Home Left

ପାକିସ୍ତାନରେ ଆମେରିକୀୟ ଯୁବତୀଙ୍କୁ ବଳାତ୍କାର

ଇସ୍‌ଲାମାବାଦ୍‌,୨୩ା୭: ଆମେରିକାର ଜଣେ ୨୧ ବର୍ଷୀୟା ସୋସିଆଲ ମିଡିଆ ଆକ୍ଟିଭିଷ୍ଟଙ୍କୁ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ସପ୍ତାହରେ ଯୁବତୀ ଜଣକ ବଳାତ୍କାରର ଶିକାର ହୋଇଥିବା ନେଇ ଏବେ ଅନ୍‌ଲାଇନ୍‌ରେ ପ୍ରଘଟ ହେବା ପରେ ଲୋକେ ଏହାକୁ…

ଜେଲରେ ହଙ୍ଗର ଷ୍ଟ୍ରାଇକରେ ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ

ନୂଆଦିଲ୍ଲୀ,୨୩ ।୭: ଦିଲ୍ଲୀର ତିହାର ଜେଲରେ ବନ୍ଦ ଥିବା ଜମ୍ମୁ-କଶ୍ମୀର ଲିବରେଶନ ଫ୍ରଣ୍ଟର ମୁଖ୍ୟ ୟାସିନ ମଲିକ ଜେଲ ଭିତରେ ହଙ୍ଗର ଷ୍ଟ୍ରାଇକରେ ବସିଛନ୍ତି । ଆତଙ୍କବାଦୀ ୟାସିନଙ୍କ ଅଭିଯୋଗ ହେଉଛି ତାଙ୍କ ଉପରେ ଯେଉଁ ମାମଲା ବିଚାରାଧିନ ରହିଛି ତାହାର…

ଆର୍‌ଏସ୍‌ଏସ୍‌ ଲେଖୁଛି ଐତିହାସିକ ଫିଲ୍ମ କାହାଣୀ

ମୁମ୍ବାଇ, ୨୩ା୭: ବଲିଉଡ୍‌ରେ ବର୍ତ୍ତମାନ ସମୟରେ ବହୁ ଐତିହାସିକ ଘଟଣାବଳିକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ବଲିଉଡ୍‌ ତିଆରି କରୁଥିବା ଏହି ସବୁ ଫିଲ୍ମର ସ୍କ୍ରିପ୍ଟ ନାଗପୁର (ଆର୍‌ଏସ୍‌ଏସ୍‌ ମୁଖ୍ୟାଳୟ ଉଦ୍ଦେଶ୍ୟରେ କୁହାଯାଇଛି)ରୁ ଏଡିଟ୍‌ ହୋଇ ଆସୁଥିବା କହିଛନ୍ତି ବଲିଉଡ୍‌ ଅଭିନେତ୍ରୀ…

କୃଷ୍ଣସାଗର ଅଚଳାବସ୍ଥା ଦୂର

ଇସ୍ତାନବୁଲ,୨୩ା୭: କୃଷ୍ଣସାଗର ଦେଇ ଜାହାଜରେ ଖାଦ୍ୟଶସ୍ୟ, ସାର ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ବ୍ୟବସ୍ଥାକୁ ସ୍ବାଭାବିକ କରିବା ପାଇଁ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଶୁକ୍ରବାର ଆନୁଷ୍ଠାନିକ ଭାବେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଦୁଇ ପଡ଼ୋଶୀ ଦୁଇଟି ପୃଥକ୍‌ ଚୁକ୍ତିନାମାରେ…

ବଢୁଛି ଅଭିଯୋଗ, ଶୁଣିବାକୁ ନାହାନ୍ତି ଅଧିକାରୀ

କେନ୍ଦ୍ରାପଡ଼ା ଅଫିସ, ୨୩ା୭: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତ ଅଞ୍ଚଳରେ ୫ଟି ପ୍ରକଳ୍ପରେ ଅନିୟମିତତା ହୋଇଥିବା ନେଇ ଜିଲା ପ୍ରଶାସନ ନିକଟରେ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ପ୍ରକଳ୍ପଗୁଡ଼ିକ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି…

ମରାମତି ପାଇଁ ସହାୟତା ଯୋଗାଇ ଦିଆଯିବ

ରଘୁନାଥପୁର,୨୩ା୭(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକର ୭ଟି ବିଦ୍ୟାଳୟକୁ ତୃତୀୟ ପର୍ଯ୍ୟାୟରେ ରୂପାନ୍ତରଣ ନେଇ ବ୍ଲକ ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ବିଡିଓ ଜିତେନ୍ଦ୍ର କୁମାର ନାୟକ ଗୋକୁଳପୁରସ୍ଥିତ ସାରଦା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ଆଲୁମନି କମିଟି, ଏସ୍‌ଏମ୍‌ସି,…

ମାନସିକ ରୋଗୀ ସ୍ବାସ୍ଥ୍ୟ ସୁରକ୍ଷା ଆଇନ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୨୩ା୭: ନ ଖାଇ, ନ ପିଇ ଦୁର୍ବିଷହ ଜୀବନ ଅତିବାହିତ କରୁଥିବା ମାନସିକ ରୋଗୀମାନେ ପ୍ରାୟତଃ ସମାଜରେ ଅଲୋଡା। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଥିବା ଆଇନକୁ ପାଳନ କରାଯିବା ଜରୁରୀ। ଏନେଇ ବିଭିନ୍ନ ସମୟରେ କ୍ୟାମ୍ପ ଏବଂ…

ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ସ୍ମାର୍ଟସିଟିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଭୟ ସରକାର ଓ ବିଏମ୍‌ସି କର୍ତ୍ତୃପକ୍ଷ ସବୁ ବର୍ଗର ଟିକାକରଣ ସାଙ୍ଗକୁ ବୁଷ୍ଟର ଡୋଜ୍‌ ଟିକା ପ୍ରଦାନକୁ ଗୁରୁତ୍ୱ ଦେଇଛନ୍ତି। ଏଭଳି ସମୟରେ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ପୁଣି ଥରେ ସ୍ଥାନୀୟ ପ୍ରଶାସନକୁ ସହାୟତାର…

ଜମି ସମସ୍ୟା ନାହିଁ, ଖୁବ୍‌ଶୀଘ୍ର କାମ

ପୁରୀ ଅଫିସ, ୨୩ା୭: ପୁରୀରେ ଭକ୍ତଙ୍କ ନିମନ୍ତେ ଆଉ ଏକ ଧର୍ମଶାଳା ନିର୍ମାଣ ହେବ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ସୁଲଭ ମୂଲ୍ୟରେ ଉକ୍ତ ଅତ୍ୟାଧୁନିକ ଧର୍ମଶାଳାରେ ରହିବା ସହ ସମସ୍ତ ପ୍ରକାର ସୁବିଧା ପାଇପାରିବେ। ଏଥିଲାଗି ‘ଅବଢ଼ା’…

ବ୍ଲାକ୍‌ମେଲ କରି ସାଇବର ସୁନ୍ଦରୀ ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ମାଟ୍ରିମୋନି ସାଇଟରେ ଜୀବନ ସାଥୀ ଖୋଜୁଥିବା ଜଣେ ଆଇଟି ଇଞ୍ଜିନିୟରଙ୍କୁ ମିଛ ଜାଲରେ ଫସାଇ ମହିଳା ସାଇବର ଠକ କିଛି ଦିନ ତଳେ ୨୪ଲକ୍ଷ ଲୁଟି ନେଇଥିଲେ। ଏବେ ରାଜଧାନୀରେ ପୁଣି ଜଣେ ସରକାରୀ ଟେଲିକମ୍‌ କମ୍ପାନୀର ଅବସରପ୍ରାପ୍ତ କର୍ମଚାରୀ…

ଜେଲ ଫେରିଲେ ଗୋବିନ୍ଦ ସାହୁ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୩।୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ୧୪ ଦିନିଆ ଜାମିନ ଅବଧି ସାରି ଶୁକ୍ରବାର କଣ୍ଟାବାଞ୍ଜି ଉପକାରାଗାରକୁ ଫେରିଛନ୍ତି। ଅଭିଯୁକ୍ତ ସାହୁ ନିଜ ସ୍ତ୍ରୀ ଏବଂ ପୁଅ ଅସୁସ୍ଥ ଥିତ୍ବା ଦର୍ଶାଇ ସେମାନଙ୍କ…

ଲାଞ୍ଚ ନେଇ ଆୟୁଷ ଡାକ୍ତର ଗିରଫ

କୁତ୍ରା, ୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି। ସରକାରୀ କ୍ବାର୍ଟର୍ସରେ ଜଣେ ଅଟୋ ଚାଳକ ଅରବିନ୍ଦ ଖାଲଖୋଙ୍କଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri