Home Left

ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ

ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍‌ କରିଛନ୍ତି। ନିକଟ ଜଙ୍ଗଲରୁ ଗୋଟିଏ ଭାଲୁ ଆସି ଅଞ୍ଚଳରେ ବୁଲୁଛି। ଖବରପାଇ ଘଟଣାସ୍ଥଳରେ…

ନାଡପାଲି ଜଙ୍ଗଲରୁ ୨ ମାଓବାଦୀ ଗିରଫ

ମାଲକାନଗିରି,୨ା୯(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସର ସର୍ଚ୍ଚ ଅପରେଶନ ବେଳେ ନାଡପାଲି ଜଙ୍ଗଲରୁ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ କାକା କିସ୍ତା ଓ କଡତି ନରସ। ପୋଲିସ ଓ ସିଆରପିଏଫ୍‌ର ପକ୍ଷରୁ ଏହି ଜଙ୍ଗଲରେ…

ତହସିଲଦାର ସମେତ ୩୦ କର୍ମଚାରୀଙ୍କ ଦରମା ବନ୍ଦ

ରାୟଗଡ଼ା ଅଫିସ,୨ା୯: କର୍ତ୍ତବ୍ୟରେ ଅବହେଳା ବିରୋଧରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ଶୁକ୍ରବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାଶୀପୁର ତହସିଲଦାରଙ୍କ ସମେତ ତହସିଲ କାର୍ଯ୍ୟାଳୟର ୩୦ କର୍ମଚାରୀଙ୍କ ମାସକର ଦରମା ବନ୍ଦ କରିଛନ୍ତି। ସୂଚନାଯୋଗ୍ୟ, ଜିଲାର ବିଭିନ୍ନ ତହସିଲ କାର୍ଯ୍ୟାଳୟରେ ଅନେକ…

ଏ କିଭଳି ବିକାଶ? ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଚାଲିଗଲା ବିଜୁଳି; ଅନ୍ଧାରରେ କରାଗଲା ସ୍ବାଗତ

ପାଟନା,୨।୯: ବିହାରରେ ବିଗତ ୨୦ ବର୍ଷ ଧରି କ୍ଷମତାରେ ଅଛନ୍ତି ନୀତୀଶ କୁମାର। କେତେବେଳେ ଭାଜପା ସହ ତ କେତେବେଳେ ଆର୍‌ଜେଡି ସହ ମିଶି ସେ କ୍ଷମତାର ଆସନରେ ବିରାଜମାନ ହୋଇଛନ୍ତି। ଏଥିଯୋଗୁ ନୀତୀଶଙ୍କୁ ଦଳରେ ‘ସୁଶାସନ ବାବୁ’ ବୋଲି କୁହାଯାଏ।…

୭୫ ଟଙ୍କାରେ ଦେଖିପାରିବେ ‘ବ୍ରହ୍ମାସ୍ତ୍ର’, ଜାଣନ୍ତୁ କିପରି…

ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ନିକଟରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମରେ ରଣବୀର ଏବଂ ଆଲିଆଙ୍କ ଯୋଡି ଦେଖିବାକୁ ମିଳିବ । ପ୍ରଶଂସକମାନେ ଫିଲ୍ମକୁ ନେଇ ବହୁତ ଉତ୍ସାହିତ…

ଅଧ ସେକେଣ୍ଡରେ ସାନକୁ ବଞ୍ଚାଇଲା ବଡ଼ ଭାଇ , ଭିଡିଓ ଦେଖିଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହୃଦୟକୁ ଛୁଇଁଯାଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। କୁହାଯାଏ ଯେ, ଭାଇଟିଏ ତା’ ଭାଇକୁ ସୁଖରେ…

ଭାଜପାର ପ୍ରାୟ ୧୦୦୦ ବିଧାୟକ-୩୦୦ ଏମ୍‌ପି: କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସମସ୍ତେ ଶୁଦ୍ଧ..

ପାଟନା,୨।୯: ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ରହିଛି ସିବିଆଇ ଏବଂ ଇଡି। ସଂସ୍ଥା ପକ୍ଷରୁ ବ୍ୟବସାୟିକ ଅନୁଷ୍ଠାନ ସାଙ୍ଗକୁ ରାଜନେତାମାନଙ୍କ ଘରେ ଚଢ଼ାଉ କରାଯାଉଛି। ତେବେ ଏସବୁ ଏଜେନ୍ସିଂର ଅପବ୍ୟବହାର ଭାଜପା କରୁଛି ବୋଲି ବିରୋଧୀ ଅଭିଯୋଗ କରୁଛନ୍ତି। ଯଦି ଏପରି…

ଏଭଳି ଭାବେ ପାଇପାରିବେ ଟି୨୦ ବିଶ୍ୱକପ୍‌ ଫାଇନାଲ ଲାଗି ମାଗଣା ଟିକେଟ୍‌; ଜାଣନ୍ତୁ…

ମେଲବର୍ନ,୨।୯: ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ପ୍ରଶଂସକଙ୍କ କ୍ରେଜ୍‌ କାହିଁରେ କେତେ। ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାଗ ନେବାକୁ ଥିବା ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ଅକ୍ଟୋବର ୧୯ରୁ ଏହା ଆରମ୍ଭ…

ଟି୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ଳଣ୍ଡନ,୨।୯: ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଇଂଲଣ୍ଡ ପକ୍ଷରୁ ୧୫ ସଦସ୍ୟ ବିଶିଷ୍ଟ ଟିମ୍‌ ଘୋଷଣା କରାଯାଇଛି। ସେଥିରୁ ୩ ଖେଳାଳିଙ୍କୁ ରିଜର୍ଭ ରଖାଯାଇଛି। ଦଳରେ ଜେସନ ରୟଙ୍କ ସହ ଦ୍ରୁତ ବୋଲର୍‌ ଜୋଫ୍ରା ଆର୍ଚରଙ୍କୁ ସ୍ଥାନ…

୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ ହେବାକୁ…

ଏସିଆ କପ୍‌ ଅଧାରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୯: ଏସିଆ କପ୍‌ ୨୦୨୨ ଟୁର୍ନାମେଣ୍ଟ ଖେଳୁଥିବା ଭାରତକୁ ବଡ଼ ଝଟ୍‌କା ଲାଗିଛି। ଆହତ ହେବା ଯୋଗୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବାକି ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ବିସିସିଆଇ ପକ୍ଷରୁ ଏକ ବିବୃତି ଜାରି କରାଯାଇ ଏନେଇ ସୂଚନା ଦିଆଯାଇଛି।…

‘ହଂକଂକୁ ହାଲୁକା ଭାବେ ନ ନେଉ ପାକିସ୍ତାନ’

ଦୁବାଇ,୨।୯: ଏସିଆ କପ୍‌ ୨୦୨୦ ଟୁର୍ନାମେଣ୍ଟରେ ଭାରତ ଏବଂ ଆଫଗାନିସ୍ତାନ ସର୍ବପ୍ରଥମେ ସୁପର-୪ ଲାଗି ଯୋଗ୍ୟତା ହାସଲ କରିଥିଲେ। ଏବେ ସମସ୍ତଙ୍କର ନଜର ପାକିସ୍ତାନ ଏବଂ ହଂକଂ ମଧ୍ୟରେ ହେବାକୁ ଥିବା ନିର୍ଣ୍ଣାୟକ ମୁକାବିଲା ଉପରେ ରହିଛି। କାରଣ ଯେଉଁ ଟିମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri