Home Left

ଅଧିନାୟକ ହେବେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨।୯: ରୋଡ ସେଫ୍‌ଟି ଓ୍ବାଲର୍‌ଡ ସିରିଜ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ଗତ ବର୍ଷ ଏହି ଟୁର୍ନାମେଣ୍ଟ ହିଟ ହୋଇଥିଲା ଏବଂ ବହୁ ସଂଖ୍ୟକ ଲୋକ ସେମାନଙ୍କ ପ୍ରିୟ କ୍ରିକେଟରଙ୍କ ଖେଳ ଦେଖିବା ପାଇଁ ଷ୍ଟାଡିୟମକୁ ଆସିଥିଲେ। ଗତଥର ରାୟପୁରରେ…

ଆବର୍ଜନାରେ ପୋତି ହେଉଛି ମୂଳ ଖରସ୍ରୋତା

ରସୁଲପୁର,୨ା୯(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀ ଏବେ ଆବର୍ଜନାରେ ପୋତି ହେଉଛି। ଏହି ନଦୀର ତଳମୁଣ୍ଡ ଖଣ୍ଡିତରଠାରେ ନିର୍ମିତ ସ୍ଲୁଇସ୍‌ଗେଟ୍‌ ବନ୍ୟା ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି। ଫଳରେ ନଦୀରେ ଆସିଥିବା ପ୍ରଥମ ବନ୍ୟାଜଳରେ…

ଲଜ୍‌ ସିଲ, ୬ ଜେଲ୍‌ ଗଲେ

ପାଣିକୋଇଲି,୨ା୯(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲୁଥିବା ଖବର ପାଇ ପୋଲିସ ବୁଧବାର ସକାଳେ ଚଢ଼ାଉ କରିଥିବାବେଳେ ତାହାକୁ ସିଲ୍‌ କରିଛି। ଏଥିସହିତ ଗୁରୁବାର ଜଣେ ଗ୍ରାହକ, ମାଲିକ,…

ଅଡ଼ଶପୁରକୁ ଗଡ଼ିଲା ମୋ’ ବସ୍‌

କଣ୍ଟାପଡା,୨ା୯(ଡି.ଏନ୍‌.ଏ.): ଦୀର୍ଘଦିନର ଦାବି ପରେ କଣ୍ଟାପଡା ବ୍ଲକ ଅନ୍ତର୍ଗତ ଅଡଶପୁରଠାରୁ ଭୁବନେଶ୍ୱରକୁ ମୋ’ବସ୍‌ ଗଡିବା ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳବାସୀ ଆନନ୍ଦିତ ହୋଇଛନ୍ତି। ହେଲେ ବହୁଦିନର ଦାବି ପୂରଣ ହୋଇଥିବାରୁ ଏହାର ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଆରମ୍ଭ…

ସିଏସ୍‌କେର ଜୋହାନ୍ସବର୍ଗ ଫ୍ରାଞ୍ଚାଇଜ୍‌ର ନାମ ଘୋଷଣା

ଚେନ୍ନାଇ, ୨ା୯ (ପି.ଟି.): ଦକ୍ଷିଣ ଆଫ୍ରିକା ଟି୨୦କ୍ରିକେଟ (ଏସ୍‌ଏ ୨୦) ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ ଲିମିଟେଡ୍‌ (ସିଏସ୍‌କେ-ସିଏଲ୍‌)ର ଜୋହାନ୍ସବର୍ଗଭିତ୍ତିକ ଫ୍ରାଞ୍ଚାଇଜ୍‌ ନାମ ଜୋବର୍ଗ ସୁପର କିଙ୍ଗ୍ସ ରଖାଯାଇଥିବା ଗୁରୁବାର ଘୋଷଣା କରାଯାଇଛି। ଫାଫ୍‌ ଡୁ’ପ୍ଲେସି ଦଳର ଅଧିନାୟକତ୍ୱ କରିବେ। ଷ୍ଟିଫେନ୍‌…

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭ ରୁଜୁ…

ଆଜିଠାରୁ ପ୍ଲେଅଫ୍‌

ପୁଣେ,୨ା୯(ପି.ଟି):ସ୍ବଦେଶୀ ଖେଳ ଖୋ ଖୋକୁ ଏକ ପରିବର୍ତ୍ତିତ ରୂପରେ ପେସ୍‌ କରାଯାଇଥିବା ବେଳେ ଅନ୍ତିମ ଚରଣରେ ପହଞ୍ଚିଛି ପ୍ରଥମ ସଂସ୍କରଣର ଟୁର୍ନାମେଣ୍ଟ। ଆସନ୍ତା ଶୁକ୍ରବାରଠାରୁ ପ୍ଲେ ଅଫ୍‌ ଆରମ୍ଭ ହେଉଥିବା ବେଳେ ୨ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି।…

ପ୍ରଯୋଜକଙ୍କୁ ପସନ୍ଦ ନ ଥିଲା ନାଁ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଫିଟ୍‌ ନାୟକଙ୍କ ଗହଣରେ ଗଣାଯାନ୍ତି ଜନ୍‌ ଆବ୍ରାହମ୍‌, ଯେଉଁ ନଁା ପାଇଁ ଜନ୍‌ ଏବେ ଭାରତରେ ବେଶ୍‌ ଚର୍ଚ୍ଚିତ, ଦିନ ଥିଲା ସେ ନାଁ କୁ ହିନ୍ଦୀ ଫିଲ୍ମ ଜଗତର ପ୍ରଯୋଜକମାନେ ନାପସନ୍ଦ କରୁଥିଲେ। ଫିଲ୍ମ କ୍ୟାରିୟର୍‌…

ଓଟିଟିର ଚାହିଦା ବଲିଉଡ୍‌ ପାଇଁ ଚିନ୍ତା

ମୁମ୍ବାଇ: ଓଟିଟି (ଓଭର ଦ ଟପ୍‌) ପ୍ଲାଟଫର୍ମର ଚାହିଦା ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ହିନ୍ଦୀ ସିନେମା ଜଗତ ପାଇଁ ଚିନ୍ତାର ବିଷୟ ପାଲଟିଛି। ଓଟିଟିର ଲୋକପ୍ରିୟତା ବଢ଼ିବା ଦ୍ୱାରା ଲୋକେ ସିନେମାଘର ଯାଇ ଚଳଚ୍ଚିତ୍ର ଦେଖିବାକୁ ଆଉ ପସନ୍ଦ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

ଗଣେଶଙ୍କ ଆଧାରକାର୍ଡ

ରାଞ୍ଚି: ଗଣେଶପୂଜା ଅବସରରେ ଅନେକ ସ୍ଥାନରେ ଗଣେଶଙ୍କର ଭିନ୍ନ ପ୍ରକାର ପ୍ରତିମୂର୍ତ୍ତି ତିଆରି କରାଯାଇଛି। ଝାଡ଼ଖଣ୍ଡର ଜାମଶେଦପୁରର ଏକ ପୂଜା ମଣ୍ଡପରେ ଗଣେଶ ପ୍ରଭୁଙ୍କ ଆଧାରକାର୍ଡ ତିଆରି ହୋଇଛି। ଏହି ଆଧାରକାର୍ଡରେ ଗଣେଶଙ୍କ ବ୍ୟକ୍ତିଗତ ବିବରଣୀ ଦିଆଯାଇଛି। ବାପାଙ୍କ ନାମ ଜାଗାରେ…

୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri