଜ…

ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ଔଷଧ କାମ ଦେଲାନି

ଯାଜପୁର ଅଫିସ,୩ା୯: ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ନିମନ୍ତେ ଜଣେ ଜ୍ୟୋତିଷ ଦେଇଥିବା ଔଷଧ କାମ ଦେଲାନାହଁି। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଯୁବକ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଉକ୍ତ ଜ୍ୟୋତିଷଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ଯାଜପୁର…

ଋଷି ସୁନକ-ଲିଜ ଟ୍ରସଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ରେସର ଶେଷ ପର୍ଯ୍ୟାୟ ଭୋଟିଂ ଶେଷ, ସୋମବାର ଆସିବ ଫଳାଫଳ

ଲଣ୍ଡନ,୩ ।୯: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ଓ ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସଙ୍କ ମଧ୍ୟରେ ଚାଲିଥିବା ରେସ କ୍ରମରେ ଶୁକ୍ରବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଏଥିରେ ଦଳର ସଦସ୍ୟମାନେ ନିଜ…

ବ୍ଲଡ୍‌ ଗ୍ରୁପ୍‌ ଜଣାଇବ ହୃଦ୍‌ଘାତ ଆଶଙ୍କା

ଓ୍ବାଶିଂଟନ,୩।୯: ୬୦ ବର୍ଷ ବୟସ ପୂର୍ବରୁ କେଉଁ ବ୍ୟକ୍ତିଙ୍କଠାରେ ହୃଦ୍‌ଘାତ ଆଶଙ୍କା କେତେ ତାହା ବ୍ଲଡ୍‌ ଗ୍ରୁପ୍‌ରୁ ଜଣାପଡ଼ିବ। ଆମେରିକାର ମାରିଲାଣ୍ଡସ୍‌ ସ୍କୁଲ ଅଫ୍‌ ମେଡିସିନ୍‌ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। କମ୍‌ ବୟସ ବର୍ଗଙ୍କ କ୍ଷେତ୍ରରେ…

୧୨ ବର୍ଷ ହେଲା ଭଣ୍ଡାଉଛି ଏମ୍‌ସିଏଲ୍‌

ତାଳଚେର, ୩ା୯ (ନି.ପ୍ର.): ଜମି ବଦଳରେ ମିଳିବ ପର୍ଯ୍ୟାପ୍ତ କ୍ଷତିପୂରଣ। ଖଣିରେ ଦିଆଯିବ ନିଯୁକ୍ତି। ଥଇଥାନ ବ୍ୟବସ୍ଥା ମଧ୍ୟ କରିବ କୋଇଲା କମ୍ପାନୀ। ଏପରି ପ୍ରଲୋଭନ ଦେଖାଇ ହିଙ୍ଗୁଳା କ୍ଷେତ୍ର ନିମନ୍ତେ ୨୦୧୦ରେ ତାଳଚେର ଗୋପାଳପ୍ରସାଦବାସୀଙ୍କ ୩୪୮ ଏକର ଜମି ଅଧିଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri