ଖୋ ଖୋ ରୋମାଞ୍ଚ
ରୋମାଞ୍ଚ ଆଣିଛି ସ୍ବଦେଶୀ କ୍ରୀଡ଼ା। ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ଲିଗ୍ ଏବେ କ୍ରୀଡ଼ା ଜଗତରେ ବେଶ୍ ଚର୍ଚ୍ଚାରେ ରହିଛି । ନିିୟମରେ ଅନେକ ପରିବର୍ତ୍ତନ, ବାଜା, ବାଣ, ଦର୍ଶକଙ୍କ ଉପସ୍ଥିତି,…
ଗଛରେ ପୋଷ୍ଟର ଲଗାଇଲେ ମାଓବାଦୀ, ଦେଲେ ଏମିତି ଚେତାବନୀ
କୋଟଗଡ଼,୨ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ର ଜାମଝୋରରେ ମାଓବାଦୀମାନେ ଶୁକ୍ରବାର ଏକ ଗଛରେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ଏମ୍ପି ପ୍ରତିନିଧି ମନୋଜ କୁମାର ସାବତ, କୋଟଗଡ଼ ବ୍ଲକର ପୂର୍ବତନ ବିଡିଓ କୈଳାସ ଚନ୍ଦ୍ର ମୁର୍ମୁ ଏବଂ ବର୍ତ୍ତମାନର ବ୍ଲକ କ୍ୟାଶିୟର ଛବି…
ଅବହେଳିତ ଅବସ୍ଥାରେ ମା’ ଭଣ୍ଡାରଘରଣୀଙ୍କ ମୂଳପୀଠ
ନନ୍ଦାହାଣ୍ଡି,୨।୯(ଡି.ଏନ୍.ଏ.):ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ। ନବରଙ୍ଗପୁର ଜିଲାବାସୀଙ୍କ ସହାୟତା ଓ ଚେଷ୍ଟା ଫଳରେ ନବରଙ୍ଗପୁର ସହର ମଝିରେ ମାଁ ଙ୍କର ଅତି ସୁନ୍ଦର ଓ ବିରାଟ ମନ୍ଦିର ବିଦ୍ୟମାନ। କିନ୍ତୁ ସମସ୍ତଙ୍କୁ ଘଣ୍ଟ ଘୋଡାଇ ରଖିଥିବା ମାଁ ଭଣ୍ଡାରଘରଣୀଙ୍କର…
ବିପଦସଙ୍କୁଳ ଅବସ୍ଥାରେ ରହୁଛନ୍ତି ମୂକ ବଧିର ଛାତ୍ରୀଛାତ୍ର
ସୁନାବେଡ଼ା,୨ା୯(ସ୍ବ.ପ୍ର.):ସରକାର ଶାରୀରିକ ଓ ମାନସିକ ଅନଗ୍ରସରମାନଙ୍କ ବିକାଶ ଲାଗି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ସେଥିରୁ ଲାଭ ନେଉଛନ୍ତି କେତେଜଣ ପ୍ରଶାସନିକ ଅଧିକାରୀ ଓ ଠିକାଦାର୍ । ସୁନାବେଡ଼ା ମହିଳା ମହାବିଦ୍ୟାଳୟ ପାର୍ଶ୍ୱରେ ଥିବା ମୂକ ଓ ବଧିର ଛାତ୍ରାବାସ ହେଉଛି…
ଜମି କିଣିଲେ ବିରୁଷ୍କା, ଦାମ୍ ଜାଣିଲେ…
ମୁମ୍ବାଇ: କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ୮ ଏକର ଜମି କିଣିଛନ୍ତି। ଯାହାର ଦାମ୍ ରହିଛି ୧୯ କୋଟି ୨୪ ଲକ୍ଷ ୫୦ ହଜାର ଟଙ୍କା। ମୁମ୍ବାଇର ଆଲିବାଗରେ କୋହଲି ନିଜର ଗୋଟିଏ ଫାର୍ମ ହାଉସ ତିଆରି…
ହାଇଦ୍ରାବାଦରେ ନବରଙ୍ଗପୁରର ଶିଆଳି ଖଲିର ଚାହିଦା
ନବରଙ୍ଗପୁର,୨।୯(ବି.ପ୍ର.):ଲୋକେ ଧୀରେ ଧୀରେ ଇକୋ ଫେଣ୍ଡ୍ଲି ହେଲେଣି। ପ୍ଲାଷ୍ଟିକ୍ ଅପେକ୍ଷା ଖଲି, ପତ୍ରଥାଳିକୁ ପସନ୍ଦ କରୁଛନ୍ତି। ଏହାକୁ ନଜରରେ ରଖି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସେମଳା ଗାଁର ମହିଳାମମାନେ ଜଙ୍ଗଲରୁ ଶିଆଳିପତ୍ର ଆଣି ଖଲି ଓ ପତ୍ରଥାଳି ପ୍ରସ୍ତୁତ କରୁଛନ୍ତି।…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଜୁନାଗଡ଼,୨ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା…
ବିନା ଅନୁମତିରେ ଚାଲିଛି ନବମ, ଦଶମ ଶ୍ରେଣୀ ପାଠପଢ଼ା
ମୁନିଗୁଡ଼ା(ଡି.ଏନ୍.ଏ.)/ରାୟଗଡ଼ା ଅଫିସ,୨ା୯:ରାୟଗଡ଼ା ଜିଲା ମୁନିଗୁଡ଼ା ସ୍ଥିତ ଏକ ବେସରକାରୀ ଶିକ୍ଷାନୁଷ୍ଠାନରେ ପାଠ ପଢ଼ି ସିବିଏସ୍ଇ ବୋର୍ଡ ପରୀକ୍ଷା ପାସ୍ କରିବା ପରେ ଏବେ ଛାତ୍ରୀଛାତ୍ର ଅସୁବିଧା ଭୋଗୁଛନ୍ତି। ସ୍ଥାନୀୟ ରୟାଲ ଏକାଡେମୀ ନାମକ ଅନୁଷ୍ଠାନରେ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପାଠ…
‘କର ବା ମର’ ମ୍ୟାଚ୍ ଜିତିବା ଖୁସିରେ ଶ୍ରୀଲଙ୍କା ଖେଳାଳିଙ୍କ ନାଗିନ୍ ଡ୍ୟାନ୍ସ
ଦୁବାଇ,୨।୯: ବାଂଲାଦେଶ ବିପକ୍ଷ ଏସିଆ କପ୍ ଟି୨୦ ମୁକାବିଲାକୁ ଶ୍ରୀଲଙ୍କା ୨ ଉଇକେଟ୍ରେ ଜିତି ସୁପର-୪ରେ ପ୍ରବେଶ କରିଛି। ଏହି ମ୍ୟାଚ୍ରେ ପରେ ଶ୍ରୀଲଙ୍କା ଖେଲାଳିମାନେ ନାଗିନ ଡ୍ୟାନ୍ସ କରିଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୨୦୧୮ରେ ନିଦାହାସ…
ଟ୍ରୋଲରଙ୍କୁ ଜବାବ ଦେଲେ ବିପାଶା, ବେବି ବମ୍ପକୁ ନେଇ ହୋଇଥିଲେ ଟୋ୍ରଲ
ବଲିଉଡ୍ ଅଭିନେତ୍ରୀ ବିପାଶା ବସୁ ଏବଂ ସ୍ବାମୀ କରଣ ସିଂ ଗ୍ରୋଭର ତାଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ଯାଉଛନ୍ତି। ଦୁହେଁ ଏବେ ବେଶ୍ ଖୁସି ଅଛନ୍ତି। କିଛି ଦିନର ଡେଟିଂ ପରେ ଏହି ଦମ୍ପତି ୨୦୧୬ରେ ବିବାହ ବନ୍ଧନରେ ବାନ୍ଧି…
ମୁଖ୍ୟରାସ୍ତାକଡ଼ରେ ଗୋଦାମ, ଟ୍ରାଫିକ୍ ସମସ୍ୟା
ପାରଳାଖେମୁଣ୍ଡି,୨ା୯(ଡି.ଏନ୍.ଏ.): ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା କଡରେ ଗୋଦାମଗୁଡିକ ଥିବାରୁ ଟ୍ରାଫିକ ସମସ୍ୟା ଉପୁଜୁଛି । ସହରର ରାମସାଗର ରାସ୍ତାରୁ ଆରମ୍ଭ କରି ପୁରୁଣା ପାଟଣା ରାସ୍ତା ତଥା ଜାତୀୟ ରାଜପଥ ୩୨୬-ଏ କଡରେ ବହୁ ଗୋଦାମ ଗୃହ ନିର୍ମାଣ କରାଯାଇଛି। ସେହିପରି…
ସୋନାକ୍ଷୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ଦବଙ୍ଗ, ରାଓଡି ରାଠୋର ଏବଂ ବୁଲେଟ ରାଜା ଭଳି ସୁପରହିଟ୍ ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସୋନାକ୍ଷୀ ତାଙ୍କ କଠିନ ପରିଶ୍ରମ ଆଧାରରେ କୋଟି କୋଟି ସମ୍ପତ୍ତିର ମାଲିକ ହୋଇଛନ୍ତି।…
Archives


